ପାଇଖାନା ନିର୍ମାଣ ନଁ।ରେ ଅନିୟମିତତା
ପଦ୍ମପୁର,୨୧।୩(ଡି.ଏନ.ଏ.)-ପଞ୍ଚାୟତରେ ସ୍ବଚ୍ଛ ଭାରତ ଯୋଜନାରେ ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏ ନେଇ ବିଡିଓ, ଜିଲାପାଳ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। କରଞ୍ଜଆଡ଼ିଆ ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମର କୈଳାସ ନାଥଙ୍କ ଅଭିଯୋଗ...
ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା
କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ ଜିଲା ପ୍ରଶାସନ ପକ୍ଷରୁ ମାମଲା ରୁଜୁ ହୋଇଛି । ସମ୍ପୃକ୍ତ ସମ୍ପାଦକ ହେଲେ...
ଓଟିରୋଡ ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ : ଭଙ୍ଗା ହେଲା ଲକ୍ଷ୍ମୀନାରାୟଣ ମନ୍ଦିର ନାଟମଣ୍ଡପ
ବାଲେଶ୍ୱର ଅଫିସ, ୨୧।୩-ବାଲେଶ୍ୱର ସହରର ମୁଖ୍ୟରାସ୍ତା ଓଟିରୋଡ୍ ସମ୍ପ୍ରସାରଣ ପାଇଁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଶୁକ୍ରବାର ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିରର ତୋରଣ, ଗରୁଡ଼ଖମ୍ଭ ଓ ନାଟମଣ୍ଡପ ଜେସିବି ଦ୍ୱାରା ଭଙ୍ଗା ଯାଇଥିବାବେଳେ କେବଳ ଠାକୁରଙ୍କ ଆସ୍ଥାନ ରହିଛି। ଜିଲାର...
ଆରତି ମାଉସୀଙ୍କ ‘ଭୋଜନାଳୟ’
ଭୋଗରାଇ, ୨୧।୩(ପ୍ରଦୀପ ଦାସ)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖ ଭାଗରେ ରହିଛି ଏକ ଭୋଜନାଳୟ। ବାହାରେ ନାହଁ ଅନ୍ୟ ଭୋଜନାଳୟ ଭଳି କିଛି ଚାକଚକ୍ୟ। ନଡ଼ା ଛପର ମିଶା ଆଜବେଷ୍ଟସ ଘର। ଏହା ଭିତରେ ଚାଲିଥିବା ଭୋଜନାଳୟ ଗ୍ରାହକଙ୍କ ଲାଗି...
ସିଲ୍ ପରେ ଚିନିକଳର ସୁରକ୍ଷା ନାହିଁ
ନୟାଗଡ଼ ଅଫିସ,୨୧ା୩: ଗତ ୧୨ ତାରିଖରେ ନୟାଗଡ ପାଣିପୋଇଲାସ୍ଥିତ ଚିନିକଳରେ ଥିବା ଉପକରଣର ତଦାରଖ ଓ ଆକଳନ ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ ରାଉତ ଓ ନୟାଗଡ ତହସିଲଦାର ଭିକାରୀ ସାହୁଙ୍କ ଉପସ୍ଥିତିରେ ହୋଇଥିଲା। ଆସ୍କା ଚିନିକଳର ୨ଜଣିଆ ବୈଷୟିକ...
ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ
ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨ ହେକ୍ଟର ଜଙ୍ଗଲ ଉଜୁଡିବ। କାରଣ କୁଞ୍ଜବନଗଡ ଜଙ୍ଗଲରୁ ୭୮୬, ଛଦେଶ ରିଜର୍ଭ ଫରେଷ୍ଟରୁ...
୪୪ ଛାତ୍ରାବାସରୁ ଘରକୁ ଯିବେ ୬୮୫୯ ପିଲା
ଅନୁଗୋଳ ଅଫିସ୍, ୨୧।୩ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସମସ୍ତ ଛାତ୍ରାବାସକୁ ଆସନ୍ତା ୨୫ ତାରିଖଠାରୁ ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ...
କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ
ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ କୋଟିଏରୁ ଅଧିକ ଟଙ୍କାର କଦଳୀ ଫସଲ ଉଜୁଡି ଯାଇଛି। ଫଳରେ ଚାଷୀମାନେ...
ଅଭିଯୁକ୍ତ ଗ୍ରାମ ସଭାପତି ଗିରଫ
ଢେଙ୍କାନାଳ ଅଫିସ, ୨୧।୩ ଆଇଆର୍ବି ହାବିଲଦାର ରାମଚନ୍ଦ୍ର ସାହୁ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁ ଶୁକ୍ରବାର ଧରାପଡ଼ିଛନ୍ତି। ପାରିଖେଦା ଜଙ୍ଗଲରୁ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନିକଟରେ ଥିବା ଏକ...
ବିକାଶ ପାଇଁ ବ୍ଲୁପ୍ରିଣ୍ଟ
ଢେଙ୍କାନାଳ ଅଫିସ, ୨୧।୩ ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଏବଂ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାର ଉନ୍ନତୀକରଣ ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦୁଇ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଲାଗି ତ୍ୱରିତ ପଦକ୍ଷେପ ନେବାକୁ ଢେଙ୍କାନାଳ ବିଧାୟକ ସୁଧୀର କୁମାର...
ଭୁଶୁଡ଼ିଲା କାନ୍ଥ, ଭଙ୍ଗାଘରେ ପରିବାର
ଖଜୁରିପଡ଼ା,(ଡି.ଏନ.ଏ.)/ ବଲସକୁମ୍ପା,୨୧ା୩ ଖଜୁରିପଡ଼ା ବ୍ଲକ ବଲସକୁମ୍ପା ପଞ୍ଚାୟତ ସୁନ୍ଦରଗଡ଼ ଗ୍ରାମର ଅନିରୁଦ୍ଧ ଦିଗାଲଙ୍କ ଘର ଗତ ୧୬ରେ ଘରର କାନ୍ଥ ଭୁଶୁଡ଼ି ପଡ଼ଛି। ଫଳରେ ତାଙ୍କ ପରିବାର ଏବେ ବାସହରା ହୋଇଛନ୍ତି। ସ୍ତ୍ରୀ ଯୁବତୀ ଦିଗାଲ ଓ ଝିଅ ଆରତୀଙ୍କ...
ବନ୍ଦହେଲା ସାପ୍ତାହିକ ହାଟ
ଶଙ୍କରାଖୋଲ,୨୧ା୩(ଡି.ଏନ୍.ଏ.) କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ୧୪୪ଧାରା ଜାରି କରିଥିବାବେଳେ ଚକାପାଦ ଓ ଟିକାବାଲି ବ୍ଲକର ବିଭିନ୍ନ ସ୍ଥାନରେ ସାପ୍ତାହିକ ହାଟ ବ୍ଲକ ପ୍ରଶାସନ ଟିକାବାଲି, ଚକାପାଦ ଥାନା ପକ୍ଷରୁ ବନ୍ଦ କରିଦିଆଯାଇଛି। ଚକାପାଦ,...
Archives


