ଆଇଏଫ୍ଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍ଏସ୍) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍ଏସ୍ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍ପିଆର୍ସି) ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ୧୯୯୩…
୬ ଜିଲାକୁ ଛାଡ଼ି ସବୁଠି ମୌସୁମୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳକୁ ବାଦ୍ ଦେଲେ ଅନ୍ୟ ସବୁଠି ମୌମୁସୀ ସକ୍ରିୟ ହେଉଛି। ପାଗ ଅନୁକୂଳ…
କଟକ: ଦିନକରେ ୯୨ ପଜିଟିଭ
କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ ଚିହ୍ନଟ ହୋଇଥିବାବେଳେ କଟକ ସହରରୁ ଜଣେ, ନିଶ୍ଚିନ୍ତକୋଇଲିରୁ ୪୩, ନିଆଳିରୁ ୧୧, ସାଲେପୁରରୁ ଦୁଇ,…
ବିଆର୍ପିଏଲ୍ରୁ ଗଣ୍ଡାନାଳକୁ ଯାଉଛି ବର୍ଜ୍ୟଜଳ
ଯାଜପୁର ଅଫିସ,୧୩ା୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍) କାରଖାନା ପାଇଁ ବାର୍ଷିକ ୪ ନିୟୁଟ ଟନ୍ ବିଶୋଧିତ ଲୌହଧାତୁ ହେଉଛି ମୁଖ୍ୟ କଞ୍ଚାମାଲ। ଏହା ବଡବିଲସ୍ଥିତ ଲୌହ ବିଶୋଧନ ପ୍ରକଳ୍ପରୁ ଏକମାତ୍ର ସ୍ଲରି ପାଇପ୍ଲାଇନ୍ ଦ୍ୱାରା ଅଣାଯାଉଛି। ଏଥିପାଇଁ…
ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ…
ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର
ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେବା ପରେ ଅନେକ କଥା ଆଲୋଚନା ପରିସରକୁ ଆସିଛି। ବିଶେଷକରି ଗାଁଟି…
କ୍ରିକେଟ ଖେଳରୁ ଗଣ୍ଡଗୋଳ: ଏୟାରଗନ୍ ସହିତ ୨ଗିରଫ
ବରଗଡ଼ ଅଫିସ୍,୧୩।୬- ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ କ୍ରିକେଟ ଖେଳକୁ ନେଇ ୨ଜଣଙ୍କ ମଧ୍ୟରେଗଣ୍ଡଗୋଳ ଘଟଣାରେ ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ନିରଜ ଓରଫ୍ କାଳିଆ ଖମାରୀ ଓ ରିଙ୍କୁ ଖମାରୀ ।…
ଶଟ୍ଡାଉନ ସମୟରେ ମାଛ, ମାଂସ, ଅଣ୍ଡା ହୋମ୍ଡେଲିଭରି
ଭୁବନେଶ୍ୱର,୧୨।୬(ବ୍ୟୁରୋ): ସପ୍ତାହକୁ ଯେଉଁଦିନ ସରକାର ଶଟ୍ଡାଉନ ଘୋଷଣା କରିଛନ୍ତି ସେହିଦିନଗୁଡିକରେ ଅନ୍ଲାଇନ ଜରିଆରେ କୁକୁଡ଼ା, ମାଛ ଏବଂ ଚିଙ୍ଗୁଡି ଯୋଗାଇ ଦିଆଯିବ। ରାଜଧାନୀସ୍ଥିତ ଓପୋଲଫେଡ ଓ ଚିଲିକା ଫ୍ରେସ୍ ବିକ୍ରୟ କେନ୍ଦ୍ର ମାଧ୍ୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ…
ରାତ୍ରି କର୍ଫ୍ୟୁ, ସଟ୍ଡାଉନ ସମୟରେ ଖୋଲା ରହିବ ରାସ୍ତା କଡ ଢାବା
ଭୁବନେଶ୍ୱର,୧୨।୬(ବ୍ୟୁରୋ):ସଟଡାଉନ ଏବଂ ଲକ୍ଡାଉନର କର୍ଫ୍ୟୁ ସମୟରେ ଢାବାସବୁ ଖୋଲା ରହିବ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଲକ୍ଡାଉନ କଟକଣା କିନ୍ତୁ ଧିରେଧିରେ କୋହଳ ହୋଇଚାଲିଛି। ମାତ୍ର ଏହି ଜୁନ୍ ମାସ ସମସ୍ତଙ୍କ ଲାଗି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି…
୧ ନଂ ହାଟ ସିଲ କଲା ବିଏମ୍ସି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ)-ରଜ ପାଇଁ ରାଜଧାନୀର ବିଭିନ୍ନ ଡ୍ରେସ୍ ଓ ଶାଢ଼ି ଦୋକାନରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ୟୁନିଟ୍-୨ ମାର୍କେଟ ବିଲ୍ଡିଂ, ରାଜମହଲ, ନୟାପଲ୍ଲୀ, ଶହୀଦନଗର ଆଦି ପ୍ରମୁଖ ଅଞ୍ଚଳର ଡ୍ରେସ୍ ଓ ଶାଢ଼ି ଶୋ’ରୁମ୍ଗୁଡ଼ିକରେ…
ମୌସୁମୀ ଛୁଇଁଲାଣି, ସରିନି ପଙ୍କୋଦ୍ଧାର
କଟକ ଅଫିସ,୧୨ା୬: ମୌସୁମୀ ଛୁଇଁବା ପରେ ପାଗ ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ମଧ୍ୟ ହେଉଛି। ମୌସୁମୀ ବର୍ଷାରେ କଟକ ସହର ଜଳବନ୍ଦୀ ହେବାର ଆଶଙ୍କା ସବୁଥର ଥାଏ। କିନ୍ତୁ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଡ୍ରେନରୁ…
ବୁଧବାରଠାରୁ ଅସ୍ଥିମଜ୍ଜା ପ୍ରତିରୋପଣ
କଟକ ଅଫିସ,୧୨ା୬: ପ୍ରାୟ ଅଢ଼େଇ ମାସ ବ୍ୟବଧାନ ପରେ ଏସ୍ସିବିରେ ଆରମ୍ଭ ହେବ ଅସ୍ଥିମଜ୍ଜା ପ୍ରତିରୋପଣ। ଏଥିପାଇଁ ଏସ୍ସିବି କ୍ଲିନିକାଲ ହେମାଟୋଲୋଜି ବିଭାଗରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ କେବଳ ବାକି ରହିଛି ହେପା ଫିଲଟର, ଏସି ଓ ଅନ୍ୟ…
Archives


