ରାଜ୍ୟ

ପ୍ରକାଶ ପାଇଲା ବିପିୟୁଟି ପରୀକ୍ଷାଫଳ: ପାସ୍‌ ହାର ୯୩%

ଭୁବନେଶ୍ୱର,୧୩।୮(ବ୍ୟୁରୋ): ପ୍ରକାଶ ପାଇଛି ବିପିୟୁଟିର ବିଟେକ୍‌ ଏବଂ ଏମ୍‌ଏସ୍‌ସି ପରୀକ୍ଷାଫଳ। ଫାଇନାଲ ସେମିଷ୍ଟାରରେ ୯୩% ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ତେବେ ମୋଟ ୧୧ ହଜାର ୭ଶହ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୦ହଜାରରୁ ଅଧିକ ପିଲା ପାସ୍‌ କରିଥିବା ନେଇ…

ଶୂନ ରେଜଲ୍ଟ ପାଇଁ ନୋଟିସ୍‌

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇ ସାରିଛି। ଏଥିରେ ପାସ୍‌ ହାର କମିଥିବା ବେଳେ ୧୫ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ଶୂନ ରେଜଲ୍ଟ ହୋଇଥିବା ଦେଖିବାକୁ ମିଳିଥିଲା। ତେବେ ଏଥିପାଇଁ…

ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଅଛନ୍ତି କଟକର ଜଣେ ୨୩ ବର୍ଷୀୟ ଯୁବକ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୯ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରୁ କଟକର ଜଣେ ୨୩ ବର୍ଷୀୟ ଯୁବକ ଓ ୭୨ ବର୍ଷୀୟ ବୃଦ୍ଧ, ଗଞ୍ଜାମର ୭୩ ବର୍ଷୀୟ ବୃଦ୍ଧ, ୮୨ ବର୍ଷୀୟ ବୃଦ୍ଧ ଓ ୩୬ ବର୍ଷୀୟ ବ୍ୟକ୍ତି,…

CORONAVIRUS UPDATE: ରାଜ୍ୟରେ ୫୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୮୧

ଭୁବନେଶ୍ୱର,୧୩ା୮(ବ୍ୟୁରୋ) : ଗୁରୁବାର ୩୦ ଜିଲାରୁ ସର୍ବାଧିକ ୧୯୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨,୬୫୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍‌ରୁ ୧୨୨୫…

ରିମାଣ୍ଡ ଅବଧି ପୂର୍ବରୁ ଦୁଇ ବନ୍ଧୁଙ୍କୁ ଜାମିନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଚିକିତ୍ସା ସମ୍ପର୍କିତ ଅଡିଓ ଭାଇରାଲ ମାମଲାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ବୁଧବାର ଜାମିନ ମିଳିଛି। ଜଣେ ଜାମିନଦାର ଓ ୧୦ହଜାର ଟଙ୍କା ମୁଚାଲିକାରେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ…

ଅଳିଆଗଦାରେ ପଡ଼ିଛି ମହାପ୍ରସାଦ

ପୁରୀ ଅଫିସ,୧୩।୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ ମହାପ୍ରସାଦ ସେବନରେ ସେତିକି ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ହେଲେ ଶ୍ରୀମନ୍ଦିର ନିକଟରେ ହିଁ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ଅସମ୍ମାନ ପରିଲକ୍ଷିତ ହୋଇଛି। ବିକ୍ରି ନ ହୋଇ ନଷ୍ଟ…

ଯୁବଗୋଷ୍ଠୀ ଦେଶ ଓ ବିଶ୍ୱର ଭବିଷ୍ୟତ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବିଶ୍ୱ ଓଡ଼ିଆ ମହାସଂଘ ପକ୍ଷରୁ ବୁଧବାର ବିଶ୍ୱ ଯୁବଦିବସ ଭିଡିଓ କନଫରେନ୍ସ ମାଧ୍ୟମରେ ପାଳିତ ହୋଇଯାଇଛି। ବିଶ୍ୱ ଓଡ଼ିଆ ମହାସଂଘର ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କୃଷିମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ…

ରାଜଧାନୀ ଉପକଣ୍ଠରୁ ପ୍ରାଚୀନ ସଭ୍ୟତାର ସନ୍ଧାନ

ଭୁବନେଶ୍ୱର(ବ୍ୟୁରୋ),୧୩।୮:ଭୁବନେଶ୍ୱର ଉପକଣ୍ଠ ହାଇଟେକ୍‌ ଛକଠାରୁ ୭ କିଲୋମିଟର ଦୂର କୁଆଖାଇ ନଦୀର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ ବରିମୁଣ୍ଡ ଗ୍ରାମରୁ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ବରିମୁଣ୍ଡ ଗ୍ରାମର ଜଳଯୋଗାଣକେନ୍ଦ୍ର ନିକଟରେ ଏକ ପାଣିଟାଙ୍କି ନିର୍ମାଣକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ପାଣି ଟାଙ୍କିର…

ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର…

ଧରାପଡ଼ିଲା ଧରମଭାଇ-ଭଉଣୀ ଗ୍ୟାଙ୍ଗ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କମିଶନରେଟ ପୋଲିସକୁ ଚକ୍‌ମା ଦେଖାଇ ରାଜଧାନୀରେ ଉତ୍ପାତ କରୁଥିଲେ ଜଣେ ଲେଡି ଲୁଟେରା। ଗ୍ୟାଙ୍ଗ୍‌ ଗଢ଼ି ସହରରେ ଲୁଟ୍‌ପାଟ କରୁଥିଲେ। ଧରମ ଭାଇ-ଭଉଣୀ ଗ୍ୟାଙ୍ଗ୍‌ ନାଁରେ ପରିଚିତ ଏହି ଗ୍ୟାଙ୍ଗ୍‌ ଶେଷରେ ଖଣ୍ଡଗିରି ପୋଲିସ ହାତରେ ଧରାପଡିଛି। ପୋଲିସ…

ନିଜସ୍ବ ଆଇନ ଆଣିବ ଅଗ୍ନିଶମ ବିଭାଗ

କଟକ ଅଫିସ,୧୩।୮: ପୋଲିସ ଓ ଜେଲ୍‌ ମାନୁଆଲ ଭଳି ଅଗ୍ନିଶମ ବିଭାଗ ନିଜସ୍ବ ମାନୁଆଲ ବା ଆଇନ ଲାଗୁ କରିବା ପାଇଁ ଯୋଜନା କରୁଛି। ପୂର୍ବରୁ ପୋଲିସ ମାନୁଆଲ୍‌ ହିଁ ଅଗ୍ନିଶମ ବିଭାଗରେ କାର୍ଯ୍ୟକାରୀ ହେଉଥିଲା। କିନ୍ତୁ ସଙ୍ଗଠନର ସୁପରିଚାଳନା ପାଇଁ…

ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବ୍ୟାପକ ସଚେତନତା ଅଭିଯାନ ସତ୍ତ୍ୱେ କେତେକ ଲୋକ ସାମାଜିକ ଦୂରତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri