ରାଜ୍ୟ

ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର, ୨୦ା୧୨ (ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ଶୀତ ହ୍ରାସ ପାଇବା ପରେ ଶନିବାରଠାରୁ ପୁଣି ବଢ଼ିଛି। ପାରଦ ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ରାଜ୍ୟର ୧୦ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ତଳକୁ…

ସୁଲଭ ମୂଲ୍ୟରେ ପୁରୀରେ ରହଣି ସୁବିଧା: ୧୦୦ରୁ ୧୫୦ ଟଙ୍କାରେ ରହିପାରିବେ ଭକ୍ତ

ପୁରୀ ଅଫିସ,୨୦ା୧୨: ପୁରୀ ସହରରେ ଏବେ ଭକ୍ତଙ୍କୁ ସୁଲଭ ମୂଲ୍ୟରେ ରହଣି ସୁବିଧା ମିଳିବ। ମାତ୍ର ୧୦୦ରୁ ୧୫୦ଟଙ୍କା ମଧ୍ୟରେ ଏହି ସୁବିଧା ଯୋଗାଇ ଦିଆଯିବ। ଭକ୍ତ ନିବାସ ନିର୍ମାଣ କରାଯାଇ ଏକକାଳୀନ ୪ରୁ ୫ହଜାର ଲୋକଙ୍କୁ ଯେପରି ଏହି ସୁବିଧା…

କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର

ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଏନ୍‌ସିପିସିଆର) । ମାମଲାକୁ ଅଧିକ ଗୁରୁତ୍ୱ ଦେବା ଓ କେନ୍ଦ୍ରୀୟ…

ରାଜ୍ୟରେ ସୁସ୍ଥ ହେଲେ ୩୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଶନିବାର କରୋନାରୁ ୩୨୬ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୪୦, ପୁରୀରୁ ୨୨, କଟକରୁ ୨୧, ଝାରସୁଗୁଡ଼ାରୁ ୨୦, ବାଲେଶ୍ୱରରୁ ୧୯, ବରଗଡ଼ରୁ ୧୮,…

ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇ ତାଙ୍କ ମୁଣ୍ଡରୁ ଗଣ୍ଡି ଅଲଗା କରି ହତ୍ୟା…

ଏଟିଏଜିଏସ୍‌ର ବ୍ୟବହାରିକ ପରୀକ୍ଷଣ

ବାଲେଶ୍ୱର ଅଫିସ, ୧୯।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ପିଏକ୍ସଇ ପରିସରରୁ ଶନିବାର ପୂର୍ବାହ୍ନରେ ଏଟିଏଜିଏସ୍‌ (ଆଡଭାନ୍ସଡ଼ ଟୋୱେଡ଼ ଆର୍ଟିଲେରୀ ଗନ୍‌ ସିଷ୍ଟମ୍‌) ବ୍ୟବହାରିକ ପରୀକ୍ଷଣ କରାଯାଇଛି। ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ଡିଆର୍‌ଡିଓ (ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ…

ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ବଲିଉଡ୍‌ ଆକ୍ଟ୍ରେସ

ନୂଆଦିଲ୍ଲୀ, ୧୯।୧୨- ଇମ୍ରାନ ହାସିମଙ୍କ ଫିଲ୍ମ ‘ମର୍ଡର ୨’ ଯୋଗୁ ବଲିଉଡ୍‌ରେ ପରିଚୟ ପାଇଥିବା ଓଡ଼ିଆ ଆକ୍ଟ୍ରେସ ସୁଲଗ୍ନା ପାଣିଗ୍ରାହି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଚଳିତ ମାସ ୯ ତାରିଖରେ କମେଡିଆନ ବିଶ୍ୱ କଲ୍ୟାଣ ରଥଙ୍କୁ ବିବାହ କରିଛନ୍ତି ସୁଲଗ୍ନା…

୬ ଦିନ ହେଲା ଦଶମ ଶ୍ରେଣୀ ଛାତ୍ରୀ ନିଖୋଜ

ମାଲକାନଗିରି,୧୯।୧୨(ଡି.ଏନ୍‌.ଏ): ରାଜ୍ୟରେ ଶିଶୁ ଅପହରଣ ଏବଂ ହତ୍ୟାକୁ ନେଇ ଆଲୋଡନ ସୃଷ୍ଟି କରିଥିବାବେଳେ ମାଲକାନଗିରି ଜିଲାରେ ଜଣେ ଦଶମ ଶ୍ରେଣୀର ଆଦିବାସୀ ଛାତ୍ରୀ ଆଜକୁ ୬ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ପରିବାର ଲୋକେ ଶନିବାର କାଲିମେଳା ଥାନାରେ…

ବାରଙ୍ଗରୁ ନିଖୋଜ ନାବାଳକ: ୫ ଦିନ ପରେ ଭୁବନେଶ୍ୱରରୁ ଉଦ୍ଧାର

ଭୁବନେଶ୍ୱର, ୧୯।୨୦(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଗୁଆକୁଳିମୁଣ୍ଡିଆସ୍ଥିତ ଏକ ଆପାର୍ଟମେଣ୍ଟ ନିକଟରୁ ଗତ ୧୫ ତାରିଖରୁ ନିଖୋଜ ହୋଇଯାଇଥିବା ନାବାଳକକୁ ଶନିବାର ଭୁବନେଶ୍ୱରରୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନା ଜରିମୁଣ୍ଡା ସାହିରୁ ନାବାଳକଙ୍କୁ ଉଦ୍ଧାର କରିଛି ବାରଙ୍ଗ ପୋଲିସ।…

ରାଜ୍ୟରେ ୩୫୬ କରୋନା ପଜିଟିଭ ଚିହ୍ନଟ: ଆଖିବୁଜିଲେ ୩

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣ ଆଖି ବୁଜିଛନ୍ତି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ଅଶାନ୍ତ ରାଉରକେଲା: ରାତି ଅଧରେ ଫୁଟିଲା ଗୁଳି; ସୁନା ଦୋକାନୀଙ୍କୁ ହତ୍ୟା ପରେ ଲୁଟ୍‌

ରାଉରକେଲା ଅଫିସ,୧୯।୧୨: ଅଶାନ୍ତ ହୋଇ ପଡିଛି ରାଉରକେଲା ସହର। ଲୁଟେରାମାନେ ରାସ୍ତାଘାଟରେ ନିର୍ଭୟରେ ଓ ଅବାଧରେ ବୁଲିବା ସହ ଲୋକମାନଙ୍କୁ ଲୁଟୁଛନ୍ତି ଓ ଗୁଳି ଫୁଟାଇ ହତ୍ୟା କରୁଛନ୍ତି। ପୁଲିସ ମଧ୍ୟ ସେମାନଙ୍କର ଟେର୍‌ ବି ପାଉନାହିଁ। ଏଭଳି ଏକ ଘଟଣାକ୍ରମରେ…

ନାଳ ନିକଟରେ ପଡ଼ିଛି ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ: ପରିଚୟ ଖୋଜୁଛି ବନ୍ଧମୁଣ୍ଡା ପୋଲିସ

ରାଉରକେଲା ଅଫିସ, ୧୯।୧୨: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ପ୍ରେମନଗର ନାଳ ନିକଟରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଜବତ କରିଛି। ମୃତଦେହ ନିକଟରେ ରକ୍ତ ଭିଜା ପଥର ପଡ଼ିଥିବାରୁ ତାଙ୍କୁ ପଥରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?