ରାଜ୍ୟ

ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ …

ମେ’ ୨୬ରୁ ଜୁନ୍‌ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’ ୨୬ ପରଠାରୁ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ମେ’ ୨୬ରୁ ଜୁନ୍‌ ୧୧…

ମହଙ୍ଗା ପଡିଲା ଅନ୍‌ଲାଇନରେ ଖାଦ୍ୟ ମଗାଇବା: ଭାଇ, ଭଉଣୀଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁରରେ ପୁଣି ଥରେ ସାଇବର ଅପରାଧୀ ଗ୍ୟାଙ୍ଗ ସକ୍ରିୟ ହୋଇ ଉଠିଛନ୍ତି। ଅନଲାଇନରେ ଖାଦ୍ୟ ଅର୍ଡର କରି ମଗାଇବା ଜଣେ ଛାତ୍ର ପାଇଁ ଏବେ ମହଙ୍ଗା ପଡିଛି। ଏଥିରେ ତାଙ୍କ ଭଉଣୀ ମଧ୍ୟ ଠକାମୀର ଶିକାର ହୋଇଛନ୍ତି। ଠକ ଗ୍ୟାଙ୍ଗ…

ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଧରାକୋଟ,୧୧ା୬(ଡି.ଏନ.ଏ.)-ଧରାକୋଟ ବ୍ଲକ ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ବୁଧବାର ରାତିରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମଚ୍ଛାକୋଟ ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଶିବରାମ ପ୍ରଧାନ (୫୫)। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ମଧ୍ୟାହ୍ନରେ ଶିବରାମ ଅସୁସ୍ଥ ହେବା ପରେ ଅପରାହ୍ନରେ…

ସତର୍କତାର ସହ ରଜ ପାଳନ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ସମଗ୍ର ନାରୀ ଜାତିକୁ ସମ୍ମାନ ଦେବାର ପର୍ବ ରଜ। ଏହି ସମୟରେ…

ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍‌ଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା ସେବାରେ ଯୋଗଦେଇ ପ୍ରଥମେ ଜୟପୁରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୭୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୨,୩୫୪କୁ ବୃଦ୍ଧି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଆଉ ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୧୭ଜଣ ରହିଛନ୍ତି। ସେହିଭଳି ସୋନପୁରରୁ ୯, ଜଗତସିଂହପୁରରୁ ୬, କଟକ-କଳାହାଣ୍ଡି-ସୁନ୍ଦରଗଡ଼ରୁ ୫, ବାଲେଶ୍ୱର-ମୟୂରଭଞ୍ଜରୁ ୪, ଖୋର୍ଦ୍ଧା-କନ୍ଧମାଳ-ସମ୍ବଲପୁରରୁ ୩ ଲେଖାଏ ଏବଂ ଝାରସୁଗୁଡ଼ାରୁ ଜଣେ ଆକ୍ରାନ୍ତ…

ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାଲିଅନ୍ତା ତହସିଲଦାର, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜାମିନ ମିଳିଛି। ତହସିଲଦାର ରଶ୍ମୀରେଖା ପ୍ରଧାନ, ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ହାଇକୋର୍ଟ ଗୁରୁବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏକ ଜମିଜମା ମାମଲା ପାଇଁ ୧ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ…

କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ଦର ଅନୁଯାୟୀ ଡାକ୍ତରୀ ଉପକରଣ କିଣିଛନ୍ତି। ମହାମାରୀ ସମୟରେ ଅର୍ଥ ସଞ୍ଚୟ ଅପେକ୍ଷା…

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ…

ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ…

ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri