ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍ଚୀ
ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ...
ପୋଷା ଜୀବଜନ୍ତୁଙ୍କୁ ବାହାରକୁ ତଡ଼ି ଦିଅନ୍ତୁ ନାହିଁ, ଘରେ ରଖନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟ ଆଶଙ୍କାରେ ଲୋକମାନେ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ବନ୍ଦ କରିଦେଲେଣି। ହେଲେ ଏହାକୁ ଖାଇବାରେ କୌଣସି ଅସୁବିଧା ନାହିଁ। ଏହାକୁ ରାନ୍ଧିବା ସମୟରେ ପରିଷ୍କାର ରହିବାର ଆବଶ୍ୟକତା ରହିଛି। ଏହାଛଡ଼ା ଘରେ ଥିବା...
ସରକାରଙ୍କ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସେଲୁନ୍, ବିୟୁଟିପାର୍ଲର
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଯଦି କୌଣସି ସରକାରୀ କର୍ମଚାରୀଙ୍କଠାରେ କାଭିଡ-୧୯ର କୌଣସି ଲକ୍ଷଣ ଦେଖାଯାଉଛି ସେ କ୍ୱାରାଣ୍ଟାଇନ୍ରେ ୧୪ ଦିନ ଘରେ ରହିପାରିବେ। ଏଥିପାଇଁ ସେମାନଙ୍କୁ ଉପରିସ୍ଥ ଅଧିକାରୀଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ତାଙ୍କର କୌଣସି ସମ୍ପର୍କୀୟ ବିଦେଶରୁ ଆସିଛନ୍ତି ତେବେ...
୭୨ଘଣ୍ଟାରେ ୨୬୨୬ଜଣ ପଞ୍ଜୀକୃତ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ସରକାରଙ୍କ ପକ୍ଷରୁ ବିଦେଶାଗତଙ୍କ ରେଜିଷ୍ଟ୍ରେଶନ ପାଇଁ କରାଯାଇଥିବା ପୋର୍ଟାଲରେ ଗୁରୁବାର ଅପରାହ୍ନ ୨ଟା ସୁଦ୍ଧା ୨୬୨୬ଜଣ ପଞ୍ଜୀକୃତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଥିବା ୧୦୪ ନଂକୁ ୧୨ହଜାରରୁ ଅଧିକ କଲ୍ ଆସିଛି ବୋଲି ଗୁରୁବାର...
୬୧ରୁ ୬୦ ନମୁନା ନେଗେଟିଭ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍ ଆସିଥିବା ଗୀତଗୋବିନ୍ଦ ସଦନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ...
ଅଧା ପ୍ରସବ ବେଳେ ଲେବର୍ ରୁମ୍ରୁ ପଳାଇଲେ ଡାକ୍ତର: ନବଜାତ ଶିଶୁପୁତ୍ର ମୃତ୍ୟୁକୁ ନେଇ ପରିବାରଲୋକଙ୍କ ଅଭିଯୋଗ
ରଣପୁର,୧୯।୩(ବ୍ୟୁରୋ): ଅଧା ପ୍ରସବ ବେଳେ ଲେବର ରୁମ୍ ଛାଡ଼ି ପଳାଇଲେ ଡାକ୍ତର। ଚିକିତ୍ସା ଅବହେଳାରୁ ନବଜାତକ ଶିଶୁର ମୃତ୍ୟୁ। ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଘଟଣ ଘଟିଥିବା ନେଇ ଗୁରୁବାର ମହିଳାଙ୍କ ପରିବାରଲୋକେ ଅଭିଯୋଗ...
ମାର୍ଚ୍ଚ ୫ରେ ଥାଇଲାଣ୍ଡରୁ ଫେରିଥିଲେ ଯୁବକ, ୧୩ ଦିନ ପରେ ଅସୁସ୍ଥ ହେବା ନେଇ ଆତଙ୍କିତ ଗ୍ରାମବାସୀ
ଖଇରା,୧୯।୩(ଡି.ଏନ୍.ଏ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଧୀନ ଜାନିକାପାଳ ଗ୍ରାମର ଜଣେ ଯୁବକ ଥାଇଲାଣ୍ଡରୁ ଫେରିବାର ୧୩ ଦିନ ପରେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଥଣ୍ଡା,କାଶ ହେଉଛି। ଗୁରୁବାର ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସଞ୍ଜିବ ବିଶ୍ବାଳ ତାଙ୍କୁ...
କରୋନା କଟକଣା: ଲୋକସେବା ଭବନ ପାସ୍ ବନ୍ଦ; ଥଣ୍ଡାଜ୍ୱର ଥିଲେ ଛୁଟିରେ ରହିପାରିବେ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇଛି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ...
ବିରୋଧୀ ଦଳ, ଗଣମାଧ୍ୟମ ଚାପରେ ଫେରିଲା ଜଗନ୍ନାଥଙ୍କ ଟଙ୍କା: ସୁର
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଫେରିଛି ଘରୋଇ ୟେସ୍ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା। ଏହି ଉପଲକ୍ଷେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ। ବିରୋଧୀ ଦଳ ଏବଂ ଗଣମାଧ୍ୟମ ଚାପରେ ଜଗନ୍ନାଥଙ୍କ ଟଙ୍କା ଫେରିଛି। ଏଥିପାଇଁ ସମସ୍ତ...
ଜେଲରେ ଇ-ମୁଲାକାତ୍ ବ୍ୟବସ୍ଥା
ଭୁବନେଶ୍ୱର,୧୯।୩(ବ୍ୟୁରୋ): ସମସ୍ତ ଜିଲା ମୁଖ୍ୟ କାରାଗାରରେ ‘ଇ-ମୁଲାକାତ୍’ ବ୍ୟବସ୍ଥା ଆରମ୍ଭ। ଭିଜିଟର୍ ରୁମ୍(ପରିଦର୍ଶକ କୋଠରି)ରେ ସ୍କାଇପ୍ ଜରିଆରେ କଏଦୀଙ୍କ ସାକ୍ଷାତ ବ୍ୟବସ୍ଥା କରାଯାଇଛି। ୨ରୁ ୩ ମିନିଟ୍ ପାଇଁ କଏଦୀଙ୍କ ସହ ସାକ୍ଷାତ ବ୍ୟବସ୍ଥା ହୋଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର...
ଏଣିକି ମଦ ଦୋକାନରେ ଧାଡ଼ି: ଗ୍ରାହକଙ୍କୁ ଦେବା ପୂର୍ବରୁ ସାନିଟାଇଜ୍ ହେବ ବୋତଲ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଶ୍ୱର ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି କରୋନା। ଏହି ଭୂତାଣୁ ସଂକ୍ରମଣର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗାଇଡ୍ଲାଇନ୍ ଜାରି କରାଯାଇଛି। ବିଶେଷକରି ଭିଡ ସ୍ଥାନରେ କରୋନା ସଂକ୍ରମଣର ଭୟ ରହୁଥିବାରୁ ଶପିଂ ମଲ୍ଠାରୁ...
ଲ୍ୟାପ୍ଟପ୍ ବ୍ୟାଗ୍ରେ ଧଳା ଜହର କାରବାର: ୨.୭୦ କୋଟି ଟଙ୍କାର ବ୍ରାଉନ୍ସୁଗାର ଜବତ, ୨ଇଞ୍ଜିନିୟରିଂ ଛାତ୍ର ଗିରଫ
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଧଳା ଜହର କାରବାରରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ର। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ବାଲେଶ୍ୱର ଜିଲା ମିତ୍ରପୁର ଅଞ୍ଚଳରେ ଚଢ଼ାଉ କରି ୨ କୋଟି ୭୦ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ...
Archives


