ଅକ୍ଷମଙ୍କ ପାଇଁ ଉଦାହରଣ: ଦୃଷ୍ଟିହୀନ ଆଶିଷ ଏବେ ଅଧ୍ୟାପକ
କଟକ ଅଫିସ,୧୮ା୩: ଜନ୍ମରୁ ଦୃଷ୍ଟିହୀନ। ତଥାପି ଅକ୍ଷମତା ତାଙ୍କୁ ସଫଳତା ପଥରୁ ଦୂରେଇ ରଖିପାରିନି। ଅଗାଧ ପରିଶ୍ରମ ଏବଂ ଦୃଢ ଇଚ୍ଛାଶକ୍ତି ବଳରେ ସେ ଏବେ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗର ଅଧ୍ୟାପନା ଦାୟିତ୍ୱରେ ଅଛନ୍ତି। ଏହି ପ୍ରତିଭା ଜଣଙ୍କ...
ସ୍କୁଲ୍ ଛୁଟି ବଢ଼ାଇଛି ଅଭିଭାବକଙ୍କ ଚିନ୍ତା
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଚାଇନାର ଉହାନରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ଭାରତ ସମେତ ୧୬୩ ରାଷ୍ଟ୍ରକୁ ଗ୍ରାସ କରିସାରିଲାଣି। ଓଡ଼ିଶାରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି। ଇତିମଧ୍ୟରେ ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସ୍କୁଲ ଛୁଟି କରିଦେଇଛନ୍ତି। ଘରୁ...
ୟୁନିଟ୍ ମ୍ୟାନେଜରଙ୍କୁ କରୋନା ସମ୍ପର୍କରେ ସଚେତନ: ପାନ୍ଥନିବାସ ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରିକଲା ଓଟିଡିସି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଣ୍ଟା ଭିଡ଼ିଛି। ଓଟିଡିସି ଦ୍ୱାରା ପରିଚାଳିତ ହୋଟେଲଗୁଡ଼ିକ ଲାଗି ମଙ୍ଗଳବାର ସ୍ବତନ୍ତ୍ର ଆଡ୍ଭାଇଜରି ଜାରି କରାଯାଇଛି। ପର୍ଯ୍ୟଟକଙ୍କ ସୁରକ୍ଷାକୁ ନଜରରେ ରଖି ଓଟିଡିସିର ସମସ୍ତ ପାନ୍ଥନିବାସ, ଯାତ୍ରୀନିବାସ, ଅରଣ୍ୟ...
ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି। ହେଲେ ଓଡ଼ିଶାର ଅନ୍ୟତମ ପ୍ରମୁଖ ପ୍ରବେଶ ପଥ ଭୁବନେଶ୍ୱର ରେଳ ଷ୍ଟେଶନରେ ଏହାର...
ଘରୋଇ ସିଟି ବସ୍, ମୋ ବସ୍ରେ କଟକଣା ଉଲ୍ଲଂଘନ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍ ପାଇଁ କଟକଣା ଜାରି କରାଯାଇଛି। ସିଟ୍ଠାରୁ ଅଧିକ ଯାତ୍ରୀ ନ ନେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିୟମ ଉଲ୍ଲଂଘନ ହେଲେ ବସ୍...
ବାତିଲ ହୋଇନି ବିଇଡି ପରୀକ୍ଷା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍ ପ୍ରତିକାରକୁ ନେଇ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ସହ ପରୀକ୍ଷାକୁ ମଧ୍ୟ ବାତିଲ କରିଦେଇଛନ୍ତି। କିନ୍ତୁ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟ ଅଧୀନରେ ବିିଇଡି କରୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷା ବାତିଲ ହୋଇନାହିଁ ।...
ସତର୍କତା, ସଚେତନତା ନେଇ ବିଏମ୍ସିର ଚଢ଼ାଉ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର,...
୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି ଫେରିଯାଇଛି। ଗତ ୭ ତାରିଖରେ କଳିଙ୍ଗନଗର ବିଜୁ ପଟ୍ଟନାୟକ ପାର୍କ ନିକଟରେ କେସିକା...
ଶାସ୍ତ୍ରୀୟ ଓଡ଼ିଆ ଭାଷାକୁ ନାହିଁ ଟଙ୍କାଟିଏ କେନ୍ଦ୍ରୀୟ ଅନୁଦାନ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଏବଂ ମାଲାୟଲମ୍ ପ୍ରଭୃତି ଭାଷାକୁ କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଅପରପକ୍ଷରେ ମାତ୍ର ୧୫,୦୦୦ ଲୋକ କହୁଥିବା ସଂସ୍କୃତ ଭାଷାର ପ୍ରସାର ଲାଗି ଧ୍ୟାନ ଦିଆଯାଉଛି। କଂଗ୍ରେସ ନେତା ଜୟରାମ ରମେଶ ସୋମବାର...
ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ
କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି...
ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର
ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସ୍ଥାନୀୟ ରେଳବିହାରରେ ରହୁଥିବା ରତିକାନ୍ତ ନନ୍ଦ,...
ସାତକୋଶିଆରେ ବୁଲୁଛି ଆହତ ମାଈ ହାତୀ
ବନ୍ତଳା,୧୭।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ରେଞ୍ଜ ଅଞ୍ଚଳରେ ଏକ ମାଈ ହାତୀ ଅସୁସ୍ଥ ଅବସ୍ଥାରେ ଦୁଇଦିନ ହେଲା ବୁଲୁଛି। ହାତୀର ପେଟରେ ତିନିରୁ ଚାରୋଟି କଣା ହୋଇ ଥିବା ଜଣାପଡୁଛି। ଏଣୁ ତା’ ଦେହରେ ଗୁଳି ବାଜିଥିବା...
Archives


