ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ
କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା ଗଡୁଥିବା ବେଳେ ଆବେଦନକାରୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନି। ଅନେକ ମାମଲାରେ ଆବେଦନକାରୀ ଜୀବିତ…
ଇତିହାସମୁଖୀ ଐତିହ୍ୟ ପ୍ରାଣୀ
ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ପୃଥିବୀର ବୃହତ୍ତମ ସ୍ଥଳଚର ପ୍ରାଣୀ ହେଉଛି ହାତୀ। ଏହି ଜୀବ ସହ ଭଗବାନ ଗଣେଶଙ୍କ ମୁଖମଣ୍ଡଳର ସାମଞ୍ଜସ୍ୟ ରହିଥିବା କାରଣରୁ ଏହାକୁ ଦେଖିଲେ ମନରେ ଏକ ପ୍ରକାର ଭକ୍ତିଭାବ ସୃଷ୍ଟି ହୋଇଥାଏ। ହେଲେ ଅନେକ ସମୟରେ ଭୟ…
୧୫ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ…
ଆଜି ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ବୁଧବାର ମଧ୍ୟାହ୍ନ ୧୨.୩୦ ମିନିଟରେ ପ୍ରକାଶ ପାଇବ। ଏନେଇ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରାୟ…
କ୍ୟାବିନେଟ୍ ବୈଠକ ଆଜି
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ୫ଟା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ୧୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।…
୨୯୬ ଛୁଇଁଲା କରୋନା ମୃତ୍ୟୁ
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୧୦ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ଜୀବନ ଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ୧୦ ମୃତକଙ୍କ…
ନୂଆଁଖାଇ ପାଇଁ ସମ୍ବଲପୁରରେ ହଟିଲା ସପ୍ତାହାନ୍ତ ଶଟ୍ଡାଉନ୍ କଟକଣା: ୩ ଦିନ ପାଇଁ ନିୟମ ବାତିଲ
ସମ୍ବଲପୁର,୧୧।୮(ବ୍ୟୁରୋ): ବଦଳିଲା ଶଟ୍ଡାଉନ୍ ନିୟମ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଏବଂ ଅଗଷ୍ଟ ୨୩ ନୂଆଁଖାଇରେ ଶଟ୍ଡାଉନ୍ ହେବନାହିଁ ସମ୍ବଲପୁର। ଏହାକୁ ନେଇ ୩ ଦିନ ଅଗଷ୍ଟ ୧୫,୨୨ ଓ ୨୩ ତାରିଖରେ ଶଟ୍ଡାଉନ୍ କଟକଣାକୁ ବାତିଲ କରାଯାଇଛି। ଏହା ବଦଳରେ…
ରାଜ୍ୟରେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୭୮୫ କରୋନା ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବଧିକ ୪୦୪ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦,…
ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟାେ ୪୧୭୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୦ କ୍ୱାରାଣ୍ଟାଇନ୍…
ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…
କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଉଛି। ସେଥିରୁ ୮୭୦ ଆକ୍ଟିଭ୍…
ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟୁଇଟ୍କରି ସୂଚନା ଦେଇଛନ୍ତି। ସେ ଟୁଇଟ୍ରେ ଉଲ୍ଲେଖ କରିଛନ୍ତି ଯେ, ମୁଁ ଆଜି କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି। ମୁଁ ସୁସ୍ଥ ଅଛି।…
ସେପ୍ଟେମ୍ବର ୯ରୁ ଓଜେଇଇ ପରୀକ୍ଷା
ଭୁବନେଶ୍ୱର, ୧୧।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିଛି। ଫଳରେ ଅନ୍ଲାଇନ୍ ପାଠପଢ଼ା ଜାରି ରହିଛି। ଏପରି ସ୍ଥିତିରେ ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଲ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ।…
Archives


