ରାଜ୍ୟ

ସ୍ବତନ୍ତ୍ର ବର୍ଥ ନିର୍ମାଣ କରିବ ପାରାଦୀପ ବନ୍ଦର

ପାରାଦୀପ, ୧୯।୩ (ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ପରିଚୟ ପାଇଥିବା ପାରାଦୀପରେ କ୍ୟାପ୍‌ସାଇଜ୍‌ ଜାହାଜ ଲାଗିବା ଭଳି ଏକ ସ୍ବତନ୍ତ୍ର ବର୍ଥ ନିର୍ମାଣ କରାଯିବ। ପ୍ରାୟ ୩ ହଜାର କୋଟି ଟଙ୍କା ବ୍ୟୟରେ ଏହି ଓ୍ବେଷ୍ଟର୍ନ ବର୍ଥ ନିର୍ମାଣ...

କରୋନାକୁ ନେଇ ଶଙ୍କା ବଢୁଛି

ଜଗତ୍‌ସିଂହପୁର ଅଫିସ, ୧୯।୩: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ଚାରିଆଡେ ଭୟର ବାତାବରଣ ସୃଷ୍ଟି କରିଛି। ଏ ପରିସ୍ଥିତିରେ ପ୍ରତ୍ୟହ ବିଦେଶ ଓ ରାଜ୍ୟ ବାହାରୁ ଲୋକଙ୍କ ଆଗମନ ଚିନ୍ତାର କାରଣ ହେଉଛି। ଏହା ମଧ୍ୟରେ ଜଗତ୍‌ସିଂହପୁର ଜିଲାର ୨୮...

ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ ତୀବ୍ର ବିରୋଧ କରିଛନ୍ତି ସିଆରିଆ ଗାଁଲୋକେ। ଏ ନେଇ ବୁଧବାର ଏକ ବଡ଼...

ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ

କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ ଊର୍ଦ୍ଧ୍ୱ ଭଙ୍ଗା ଘରେ ବିପଦପୂର୍ଣ୍ଣ ଭାବେ କୁନି ପିଲାଙ୍କୁ ପଢ଼ା ଯାଉଥିବା ଦେଖିବାକୁ...

୬ ମାସ ବିତିଲା, ଚିହ୍ନଟ ହୋଇପାରିଲାନି ଜମି

ଯାଜପୁର ଅଫିସ,୧୯।୩: ଯାଜପୁର ଜିଲା ରସୁଲପୁର ବ୍ଲକର ଗୋପାଳପୁର ଗ୍ରାମ ହସ୍ତତନ୍ତ ଶିଳ୍ପ ପାଇଁ ବେଶ ପ୍ରସିଦ୍ଧି ଲାଭ କରିଛି। ତେଣୁ ଗୋପାଳପୁର ଗ୍ରାମକୁ ହସ୍ତତନ୍ତ ଶିଳ୍ପ ଗ୍ରାମଭାବେ ପ୍ରତିଷ୍ଠା କରିବାକୁ ସେପ୍ଟେମ୍ବର ୧୩ରେ ନିଷ୍ପତ୍ତି ହୋଇଥିଲା। ଏହି ପ୍ରସ୍ତାବର...

କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ

କୁଜଙ୍ଗ, ୧୯।୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ। ତେବେ ସେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କୁଜଙ୍ଗସ୍ଥିତ ଏକ ଘରୋଇ କ୍ଲିନିକକୁ ବୁଧବାର...

ଭୁବନେଶ୍ୱରରେ ୩ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସବୁ ସ୍ତରରୁ ଉଦ୍ୟମ ଚାଲିଛି। ଏବେ ଭୁବନେଶ୍ୱରର ୩ ଘରୋଇ ହୋଟେଲରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ସେଗୁଡ଼ିକ ହେଲା ଜୟଦେବବିହାରସ୍ଥିତ ଜିଞ୍ଜର ହୋଟେଲ, ଶହୀଦନଗରର ଏମ୍ପାୟାର୍ସ ହୋଟେଲ ଓ କଳ୍ପନାସ୍ଥିତ କଳିଙ୍ଗ ଅଶୋକ...

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୮ା୩ କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) କର୍ତ୍ତୃପକ୍ଷ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ...

ପରୀକ୍ଷା ବନ୍ଦ କଲା ଓପିଏସ୍‌ସି

କଟକ ଅଫିସ,୧୮ା୩: କରୋନା ଯୋଗୁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଓପିଏସ୍‌ସି ଆନୁକୂଲ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ଓପିଏସ୍‌ସି କାର୍ଯ୍ୟାଳୟ ବୁଧବାର ଏକ ନୋଟିସ ନଂ....

ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ

ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍‌ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ...

୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ

କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ ସନ୍ଦେହରେ ମେଡିକାଲ ପରୀକ୍ଷା କରାଯାଇଛି। ଗତ ଦୁଇ ମାସ ତଳେ ଏହି ପରିବାର...

ଦୁର୍ନୀତିର ତଦନ୍ତ ନ ହେଲେ ଆନ୍ଦୋଳନ

ଜଳେଶ୍ୱର,୧୮।୩(ସ୍ବ.ପ୍ର.):  ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ସୁଦର୍ଶନ ଦାସଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ବିଡ଼ିଓ ଦୀପ୍ତିରଞ୍ଜନ ସେଠୀଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri