ରାଜ୍ୟ

କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌…

ଶ୍ରୀମନ୍ଦିର ପାର୍ଶ୍ୱ ଉଚ୍ଛେଦ, ଥଇଥାନକୁ ମୋହର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶ୍ରୀମନ୍ଦିର ବିକାଶ ଲାଗି ରାଜ୍ୟ ସରକାର ମେଘନାଦ ପାଚେରି ଚତୁଃପାର୍ଶ୍ୱରେ ୭୫ ମିଟର ଦୂରତାରେ ଥିବା ସମସ୍ତ ବେସରକାରୀ ଜମି, ବାସଗୃହ, ଦୋକାନ ଆଦି ଅଧିଗ୍ରହଣ କରିଛନ୍ତି। ଜମି ହରାଇଥିବା ପରିବାରକୁ ମଙ୍ଗଳାହାଟ ନିକଟବର୍ତ୍ତୀ ୬.୬୧୬ ଏକର ସରକାରୀ…

ଲେବାନନ୍‌ ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିକୁ ନେଇ ସରକାର ତତ୍ପର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଲେବାନନ୍‌ ବିସ୍ଫୋରଣ ଘଟଣା ପରେ ରାଜ୍ୟର କଳକାରଖାନାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ ବଏଲର ନିର୍ଦ୍ଦେଶକ ଗତ ସୋମବାର ରାଜ୍ୟରେ ଥିବା ସବୁ କଳକାରଖାନାକୁ ଚିଠି ଲେଖିଛନ୍ତି। ଫ୍ୟାକ୍ଟ୍ରିଗୁଡିକର ନିରାପତ୍ତା ଏବଂ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ…

‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’

କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ ଲେଖୁଥିବା ଯୋଗୁ କେବଳ ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟ ନୁହନ୍ତି, ବରଂ ଔଷଧ…

ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ କରିବେ। ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଲୋକ ବସ୍ତିରେ ରହୁଛନ୍ତି। ସେମାନଙ୍କୁ…

ଶିଳ୍ପ ସମୃଦ୍ଧ ଜିଲାରେ ବଢୁଛି ହସ୍ତଶିଳ୍ପ

ଅନୁଗୋଳ ଅଫିସ, ୧୩ା୮: ଘରୋଇ ଓ ସରକାରୀ ଉଦ୍ୟୋଗରେ ସମୃଦ୍ଧ ଅନୁଗୋଳ ଜିଲାରେ ବଢ଼ୁଛି ହସ୍ତଶିଳ୍ପର ଆଦର। ଏଠାକାର ବାଉଁଶ କାରିଗରି, ଟେରାକୋଟା ଓ କଂସା ପିତଳ ସାମଗ୍ରୀକୁ ମିଳୁଛି ବେଶ୍‌ ପ୍ରଶଂସା। ଦେଶର ବିଭିନ୍ନ ସ୍ଥାନରେ ହେଉଥିବା ପ୍ରଦର୍ଶନୀରେ ଅନୁଗୋଳର ଏହି…

ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଅଜୟଙ୍କ ଘର ସମେତ ୬ ସ୍ଥାନରେ ଛାପା ମାରିଛି ଭିଜିଲାନ୍ସର ୫ଟି…

୧୫ରୁ ଖୋଲିବ ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ ,୧୨ା୮- ଜନସାଧାରଣଙ୍କ ସୁବିଧା ପାଇଁ ଆସନ୍ତା ୧୫ରୁ ବ୍ରହ୍ମପୁର ବଡ ମେଡିକାଲ ସାଧାରଣ ଓପିଡି ସେବା ଆରମ୍ଭ ହେବ। ଏ ନେଇ ଗଞ୍ଜାମ ଜିଲାପାଳ ଟୁଇଟ୍‌ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଡାକ୍ତରଖାନାକୁ ଆସିବା ସମୟରେ ରୋଗୀମାନେ…

ସୁସ୍ଥ ହେଲେ ୧୬୭୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ବଲପୁରରୁ ୬୧, ବରଗଡରୁ…

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା…

ଭୁବନେଶ୍ୱରରେ ଆଜି ୧୮୭ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ ପଜିଟିଭ…

ରାଜ୍ୟ କ୍ୟାବିନେଟରେ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ସୂଚନା ଦେଇ କହିଛନ୍ତି, ବୈଠକରେ ମୋଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri