ଅଫିସ ପାଇଁ କରୋନା ଗାଇଡ୍ଲାଇନ୍ ଜାରି
ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଅଫିସଗୁଡିକ ପାଇଁ ନୂଆ କରୋନା ଗାଇଡ୍ଲାଇନ ଜାରି କରାଯାଇଛି । ଅଫିସ୍ରେ କରୋନା ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ସରକାର ଏପରି ନିୟମ କରିଛନ୍ତି। ସମ୍ପୃକ୍ତ ନିୟମଗୁଡ଼ିକ ହେଲା: – ଅଫିସରେ ସାମାଜିକ ଦୂରତା…
ଭୁବନେଶ୍ୱରରୁ ୪ କରୋନା ପଜିଟିଭ ଚିହ୍ନଟ: ୩ ପୁରୁଷ, ଜଣେ ମହିଳା
ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୬ କରୋନା ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ୪ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୩ଜଣ ଯୁବକ ଥିବାବେଳେ ଜଣେ ଯୁବତୀ ଅଛନ୍ତି। ତେବେ ସମସ୍ତ ୪ ଆକ୍ରାନ୍ତ ହୋମ୍ କ୍ୱାରାଣ୍ଟାଇନରେ ଥିଲେ। ସେମାନଙ୍କ…
ମହାମାରୀ ସମୟରେ ହୋଇଛି ମହାଦୁର୍ନୀତି: ପିସିସି ସଭାପତି
ଭୁବନେଶ୍ୱର, ୯।୬(ବ୍ୟୁରୋ): କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ଅଭିଯୋଗକୁ ନେଇ ରାଜ୍ୟରେ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି। ମାସ୍କ କିଣାରେ ଦୁର୍ନୀତି ନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଏ ନେଇ…
ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର, ନର୍ସ କରୋନା ପଜିଟିଭ୍
ନୟାଗଡ଼ ଅଫିସ,୯।୬: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଙ୍ଗଳବାର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଡାକ୍ତର ଓ ନର୍ସଙ୍କୁ ଚିକିତ୍ସା ପାଇଁ ସୋମବାର ସାରୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ସିଡିଏମ୍ଓ ସୁଧାଂଶୁ…
ରାଜ୍ୟ ଯୋଜନା ବୋର୍ଡର ବୈଠକ: ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର, ୯।୬(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ…
ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ
ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇ…
ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ ଓଡ଼ିଆ…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୬(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷୀୟାନ ରାଜନେତା…
ରାଜ୍ୟରେ ୧୨ ଅଗ୍ନିଶମ କର୍ମଚାରୀ କରୋନା ଆକ୍ରାନ୍ତ
କଟକ ଅଫିସ,୯।୬: ପଶ୍ଚିମବଙ୍ଗରେ ବାତ୍ୟା ‘ଅମ୍ଫାନ’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇ ଫେରିଥିବା ଅଗ୍ନିଶମ କର୍ମଚାରୀଙ୍କ ମଧ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଅଗ୍ନିଶମ…
CORONAVIRUS UPDATE: ଆଉ ନୂଆ ୧୪୬ ପଜିଟିଭ୍ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୪୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…
ବିକ୍ଷୋଭ ପରେ ଘୁଞ୍ଚିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା
ଭୁବନେଶ୍ୱର, ୯।୬(ବ୍ୟୁରୋ): ଛାତ୍ରୀଙ୍କ ବିକ୍ଷୋଭ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଷଷ୍ଠ ସେମିଷ୍ଟର ପରୀକ୍ଷାକୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟଗତ ସୁରକ୍ଷା ଦାବିକୁ ଦୃଷ୍ଟିରେ ରଖି କୁଳପତିଙ୍କ ଅନୁମୋଦନକ୍ରମେ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଛନ୍ତି। ଆପାତତଃ ଜୁଲାଇ…
ଓଡ଼ିଶାକୁ ଭାଜପାର ଅଭେଦ୍ୟ ଗଡ଼ କର
ଭୁବନେଶ୍ୱର,୯।୬(ବ୍ୟୁରୋ): କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ସରକାରର ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଭାଜପା ପକ୍ଷରୁ କରୋନା ମହାମାରୀକୁ ଦୃଷ୍ଟିରେ ରଖି ସାରା ଦେଶରେ ଭର୍ଚୁଆଲ ରାଲି କରାଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦିଲ୍ଲୀରୁ ସୋମବାର ଓଡ଼ିଶାବାସୀଙ୍କୁ ସମ୍ବୋଧିତ…
Archives


