ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା
କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍କ୍ରିପ୍ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍ ଯିବାକୁ…
ଓଡ଼ିଶାରେ ୭୬୦ କଲରାପତରିଆ ବାଘ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍ ଅଫ୍ ଲିଓପାର୍ଡସ୍ ଇନ୍ ଇଣ୍ଡିଆ ୨୦୧୮’ ରିପୋର୍ଟରୁ…
ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରପଞ୍ଚଙ୍କଠାରୁ ଆରମ୍ଭକରି ବ୍ଲକ ଚେୟାରମ୍ୟାନ, ଜିଲା…
ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି। ଉକ୍ତ…
ଶୀତରେ ଥରୁଛି ଓଡ଼ିଶା
ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ ହାତ…
ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା
ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…
ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ
ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ କରାଯାଉଛି।…
୧୦୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ରାଜ୍ୟର ଘରୋଇ ଲ୍ୟାବ୍ରେ କରୋନା ଚିହ୍ନଟ ପାଇଁ କରାଯାଉଥିବା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟର ମୂଲ୍ୟ ୧୦୦ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଘରୋଇ ଲାବୋରୋଟୋରିଗୁଡ଼ିକ…
ସିକିମ୍ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ
କବିସୂର୍ଯ୍ୟନଗର,୨୧ା୧୨-ସିକିମ୍ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ ଗଞ୍ଜାମ…
ରାଜ୍ୟରେ ସୁସ୍ଥ ହେଲେ ୩୦୯ କରୋନା ଆକ୍ରାନ୍ତ
ଭୁବନେଶର,୨୧।୧୨: ରାଜ୍ୟରେ ସୋମବାର ୩୦୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ସୁସ୍ଥଙ୍କ ସଂଖ୍ୟା ମୋଟ ୩,୨୧,୯୫୬ରେ ପହଞ୍ଚିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି ୪୪ ଜଣ। ସେହିଭଳି ସୁନ୍ଦରଗଡରୁ ୨୮, ଖୋର୍ଦ୍ଧାରୁ ୨୭, ବାଲେଶ୍ବର…
ଏମ୍ପି ଅନୁଭବ ମହାନ୍ତିଙ୍କୁ ମହିଳା କମିଶନଙ୍କ ନୋଟିସ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ଗତ ୧୫ ତାରିଖରେ ବର୍ଷା ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇ ନିର୍ଯାତନା ଅଭିଯୋଗ…
ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ।…

