ରାଜ୍ୟ

ଜୁନ୍‌ ୩୦ ଦିନିଆ, ୭୨୦ ଘଣ୍ଟା କରୋନାଠୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ:ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ବର୍ତ୍ତମାନ କ୍ଷେତ୍ରରେ କରୋନା ଏକ ମହାମାରୀ ବୋଲି ସମସ୍ତେ ଜାଣନ୍ତି। ଏହି ମହାମାରୀର ମୁକାବିଲା କରିବା ପାଇଁ ସମସ୍ତ ଅସ୍ତ୍ରଶସ୍ତ୍ର ସାଧାରଣ ଲୋକ ହାତରେ ରହିଛି। ପରିଷ୍କାର ପରିଚ୍ଛନ୍ନ ରହିବା, ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖି ଚଳପ୍ରଚଳ ହେବା…

ଓଡିଶାରେ ଆରମ୍ଭ ହେବ କ୍ରୁଜ୍‌ ପର୍ଯ୍ୟଟନ

ଭୁବନେଶ୍ୱର,୬ା୬(ବ୍ୟୁରୋ)- ଓଡ଼ିଶାରେ ବ୍ୟାପକ ହେବ କ୍ରୁଜ୍‌ ଟୁରିଜିମ୍‌ ବା ଜାହାଜ ପର୍ଯ୍ୟଟନ। ରାଜ୍ୟର ୫ଟି ପ୍ରମୁଖ ସ୍ଥାନରେ ଆରମ୍ଭ ହେବ ‘ଡେ କ୍ରୁଜ୍‌ ସର୍ଭିସ୍‌’। ଘରୋଇ ସଂସ୍ଥା ସହଯୋଗରେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଲିକା, ମହାନଦୀ, ଭିତରକନିକା, ସାତକୋଶିଆ ଗଣ୍ଡ…

କରୋନା ସହ ଲଢ଼େଇର ଏବେ ଚତୁର୍ଥ ପର୍ଯ୍ୟାୟ: ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତି ଘରର ସଦସ୍ୟ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ପ୍ରଥମ ତିନୋଟି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ଥିଲେ ସରକାର ଅର୍ଥାତ ପ୍ରଶାସନ। ଏବେ ଜୁନ୍‌ ମାସ ଚତୁର୍ଥ ପର୍ଯ୍ୟାୟର ସମୟ। ଏହି ପର୍ଯ୍ୟାୟର ମୁଖ୍ୟ କର୍ଣ୍ଣଧାର ହେବେ ପ୍ରତିଟି ଘରର ସଦସ୍ୟ। ଏହି ପର୍ଯ୍ୟାୟର ସଫଳ…

ଜୁନ୍‌ ଚତୁର୍ଥ ପର୍ଯ୍ୟାୟର ସମୟ; ଜୀବିକାକୁ ରକ୍ଷା କରିବା ବେଳେ ଦେଖାଦେଇଛି ଅନୁଶାସନ କୋହଳର ଭୟ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲାର ପ୍ରଥମ ପର୍ଯ୍ୟାୟରେ ବିଦେଶରୁ ଫେରିଥିବା କିଛି ବ୍ୟକ୍ତି ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତି ଏବଂ ତାଙ୍କର ସଂସ୍ପର୍ଶରେ ଆସିଥିବା ଅନ୍ୟାନ୍ୟ ବ୍ୟକ୍ତି ସଂକ୍ରମିତ ହୋଇଥିଲେ। ତୃତୀୟ ପର୍ଯ୍ୟାୟରେ ପ୍ରାୟ ୫…

ଓଡ଼ିଶା ପାଇଁ ଜୁନ୍‌ ନିର୍ଣ୍ଣାୟକ ମାସ, ଘାଟି ଡେଇଁଗଲେ ବିପଦ କମିଯିବ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ଓଡ଼ିଶା ପାଇଁ ଜୁନ୍‌ ମାସ ନିର୍ଣ୍ଣାୟକ ମାସ। ଏହା ପଛରେ ଦୁଇଟି କାରଣ ରହିଛି। ଗତ କିଛି ସପ୍ତାହରେ ରାଜ୍ୟକୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଛନ୍ତି। ଏମାନଙ୍କ ଉପରେ କରୋନାର ପ୍ରଭାବ ପଡ଼ିଛି କି ନାହିଁ ତାହା ଆଉ…

ଟ୍ରେନ୍‌ରେ ବମ୍ବେରୁ ଆସି ଭୁବନେଶ୍ୱରରେ ଫସିଥିଲେ ଯୁବତୀ: ସହାୟତାର ହାତ ବଢ଼ାଇଲେ ସବ୍ୟସାଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ସୁନ୍ଦରଗଡ଼ର ପିଙ୍କି ମିଞ୍ଜ ବମ୍ବେର ଏକ କମ୍ପାନୀରେ କାମ କରୁଥିଲେ। ଟ୍ରେନ୍‌ ଚାଲିବା ପରେ ସେ ଆସି ଭୁବନେଶ୍ୱରରରେ ପହଞ୍ଚିଥିଲେ। ହେଲେ ଟ୍ରେନ୍‌ରେ ତାଙ୍କର ଟଙ୍କା, ମୋବାଇଲ ଏବଂ ଆଧାରକାର୍ଡ ଚୋରି ହୋଇଯାଇଥିଲା। ଫଳରେ ସେ ଭୁବନେଶ୍ୱରରେ ଫସି ରହିଥିଲେ।…

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୨ ଆକ୍ରାନ୍ତ, କେନ୍ଦ୍ରାପଡ଼ାର ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୨ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୧,୭୧୬ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡ଼ାର ୩୩, ବଲାଙ୍ଗୀରର…

ରାଜ୍ୟରେ ବନ୍ଦ ହେବନି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ, ସୋମବାରରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ ବନ୍ଦ ହେବ ନାହିଁ। ଗତବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଚଳିତ ବର୍ଷ ମଧ୍ୟ ହେବ। କରୋନା ପାଇଁ ସବୁ ସ୍କୁଲରେ ଆଡମିଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୋମବାରଠାରୁ ଜୁଲାଇ…

ଶଟ୍‌ଡାଉନ୍‌ରେ ଖାଁ ଖାଁ ରାଜଧାନୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ସୁଦ୍ଧା ଚିହ୍ନଟ ହେଲେଣି ମୋଟ ୨,୭୮୧ କରୋନା ସଂକ୍ରମିତ। କେବଳ ୬ ଦିନରେ ଏହି ସଂଖ୍ୟା ୮୩୩ ବୃଦ୍ଧି ପାଇଛି। ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖଇ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ୧୧ଜିଲାରେ ରାଜ୍ୟ ସରକାର ସପ୍ତାହରେ…

ଚିନ୍ତା ବଢ଼ାଇଲାଣି କରୋନା: ୬ ଦିନରେ ଚିହ୍ନଟ ହେଲେଣି ୮୩୩ ଆକ୍ରାନ୍ତ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୬ ଦିନରେ ମୋଟ ୮୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୁନ୍‌ ୧ରେ ୧୫୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଜୁନ୍‌ ୨ରେ ୧୪୧, ଜୁନ୍‌ ୩ରେ…

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ ଜିଲାଗୁଡ଼ିକରେ ଶନିବାର ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିଛି। ରବିବାର ମଧ୍ୟ ଉକ୍ତ ଜିଲାଗୁଡିକରେ ଖାତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri