ରାଜ୍ୟ

ଆଜିର ପରିସ୍ଥିତିରେ ମଣିଷପଣିଆ ହରାନ୍ତୁ ନାହିଁ, ବିଦେଶୀଙ୍କ ପ୍ରତି ଖରାପ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାରେ ୨ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ପ୍ରଥମରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ୧୯ ବର୍ଷୀୟ ୨ୟ କରୋନା ଆକ୍ରାନ୍ତଙ୍କ ଏବେ ଚିକିତ୍ସା ଜାରି ରହିଛି। ତେବେ ସଂକ୍ରମଣରୁ ରକ୍ଷା ପାଇବା ଲାଗି ଭଲଭାବେ ହାତ ଧୁଅନ୍ତୁ।...

୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା ୧୮୨ରେ ପହଞ୍ଚିଛି। ଏଥିରେ ୨ ଲକ୍ଷ ୧୯ ହଜାର ୩୫୧ଜଣ ଆକ୍ରାନ୍ତ ଥିବା...

ଜନତା କର୍ଫ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ: କହିଲେ ‘କୋଭିଡ-୧୯ ସମଗ୍ର ମାନବଜାତି ପାଇଁ ଆହ୍ବାନ, ରବିବାର ସମସ୍ତେ ଘରେ ରୁହନ୍ତୁ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ମହାମାରୀ କରୋନା ଭୂତାଣୁକୁ ନେଇ ସୃଷ୍ଟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ବାର୍ତ୍ତା ଦେଇଛନ୍ତି। ମାର୍ଚ୍ଚ ୨୨(ରବିବାର)ରେ ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହାକୁ ମୁଖ୍ୟମନ୍ତ୍ରୀ...

କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ବଢ଼ିଛି କରୋନା କଟକଣା। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ କୌଣସି ସଭା, ସମିତି ହେବ ନାହିଁ। ସେହିଭଳି ସରକାରୀ ଅନୁଷ୍ଠାନ ଯେପରିକି ମାଲ୍ୟାର୍ପଣ, ଜୟନ୍ତୀ ପାଳନ, ସଭା, ସମିତି ତଥା ଅନ୍ୟ...

ବଢ଼ିଲା କରୋନା କଟକଣା: ଘର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ୭ରୁ ଅଧିକ ବ୍ୟକ୍ତି ଏକତ୍ରିତ ହେବା ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସହ ମୁକାବିଲା ଗୋଟିଏ କିମ୍ବା ଦୁଇ ଦିନର ନୁହେଁ ଏହା ୬ ମାସର ଯୁଦ୍ଧ। ଆହୁରି ୧୭୩ ଦିନ ଏହା ଜାରି ରହିବ। ଏଣୁ ଶୁକ୍ରବାରଠାରୁ ସ୍ଥିତିରେ ପରିବର୍ତ୍ତନ ନ ହେବା ଯାଏ ଘର...

ଖତ ଖାଉଛି ‘ଜନନୀ ଏକ୍ସପ୍ରେସ୍‌’

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.)- ଗର୍ଭବତୀମାନଙ୍କୁ ହସ୍ପିଟାଲକୁ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ‘ଜନନୀ ଏକ୍ସପ୍ରେସ୍‌’ ବ୍ୟବସ୍ଥା କରାଯାଇଛି। ହେଲେ ଅବହେଳା କାରଣରୁ କିଛି ସ୍ଥାନରେ ଏହି ଗାଡ଼ିଗୁଡ଼ିକ ଖତ ଖାଉଥିବା ନଜିରକୁ ଆସିଛି। ଏହି କ୍ରମରେ ଗଞ୍ଜାମ ଜିଲା...

ଏସ୍‌ସି/ଏସ୍‌ଟି ପିଲାଙ୍କ ହଷ୍ଟେଲ ବନ୍ଦ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ ହୋଇଥିବା କରୋନା ଭୂତାଣୁ ଜନିତ ସଂକ୍ରମଣ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ରାଜ୍ୟରେ...

ଆଖଣ୍ଡଳମଣି ମନ୍ଦିରରେ ତାଲା: ନିରାଶ ହୋଇ ଫେରୁଛନ୍ତି ଭକ୍ତ

ଆରଡି,୨୦।୩,(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର ପ୍ରଭାତରୁ ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଗୁରୁବାର ରାତିରେ ଜିଲା ପ୍ରଶାସନ ମନ୍ଦିର ବନ୍ଦ ସଂକ୍ରାନ୍ତୀୟ ବିଜ୍ଞପ୍ତି ୪୦୦/୧୯.୦୩.୨୦ ଜାରି କରିଥିଲା। ସେଥିରେ...

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ କରାଯାଇଛି। ୫.୭୫% ସୁଧହାରରେ ମହାପ୍ରଭୁଙ୍କ ଟଙ୍କା ଜମା କରାଯିବ ବୋଲି ଶୁକ୍ରବାର...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ଜନଗଣନା ସ୍ଥଗିତ ରଖିବାକୁ ନିବେଦନ

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଏପ୍ରିଲରେ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ସାକ୍ଷୀଗୋପାଳ ମନ୍ଦିରରେ କରୋନା କଟକଣା: ସିଂହଦ୍ୱାରରୁ ଫେରିଯାଉଛନ୍ତି ଭକ୍ତ

ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା ବେଳେ ପାଳିଆ ସେବକ ଓ କର୍ମଚାରୀ ମାନେ ଦେବନିତୀ ସମ୍ପାଦନ ନିମନ୍ତେ ମନ୍ଦିରରେ...

୩୨୮ ବର୍ଷ ପରେ ଇତିହାସର ପୁନରାବୃତ୍ତି: ଭଗବାନ୍‌ଙ୍କଠାରୁ ଭକ୍ତ ଅଲଗା

ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ ଆସିଥାନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ନିଜ ମନର କଥା ଗୁହାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri