ରାଜ୍ୟ

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ ବାଦ୍‌ ପଡ଼ିବା ପରେ ବଢୁଛି ଦର, କଳାବଜାର ଆଶଙ୍କା

କଟକ ଅଫିସ,୭।୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶ୍ୟକ ସାମଗ୍ରୀ…

କଡ଼ା ଚେତାବନୀ ଦେଲେ ସରକାର: ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୭।୬(ବ୍ୟୁରୋ): ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା…

କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର: ଅସୁସ୍ଥ ମା’-ବାପାଙ୍କ ପାଇଁ କିଣିହେଉନି ଔଷଧ

କଟକ ଅଫିସ,୭।୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…

କୋଭିଡ୍‌ କିଟ୍‌ ବିବାଦ ପ୍ରସଙ୍ଗ: ସ୍ବାସ୍ଥ୍ୟମନ୍ତ୍ରୀ କହିଲେ କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌

ଭୁବନେଶ୍ୱର,୭।୬(ବ୍ୟୁରୋ):  ରାଜ୍ୟରେ କରୋନା ମୁକାବିଲା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ (ପିପିଇ), ଭେଣ୍ଟିଲେଟର, ମାସ୍କ ଆଦି ବିଭିନ୍ନ କୋଭିଡ୍‌ କିଟ୍‌ କିଣାକୁ ନେଇ ବିବାଦ ଉପୁଜିଥିବାବେଳେ ବିରୋଧୀମାନେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ମଗାଇଥିବା କିଟ୍‌ ନ ରଖିବା ଓ ରାତାରାତି ମାସ୍କ…

ଆସିପାରେ ଆଉ ଏକ ବାତ୍ୟା: ୮ରେ ଲଘୁଚାପ

ଭୁବନେଶ୍ୱର,୭।୬(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିବା ପରିସ୍ଥିତି ଉପୁଜିଲାଣି। କେନ୍ଦ୍ରୀୟ ବଙ୍ଗୋପସାଗର ମ୍ୟାନ୍‌ମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ…

ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ

କଟକ ଅଫିସ,୬ା୬-ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍‌ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ ଡାକ୍ତର…

ଜୀବନସାଥୀ ଖୋଜି ଯୁବତୀ ହରାଇଲେ ୩ ଲକ୍ଷ

ଭୁବନେଶ୍ୱର,୬ା୬(ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଗଙ୍ଗନଗରର ଜଣେ ଯୁବତୀ ମାଟ୍ରିମୋନିଆଲ ସାଇଟ୍‌ରେ ଜୀବନସାଥୀ ଖୋଜି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକ୍ରମେ ଦଫା ୪୧୯,୪୨୦,୪୬୮,୪୭୧,୩୪ ଏବଂ…

ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର

ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ କିମ୍ବା…

କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ ପ୍ରଧାନ…

୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ 

ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି…

୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ ଏହାର…

ସୋମବାରଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ବସ୍‌ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍‌ରେ ନିଜର ବସ୍‌ ସେବା ଆରମ୍ଭ କରାଯିବ। ମୋଟ୍‌ ୯୬ ବସ୍‌କୁ ନେଇ ଓଏସ୍‌ଆରଟିସି ନିତିଦିଦିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri