ଶଟ୍ଡାଉନ୍ରେ ଚାଲିଛି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ
ଗଞ୍ଜାମ,୧୩।୬(ଡି.ଏନ୍.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ଯାଏ ସୌନ୍ଦର୍ଯ୍ୟ କରଣ ନିମନ୍ତେ ରାସ୍ତା ନିର୍ମାଣ କାର୍ଯ୍ୟ ଗତ କିଛି ଦିନ ହେବ ଆରମ୍ଭ ହୋଇଛି l ବୁଧ, ଗୁରୁ ଓ ଶୁକ୍ରବାର ୩ଦିନ ଧରି ପ୍ରଶାସନ ପକ୍ଷରୁ…
ଉପକୂଳବର୍ତ୍ତୀ ୮୮ ଗାଁ ସୁନାମିପ୍ରବଣ
ପୁରୀ ଅଫିସ,୧୩ା୬: ଆସନ୍ତା ୧୯ ତାରିଖରେ ପୁରୀ ଜିଲାସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ମକ୍ଡ୍ରିଲ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଓସ୍ୱାନ ସମ୍ମିଳନୀ କକ୍ଷରେ ଭିଡିିଓ କନ୍ଫରେନ୍ସ ମାଧ୍ୟମରେ…
ରଥଯାତ୍ରା ପ୍ରସଙ୍ଗ: ବସିଲା ରୁଦ୍ଧଦ୍ୱାର ବୈଠକ, ଘୋଷଣାକୁ ଅପେକ୍ଷା
ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍…
୪୦ ଲକ୍ଷ ତଣ୍ଡ ଗଣିଲେଣି ଖିଲାପକାରୀ
କଟକ ଅଫିସ,୧୩ା୬: ପର୍ଯ୍ୟାୟକ୍ରମେ ଚାଲିଛି ଲକ୍ଡାଉନ୍। ବିଭିନ୍ନ କଟକଣା ଭିତରେ ସାମାଜିକ କାର୍ଯ୍ୟକଳାପ ଜାରି ରହିଛି। କିନ୍ତୁ ଏସବୁ କଟକଣା ସହରବାସୀଙ୍କୁ କାଟୁ କରୁନାହିଁ। ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ନ ରଖିବା ହେତୁ ପୋଲିସ ଇତି…
ବଢୁଛି ସାଇବର ଅପରାଧର କାରନାମା
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରେ ମାତିଛନ୍ତି ଆର୍ମି ଅଫିସର କହି ଲୁଟୁଥିବା ସାଇବର ଅପରାଧୀ। ରାଜଧାନୀ ସମେତ ବିଭିନ୍ନ ସହରରେ ସୋସିଆଲ ମିଡିଆରେ ଶସ୍ତାରେ ଗାଡ଼ି ଏବଂ ଘରର ଇଲେକ୍ଟ୍ରୋନିକ୍ ସାମଗ୍ରୀ ବିକ୍ରି ପାଇଁ ବିଜ୍ଞାପନ ଦେଉଛନ୍ତି। ଏହି ବିଜ୍ଞାପନ ଦେଖିବା ପରେ ସାଧାରଣ…
ପାଇଖାନାରେ ବିତୁଛି ଜୀବନ
ନୟାଗଡ଼ ଅଫିସ,୧୩ା୬: ଘର ନ ଥିବାରୁ ପାଇଖାନାରେ ବିତୁଛି ଜୀବନ। ଦିନେ କି ମାସେ ନୁହେଁ, ଅଢ଼େଇ ବର୍ଷ ଧରି ଜଣେ ମହିଳା ୱାର୍ଡମେମ୍ବରଙ୍କ ପରିବାର ଏଠାରେ ରହିଆସୁଛନ୍ତି। ନୟାଗଡ଼ ଜିଲା ରଣପୁର ବ୍ଲକ ସୁର୍କାବାଡି ପଞ୍ଚାୟତର ଠଣାପଲ୍ଲୀ ପାଟଣାରେ ଦେଖିବାକୁ…
ବ୍ରହ୍ମ ତାଳଧ୍ୱଜ ରଥରେ ଯୋଡ଼ା ହେଉଛି ବରାନ୍ଦ
କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି। ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ରଥ ଗଡିବା ନେଇ ସନ୍ଦେହ ଥିଲେ ମଧ୍ୟ…
ଯୁକ୍ତ୨ ବଳକା ପରୀକ୍ଷା: ପ୍ରସ୍ତୁତି ନେଇ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମାଗିଲା ସିଏଚ୍ଏସ୍ଇ
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଯୁକ୍ତ ୨ ବଳକା ପରୀକ୍ଷା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମଗାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରରେ ଏକା ସାଙ୍ଗରେ କେତେଜଣ ପରୀକ୍ଷାର୍ଥୀ ବସି ପରୀକ୍ଷା ଦେଇ ପାରିବେ…
ତାଲିକାରେ ଅଣସେବକଙ୍କ ନାଁ
ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ନିଷ୍ପତ୍ତି ନେଇ ପ୍ରଥମ ପର୍ଯ୍ୟାୟରେ ୫ ହଜାର…
କର୍କଟ ରୋଗୀଙ୍କଠାରେ ବିରଳ ଅସ୍ତ୍ରୋପଚାର
କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ ଜଣକ ସମସ୍ତ ପ୍ରକାର ପରୀକ୍ଷା କରାଇବା ସହ ରାଜ୍ୟର ଅନେକ ବେସରକାରୀ ଓ ସରକାରୀ…
ଆଇଏଫ୍ଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍ଏସ୍) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍ଏସ୍ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ୧୯୯୩…
୬ ଜିଲାକୁ ଛାଡ଼ି ସବୁଠି ମୌସୁମୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳକୁ ବାଦ୍ ଦେଲେ ଅନ୍ୟ ସବୁଠି ମୌମୁସୀ ସକ୍ରିୟ ହେଉଛି। ପାଗ ଅନୁକୂଳ…
Archives


