‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’
ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ...
କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ ତଥ୍ୟ ଲୁଚାଯାଇଥିବା ଭୁବନେଶ୍ୱର ଏମ୍ସ ରେସିଡେଣ୍ଟ ଡାକ୍ତରୀ ସଂଘ ଅଭିଯୋଗ ଆଣିଛି। ଏନେଇ...
ରେଷ୍ଟୁରାଣ୍ଟ, ବାର୍, କଫି ଶପ୍ ବନ୍ଦ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ...
ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଥିସହ ଭିନ୍ନକ୍ଷମଙ୍କ ପାଇଁ କାର୍ଯ୍ୟକରୁଥିବା ବିଭିନ୍ନ ଥେରାପି ସେଣ୍ଟରର ଛାତ୍ରାବାସ ଓ...
ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ତେଣୁ ଏହାର ମୁକାବିଲା ପାଇଁ ଆବଶ୍ୟକ କେତେକ ମୌଳିକ ପ୍ରସଙ୍ଗ ଉପରେ...
ଟୁଇନ୍ ସିଟିରେ ଯୁଗ୍ମ-ଅଯୁଗ୍ମ ଫର୍ମୁଲା: ଆଜି ଗଡ଼ିିଲା ଅଯୁଗ୍ମ ନମ୍ବର, ବସ୍-ଟ୍ରକ୍ ପାଇଁ ଲାଗୁ ହେବନି ଏହି ନିୟମ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱରରେ ଦିଲ୍ଲୀ ଭଳି ଯୁଗ୍ମ-ଅଯୁଗ୍ମ ଫର୍ମୁଲା ଲାଗୁ ହୋଇଛି। ନିୟମ ଅନୁସାରେ ଶନିବାର ୨୧ ତାରିଖ ଅର୍ଥାତ୍ ଅଯୁଗ୍ମ ତାରିଖ ଥିବାରୁ ଆଜି କେବଳ...
୨୨ରେ ବସ୍ ଚାଲିବନି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା(କୋଭିଡ-୧୯)ର ଭୟାବହତାକୁ ଦେଖି ଆସନ୍ତା ୨୨ ତାରିଖରେ ସମଗ୍ର ଦେଶରେ ଜନତା କର୍ଫୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣାକୁ ସମର୍ଥନ ଜଣାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର...
ଏଟିଏମ୍, ଶାଖାରେ ଟଙ୍କାର ଅଭାବ ରଖନାହିଁ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ ପରିମାଣର ଟଙ୍କା ବ୍ୟାଙ୍କ ଶାଖା ସମେତ ଏଟିଏମ୍ଗୁଡ଼ିକରେ ମହଜୁଦ ରଖିବାକୁ କୁହାଯାଇଛି। ବ୍ୟାଙ୍କ...
ଏକତ୍ର ହେବେ ନାହିଁ ୭ରୁ ଅଧିକ ଲୋକ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପ୍ରତିଦିନ ବିଭିନ୍ନ ଆଡ଼ଭାଇଜରି ଜାରି ସହ ସଚେତନତା ଓ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବାବେଳେ ଶୁକ୍ରବାର ଆଉଏକ...
୨୦୨୧ ଜନଗଣନା,ଏନ୍ପିଆର ସ୍ଥଗିତ ରହୁ
ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ୨୦୨୧ ଜନଗଣନା ଓ ନ୍ୟାଶନାଲ ପପୁଲେଶନ ରେଜିଷ୍ଟ୍ରାର(ଏନ୍ପିଆର) ଅପ୍ଡେଟ ପ୍ରକ୍ରିୟା ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,...
ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ
କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ଭୂତାଣୁ ଭୟାବହତାକୁ ଦୃଷ୍ଟିରେ ରଖି ଏବେଠାରୁ...
କାର୍ଯ୍ୟକାଳ ସରିବା ପୂର୍ବରୁ ବଦଳିଲେ କୁଳସଚିବ
କଟକ ଅଫିସ,୨୧ା୩: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କୁଳସଚିବ ଭାବେ କାର୍ଯ୍ୟ କରୁଥିବା ଅଶୋକ କୁମାର ଦାଶଙ୍କୁ ରାଜ୍ୟ ସରକାରଙ୍କ ଜେନେରାଲ ଆଡମିନିଷ୍ଟ୍ରେଶନ ଆଣ୍ଡ ପର୍ସନାଲ ଗ୍ରିଭାନ୍ସ ବିଭାଗକୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର କୁଳାଧିପତି ତଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟରୁ ନୋଟିସ...
Archives


