ବଂଶୀକୁ ଲକ୍ଷ୍ୟଭେଦ କଲା ଏମ୍ଆର୍ଏସ୍ଏଏମ୍
ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍)ରୁ ବୁଧବାର ଅପରାହ୍ନ ୩ଟା ୫୫ମିନିଟ୍ରେ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇଛି। ଭାରତ-ଇସ୍ରାଏଲ ମିଳିତ ସହଯୋଗରେ ଏମ୍ଆର୍ଏସଏଏମ୍(ମିଡ଼ିୟମ୍ ରେଞ୍ଜ ସର୍ଫେସ ଟୁ ଏୟାର ମିଶାଇଲ)କୁ ୩ ନମ୍ବର ଲଞ୍ଚ ପ୍ୟାଡ୍ରୁ…
ଭୁବନେଶ୍ୱରରେ ବ୍ରିଟେନ୍ ଫେରନ୍ତା
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସ୍ କରାଯାଉଛି। ଚିହ୍ନଟ ବ୍ୟକ୍ତିଙ୍କ ସହିତ…
ଆଇପିଏସ୍ ଅଫିସର ସ୍ତରରେ ବଡଧରଣର ଅଦଳ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍ ଓ ଜଣେ ଓପିଏସ୍ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି…
ବଦଳିଲେ ନୟାଗଡ଼ ଏସ୍ପି
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ବଦଳିଲେ ନୟାଗଡ଼ ଏସ୍ପି ପ୍ରତ୍ୟୁଷ ଦିବାକର। ପ୍ରତ୍ୟୁଷଙ୍କୁ ଏଆଇଜି ମୁଖ୍ୟାଳୟ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସିଦ୍ଧାର୍ଥ କାଟାରିଆଙ୍କୁ ଅବସ୍ଥାପିତ କରାଯାଇଛି। ଏ ନେଇ ବୁଧବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ଅସିତ୍ କୁମାର ତ୍ରିପାଠୀ ଆସନ୍ତା ୩୧ ତାରିଖ ଦିନ ଅବସର…
ଖୋଲିଲା କାକଟପୁର ମା’ ମଙ୍ଗଳା ମନ୍ଦିର
କାକଟପୁର, ୨୩।୧୨(ଡି.ଏନ୍.ଏ.): କାକଟପୁର ମା’ ମଙ୍ଗଳା ମନ୍ଦିର ଖୋଲିଛି। କରୋନା ଯୋଗୁ ଦୀର୍ଘ ୯ ମାସ ଧରି ମନ୍ଦିର ବନ୍ଦ ରହିବା ପରେ ବୁଧବାର ସମ୍ପୂର୍ଣ୍ଣ କଟକଣା ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କୁ ଦର୍ଶନ କରୁଛନ୍ତି। ଏ ନେଇ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା…
ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା…
ରାଜ୍ୟରେ ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ମୃତ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉି ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ
ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି । ଫୁଲବାଣୀରେ ରବିବାର ୫.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୁଧବାରରେ ସୁଦ୍ଧାରେ ଏହା ୪…
ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ
ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ ଜାରି…
ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ
ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ କେବଳ…
୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର
ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…

