ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ
ସମ୍ବଲପୁର,୧୨।୮(ବ୍ୟୁରୋ)-ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ତୁଳା ଲଗ୍ନରେ ଚଳିତ ମାସ ୨୩ ତାରିଖ ଇଷ୍ଟଦେବୀ ସମଲେଶ୍ୱରୀଙ୍କ ପାଖରେ ପୂର୍ବାହ୍ନ ୯ଟା ୩୫ ମିନିଟରୁ ୯ଟା ୫୦ ମିନିଟ…
୪ ଜିଲା, ରାଉରକେଲାରେ ଶଟଡାଉନ କୋହଳ
ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲା ଓ ରାଉରକେଲା ସହରରେ ଶଟଡାଉନ ମାତ୍ର କିଛି ଘଣ୍ଟା ପାଇଁ କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ଶଟଡାଉନ। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ…
ରାଜ୍ୟରେ ବଢୁଛି ଟେଷ୍ଟ ସଂଖ୍ୟା, ଆସନ୍ତା ୨୦ରୁ ପ୍ରତିଦିନ କରାଯିବ ୫୦ ହଜାର ଟେଷ୍ଟ
ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ କରୋନା ଟେଷ୍ଟ ସଂଖ୍ୟା ବଢୁଛି। ବୁଧବାର ୩୨୦୦୦ ଟେଷ୍ଟ ହୋଇଥିବା ବେଳେ ଚଳିତମାସ ୨୦ ତାରିଖରୁ ପ୍ରତିଦିନ ୫୦୦୦୦ ଟେଷ୍ଟ କରାଯିବାର ଲକ୍ଷ୍ୟ ରହିଛି ବୋଲି ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଜୟ ପରିଡ଼ା ସୂଚନା ଦେଇଛନ୍ତି।…
ସୁଦୀପ ସୁଦର୍ଶନ ଯୁକ୍ତ ୨ ବିଜ୍ଞାନ ଟପ୍ପର, କେତେ ନମ୍ବର ରଖିଛନ୍ତି ଜାଣନ୍ତୁ
ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଜୁପିଟର ସାଇନ୍ସ ସ୍କୁଲର ଛାତ୍ର ସୁଦୀପ ସୁଦର୍ଶନ ରଣା ଟପ୍ପର ହୋଇଛନ୍ତି। ସୁଦୀପ ମୋଟ୍ ୬ ଶହ ମାର୍କରୁ ୫୭୪ ନମ୍ବର ରଖିଛନ୍ତି। ସେହିପରି ସରସ୍ବତୀ…
ଆସନ୍ତା ୨୧ରୁ ଯୁକ୍ତ ୨ ଆଡ୍ମିଶନ୍ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର, ଜାଣନ୍ତୁ କେତେ ରହିଛି ଫି’..
ଭୁବନେଶ୍ୱର,୧୨।୮(ବ୍ୟୁରୋ): ଚଳିତ ବର୍ଷ +୨ ଆଡମିଶନ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟ ୨୧ରୁ ଛାତ୍ରୀଛାତ୍ରମାନେ +୨ ଆଡମିଶନ ପାଇଁ ଆବେଦନ କରିପାରିବେ। ସାମ୍ସ ସେଣ୍ଟର ଜରିଆରେ ଅନ୍ଲାଇନ୍ରେ…
ଭଦ୍ରକରେ ଚିନ୍ତା ବଢ଼ାଇଲାଣି ସ୍ଥାନୀୟ ସଂକ୍ରମଣ: ୧୧୧୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲାରେ ବୁଧବାର ୫୦ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧୧୮କୁ ବୃଦ୍ଧି ପାଇଛି। ଚି଼ହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧରୁ ମାତ୍ର ୩ଜଣ ଥିବା ବେଳେ ୪୭…
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ: ପାସ୍ ହାର ୭୦.୨୧%
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ୭୦.୨୧% ଛାତ୍ରୀଛାତ୍ର ପାସ୍ କରିଥିବା ନେଇ ବୁଧବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
ରାଜ୍ୟରେ ୩ ଶହ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ନେଲା ଆଉ ୯ ମୁଣ୍ଡ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…
CORONAVIRUS UPDATE: ରାଜ୍ୟରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲାରୁ ୧୮୭୬ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ୧୮୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି। ଏହି ସଂଖ୍ୟା ୫୦, ୬୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
ହାତୀ ଦିବସରେ ହାତୀର ମୃତଦେହ ଉଦ୍ଧାର
ସମ୍ବଲପୁର, ୧୨।୮ (ବ୍ୟୁରୋ): ଅଗଷ୍ଟ ୧୨ ଅର୍ଥାତ୍ ବୁଧବାର ହେଉଛି ଅନ୍ତର୍ଜାତୀୟ ହସ୍ତୀ ଦିବସ। ଏହି ହାତୀ ଦିବସରେ ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଅନ୍ତର୍ଗତ କେଶାପାଲି ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି ।…
ବିନା ଭକ୍ତରେ ଜନ୍ମାଷ୍ଟମୀ
ଭୁବନେଶ୍ୱର,୧୨ା୮(ବ୍ୟୁରୋ): ପ୍ରତିବର୍ଷ ମନ୍ଦିରଗୁଡ଼ିକରେ ଧୁମଧାମରେ ପାଳିତ ହେଉଥିବା ଜନ୍ମାଷ୍ଟମୀ ଏଥର ନିରାଡ଼ମ୍ବରରେ ପାଳନ କରାଯାଇଛି। ମଙ୍ଗଳବାର ମନ୍ଦିରରେ ନା ଥିଲା ଭକ୍ତଙ୍କ ଗହଳି ନା ଶୁଭୁଥିଲା ହରିବୋଲ ହୁଳହୁଳି। ଭକ୍ତଙ୍କ ପାଇଁ ଭଗବାନଙ୍କ ଦ୍ୱାର ବନ୍ଦ ରହିଥିଲା। କରୋନା ମହାମାରୀ ଯୋଗୁ…
ଆଜି ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ
ପୁରୀ ଅଫିସ,୧୨ା୮: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ବୁଧବାର ନନ୍ଦ ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ମଙ୍ଗଳବାର ସନ୍ଧ୍ୟା ଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି…
Archives


