ରାଜ୍ୟ

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍‌ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍‌ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍‌ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ଗଜପତି…

ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି

ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍‌ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା ଭେଙ୍କଟରାୟପୁର ଗ୍ରାମକୁ ଦେଶରେ ପ୍ରଥମ କରି ସୁନାମି ପ୍ରସ୍ତୁତ (ସୁନାମି ରେଡି) ଗ୍ରାମ…

କରୋନାକୁ ହରାଇଲେ ୧୩ ମାସର ଶିଶୁ

କୋରୁକୋଣ୍ଡା,୬ା୮(ଡି.ଏନ.ଏ)-ମାଲକାନଗିରି ଜିଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ତେବେ ପ୍ରଥମ କରି ଏକ ୧୩ ମାସର ଛୁଆ କରୋନାରୁ ସୁସ୍ଥ ହୋଇଥିବା ଖବର ପହଞ୍ଚତ୍ଛି। ଏହି ଛୋଟ ଶିଶୁ କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍‌ଭି-୪୫ ଗ୍ରାମର। ଶିଶୁ ଓ…

ଆସିକା ସବ୍‌ଜେଲର ୩ କର୍ମଚାରୀଙ୍କୁ କରୋନା

ଆସିକା,୬ା୮(ଡି.ଏନ୍‌.ଏ.)- ଆସିକା ବ୍ଲକ୍‌, ତହସିଲ୍‌, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍‌ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍‌ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି ୧୬…

ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୬।୮(ବ୍ୟୁରୋ): ମହାକାରୀ କରୋନାରୁ ଗୁରୁବାର ୧୧୫୦ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୬,୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।…

ଡରାଇଚାଲିଛି କରୋନା: ଭୁବନେଶ୍ୱରରୁ ପୁଣି ୧୧୮ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁଠୁ କେତେ…‌

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ଗୁରୁବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୭୧ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।…

କରୋନାକୁ ମାତ୍‌ ଦେଲା ମାଲକାନଗିରିର ୧୩ ମାସର ଶିଶୁ

କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ ଘର କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୪୫ ଗ୍ରାମରେ। ଚେନ୍ନାଇରୁ ମା’ଙ୍କ ସହ ଫେରିଥିବା…

ବଢ଼ିଲା ବୈତରଣୀ

ଭଣ୍ଡାରିପୋଖରୀ,୬ା୮(ଡି.ଏନ୍‌.ଏ.): ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀର ଆଖୁଆପଦା ଆନିକଟଠାରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ଆନିକଟଠାରେ ବନ୍ୟାଜଳ ଗୁରୁବାର ସକାଳ ୭ଟାରୁ ୧୭.୩୫ ମିଟରରୁ ବଢ଼ିବା ଆରମ୍ଭ କରି ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୩୬ ରେ ପହଞ୍ଚି…

ବଲାଙ୍ଗୀର ୪ ଦିନ ଶଟ୍‌ଡାଉନ୍‌ ଘୋଷଣା: ବନ୍ଦ ରହିବ ଏସବୁ କାର୍ଯ୍ୟ

ବଲାଙ୍ଗୀର ଅଫିସ,୬।୮: ବଲାଙ୍ଗୀର ଜିଲାକୁ ଗୁରୁବାର ୪ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ନେଇ ଜିଲାପାଳ ଘୋଷଣା କରିଛନ୍ତି। ଏହି ସମୟରେ ଜିଲା…

ଖୋର୍ଦ୍ଧା ଏସ୍‌ପିଙ୍କୁ କରୋନା

ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାପିଡ୍‌ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି। ପୂର୍ବରୁ…

CORONAVIRUS UPDATE: ରାଜ୍ୟରେ ୪୦,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୬୯୯ ପଜିଟିଭ୍‌

ଭୁବନେଶ୍ୱର,୬ା୮(ବ୍ୟୁରୋ) : ଗୁରୁବାର ୨୯ଟି ଜିଲାରୁ ୧୬୯୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୦୭୩…

ପୁଣି ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି। ଏହି ୧୦ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଏବଂ ଭଦ୍ରକ ଜିଲାରୁ ଜଣେ ଲେଖାଏ ମହିଳା ଅଛନ୍ତି। ସେହିପରି ନବରଙ୍ଗପୁର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri