ରାଜ୍ୟ

କେଟିଲ୍‌ରେ ଜଗନ୍ନାଥଙ୍କ ଚିତ୍ର

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ଚିତ୍ରଥିବା ଏକ କେଟିଲ୍‌ ବିକ୍ରିକୁ ନେଇ ଅଡ଼ୁଆରେ ପଡ଼ିଛି ଦେଶର ଆଗଧାଡ଼ିରେ ଥିବା ଅନ୍ୟତମ ଇ-କମର୍ସ ସଂସ୍ଥା ‘ଫ୍ଲିପ୍‌କାର୍ଟ’। ଫ୍ଲିପ୍‌କାର୍ଟର ହୋମ୍‌ ଡେକର୍‌ ସେକ୍ସନରେ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଚିତ୍ର ଥିବା ଏକ ଚା’…

୬ରୁ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଟର୍ମିନାଲ୍‌ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଟର୍ମିନାଲ୍‌ ସେମିଷ୍ଟର ପରୀକ୍ଷା ଜୁଲାଇ ୬ରୁ ଆରମ୍ଭ ହୋଇ ୨୭ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ଦେବେ ଅର୍ଥାତ୍‌ ହୋମ୍‌ ବେସ୍‌ଡ ଓପନ୍‌ ବୁକ୍‌ ଏକ୍‌ଜାମ (ହୋବ୍‌)…

ସଡ଼କ ଦୁର୍ଘଟଣା ବୃଦ୍ଧି ନେଇ ସୁପ୍ରିମକୋର୍ଟ କମିଟି କ୍ଷୁବ୍ଧ

କଟକ ଅଫିସ,୧୧।୬: ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ନେଇ ସଡ଼କ ସୁରକ୍ଷା ପାଇଁ ଗଠିତ ସୁପ୍ରିମ୍‌କୋର୍ଟ କମିଟି ଚିନ୍ତା ପ୍ରକାଶ କରିଛି। ଏହାକୁ ରୋକିବା ଦିଗରେ ରାଜ୍ୟ ସରକାର ନେଉଥିବା ପଦକ୍ଷେପ ଯଥେଷ୍ଟ ନୁହେଁ। ଦୁର୍ଘଟଣାଜନିତ ମୃତ୍ୟୁକୁ କମାଇବା ପାଇଁ…

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ ନ୍ୟାସ (ଇନ୍‌ଟାକ୍‌) ପକ୍ଷରୁ ମହାନଦୀ ଅବବାହିକା ଐତିହ୍ୟ ସ୍ଥଳ ପ୍ରଲେଖନ କାର୍ଯ୍ୟ ବେଳେ…

ରଥଯାତ୍ରା ହେବ କି ନାହିଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ: ଭାଜପା

ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ରଥଯାତ୍ରା ଶତାଦ୍ଦୀ ଶତାଦ୍ଦୀର ପରମ୍ପରା। ବିଶ୍ୱର ଅଗଣିତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ରଥଯାତ୍ରା ଅନାଦି କାଳରୁ ରହି ଆସିଛି। ଚଳିତ ବର୍ଷ ରଥଯାତ୍ରାକୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହା ପଛରେ ରାଜ୍ୟ…

୭ ବିଚାର ବିଭାଗ ଅଧିକାରୀଙ୍କ ବଦଳି

କଟକ ଅଫିସ,୧୧।୬ : ରାଜ୍ୟରେ ବୁଧବାର ୭ଜଣ ବିଚାର ବିଭାଗ ଅଧିକାରୀଙ୍କର ବଦଳି ହୋଇଛି। ମନୀନ୍ଦ୍ର ଭୂଷଣ ସାହୁଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି ଏବଂ ପୃଥ୍ବୀରାଜ ପ୍ରଧାନଙ୍କୁ ଜେଏମ୍‌ଏଫ୍‌ସି (ଏଲ୍‌ଆର୍‌) ଭାବେ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ମାମି ବେହେରାଙ୍କୁ ବଣାଇ ଏସ୍‌ଡିଜେଏମ୍‌,…

ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଧାନସଭା ଘେରାଉ: ପ୍ରଦୀପ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ପୋଲିସ ଚପାଇଦେବାକୁ ଚକ୍ରାନ୍ତ କରୁଥିବା…

ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ ସୁରଟ…

ଘରେ ବସି କାମ ଖୋଜିପାରିବେ ପ୍ରବାସୀ:ସହାୟକ ହେବ ‘ମୋ ସହାୟ’ ପୋର୍ଟାଲ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ଯୋଗୁ କାମ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ କାମ ଯୋଗାଇବାରେ ସହଯୋଗ କରିବ ସ୍ବତନ୍ତ୍ର ଆପ୍ଲିକେଶନ। ଘରେ ବସି ଅନ୍‌ଲାଇନରେ ନିଜ ଦକ୍ଷତା ଅନୁଯାୟୀ ଚାକିରି ବା କାମ ଖୋଜିପାରିବେ ଶ୍ରମିକ। ଘରେ ବସିଥିବା ଲକ୍ଷାଧିକ ପ୍ରବାସୀ…

୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ…

କୋଭିଡ କଟକଣା ଭିତରେ ଟେଷ୍ଟିଂ: ୧୮ରୁ ଡିଏଲ, ୨୯ରୁ ଏଲ୍‌ଏଲ୍‌

ଭୁବନେଶ୍ୱର,୧୦ା୬ (ବ୍ୟୁରୋ)- ମହାମାରୀ କରୋନା ପାଇଁ ବନ୍ଦ ହୋଇଥିବା ଡିଏଲ ଓ ଏଲଏଲ ଟେଷ୍ଟିଂ ପୁଣିଥରେ ଆରମ୍ଭ ହେବ। ଏ ନେଇ ରାଜ୍ୟ ସଡକ ଓ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସାମାଜିକ ଦୂରତା ଏବଂ କୋଭିଡ କଟକଣା ଭିତରେ ଏହି…

୬ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ୩ ମାସ ବୃଦ୍ଧି

ଭୁବନେଶ୍ୱର, ୧୦।୬(ବ୍ୟୁରୋ)-ରାଜ୍ୟର ୬ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। ଉତ୍କଳ ବିଶ୍ୱବିଦ୍ୟାଳୟ, ରମାବେଦୀ ମହିଳା ବିଶ୍ୱବିଦ୍ୟାଳୟ, ଖଲିକୋଟ ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ତଥା କୁଳାଧିପତି ୩ମାସ କାର୍ଯ୍ୟକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri