ରାଜ୍ୟ

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା, କଳସ,…

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ ୩ରୁ ୭ ତାରିଖ ମଧ୍ୟରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ରାଜ୍ୟ…

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ ନିଜ…

ଡିଫେନ୍ସ ରୋଡ୍‌ ନିର୍ମାଣରେ ବାଧକ ଜବରଦଖଲ

  ବାଲେଶ୍ୱର ଅଫିସ,୧୪।୮- ବାଲେଶ୍ୱର ସହର ପୂର୍ବରୁ ଥିବା କୁରୁଡ଼ା ସ୍ଥିତ ଜ୍ୟୋତି ହସ୍‌ପିଟାଲଠାରୁ ପାତ୍ରପଡ଼ା ପର୍ଯ୍ୟନ୍ତ (୯.୨ କି.ମି.) ପ୍ରତିରକ୍ଷା ବିଭାଗ ଦ୍ୱାରା ଏକ ସ୍ବତନ୍ତ୍ର ବାଇପାସ୍‌ ରାସ୍ତା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷା ପରିସର)କୁ ନିର୍ମାଣ କରାଯାଉଛି।…

ଛତ୍ରପୁର ଉପଖଣ୍ଡରେ ୮୩% ସୁସ୍ଥ

  ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ଛତ୍ରପୁର ଉପଖଣ୍ଡରେ ଥିବା ୮ ବ୍ଲକ ଓ ୯ ସହରାଞ୍ଚଳରେ ଟେଷ୍ଟ ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଜୁଲାଇ ୨୩ରୁ ଗତ ୧୧ ତାରିଖ ମଧ୍ୟରେ ଉପଖଣ୍ଡର ସ୍ଥିତି ଏକ ଗ୍ରାଫ ମାଧ୍ୟମରେ ଦିଆଯାଇଛି। ବର୍ତ୍ତମାନ…

ଅଙ୍ଗଦାନ ନେଇ ପ୍ରିୟଙ୍କାରାଣୀଙ୍କ ପରିବାରକୁ ମିଳିଲା ୫ ଲକ୍ଷ

ଛତ୍ରପୁର,୧୪ା୮(ଡି.ଏନ୍‌.ଏ.)- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ରଙ୍କୁ ମରଣୋତ୍ତର ସୁରଜ ସମ୍ମାନ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଏଥିସହ ତାଙ୍କ ପରିବାରକୁ ପାଞ୍ଚଲକ୍ଷ ଟଙ୍କା…

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା ହେବ। ଦୁଇଟି ପଞ୍ଚାୟତର ୭୦୦ ଚାଷୀଙ୍କ ଭାଗ୍ୟରେ ପରିବର୍ତ୍ତନ ଆଣିବାକୁ ଏପରି ଏକ…

ବନ୍ୟାକୁ ବର୍ଷେ ପୂରିଲା: ମରାମତି ହେଲାନି ଚେକ୍‌ଡ୍ୟାମ

ଦେଓଗାଁ, ୧୪ା୮(ଡି.ଏନ.ଏ.)- ବଲାଙ୍ଗୀର ସଦର ବ୍ଲକ କୁଡାସିଂହା ଆଖପାଖ ଚାଷୀଙ୍କ ଏକମାତ୍ର ଭରସା ଶିରିଶ କେନାଲ। ଖରିଫ ଋତୁରେ ବର୍ଷା ନିଅଣ୍ଟ ହେଲେ ଏହି କେନାଲ ପାଖରେ ଥିବା ଚେକ୍‌ଡ୍ୟାମର ଗଚ୍ଛିତ ଜଳକୁ ଭରସା କରିଥାନ୍ତି କୁଡାସିଂହା, ଶିରିଶ, ଅର୍ଡା, ସିଙ୍ଗପାଲି…

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ ଦିଗରେ…

ଏଥର ଓଡିଶା ବାହାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର କରିବାକୁ ଓଜେଇଇ ନିଷ୍ପତ୍ତି ନେଇଛି। ଏହିସବୁ କେନ୍ଦ୍ର ହେଲା ପାଟନା, ରାଞ୍ଚି ଓ କୋଲକାତା। ସେହିପରି ରାଜ୍ୟରେ…

ସ୍ବାଧିନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରୀଛାତ୍ର: ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ସ୍କୁଲରେ ସ୍ବାଧିନତା ଦିବସ ପାଳନ ନେଇ ଗୁରୁବାର ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଗାଇଡଲାଇନ ଅନୁସାରେ, ପ୍ରତି ସ୍କୁଲରେ ସ୍ବାଧିନତା…

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି, ପ୍ରମୋଦଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri