ରାଜ୍ୟ

‘ଭୟଭୀତ ନୁହେଁ ସଚେତନ ହୁଅ’

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛନ୍ତି। ପ୍ରାଥମିକ ସ୍ତରରେ ଗହଳି ସ୍ଥାନକୁ ବନ୍ଦ କରିବା ସହ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେଣୁ କରୋନା...

ଗୋଟିଏ ଦିନରେ ମାଉସୀମା’ ମନ୍ଦିରରେ ଲାଗିବ ରଥ

ପୁରୁଣା ଭୁବନେଶ୍ୱର,୧୭।୩(ଡି.ଏନ୍‌.ଏ.): ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନବଦିନାତ୍ମକ ହୋଇଥିବାବେଳେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଞ୍ଚଦିନାତ୍ମକ ହୋଇଥାଏ। କାଳକ୍ରମେ ଠାକୁରଙ୍କ ଏହି ରଥଯାତ୍ରା ମାଉସୀ ମା’ମନ୍ଦିରରେ...

ସ୍ବାସ୍ଥ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା: ବାପାଙ୍କ ଅନ୍ତିମକ୍ରିୟା ସାରି କାର୍ଯ୍ୟରେ ଯୋଗଦେଲେ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ରବିବାର କରୋନା ମୁକାବିଲା ପାଇଁ ଯେଉଁ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କସରତ ଚାଲିଥିଲା ସେହି...

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ଗୀତକୁ ଗାଇ ଟ୍ରୋଲ ହୋଇଛନ୍ତି। ଏହି...

ପକେଟ୍‌ ଖର୍ଚ୍ଚରୁ ଚାଲିଛି ଫଟୋଗ୍ରାଫି ନିଶା

କଟକ ଅଫିସ,୧୭।୩:ଫଟୋଗ୍ରାଫି ନିଶାରେ ପଡିଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରୀଛାତ୍ର। ସେମାନେ ହେଲେ ଆୟୁଷ୍ମାନ ଦାଶ, ସୂର୍ଯ୍ୟକାନ୍ତ ବେହେରା ଓ ପ୍ରଲିପ୍ତା ନାୟକ। ୩ ଜଣ ଯାକ ଭୂଗୋଳ ସ୍ନାତକ ପାଠ୍ୟକ୍ରମର ଶେଷ ବର୍ଷରେ ଅଧ୍ୟୟନ କରୁଛନ୍ତି। ହେଲେ...

କରୋନା ପାଇଁ ମୋ ବସ୍‌ରେ ସ୍ବତନ୍ତ୍ର ବିଶୋଧନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଭାଇରସର ବିସ୍ତାରକୁ ରୋକିବା ପାଇଁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ମୋ ବସ୍‌ ଓ ବସ ଷ୍ଟପରେ ସ୍ବତନ୍ତ୍ର ବିଶୋଧନ କରାଯାଇଛି। ମୋ ବସ୍‌ର ସିଟ ତଳ, ଷ୍ଟେରିଙ୍ଗ୍‌, ହାତ ରଖିବା ସ୍ଥାନ...

ଆରମ୍ଭରୁ ଅବ୍ୟବସ୍ଥା

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଶହ କୋଟିର ବ୍ୟୟବରାଦ ରହିଛି। ଚିକିତ୍ସା, ସଚେତନତାଠାରୁ ଆରମ୍ଭ କରି ବ୍ୟାପକ ବ୍ୟବସ୍ଥା କରାଯାଉଥିବା କୁହାଯାଉଛି। ଘନଘନ ନିର୍ଦ୍ଦେଶନାମା ଜାରି କରାଯାଇ କଟକଣା ଲଗାଯାଉଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ, ହସ୍ପିଟାଲରେ ଆସୋଲେଶନ...

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଯାତ୍ରୀଙ୍କ ପାଇଁ ୭ଟି ଗାଇଡଲାଇନ ବ୍ୟବସ୍ଥା କରାଯାଇଛି। ସେହିପରି ଗର୍ଭଗୃହରେ...

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ।...

ଖାଲିପଡ଼ୁଛି ରେଷ୍ଟୁରାଣ୍ଟ୍‌, ପବ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଭିଡ଼ ଜମୁଥିବା ରେଷ୍ଟୁରାଣ୍ଟ ଓ ପବ୍‌ ଏବେ ଖାଲିପଡ଼ୁଛି। ଗ୍ରାହକଙ୍କ ଅପେକ୍ଷାରେ କର୍ମଚାରୀଙ୍କ ଦିନ କଟୁଛି। କରୋନା ଭୟ ଯୋଗୁ ବିପୁଳ କ୍ଷତିଗସ୍ତ ହୋଇଛି ପବ୍‌ ଓ ରେଷ୍ଟୁରାଣ୍ଟ୍‌ ଶିଳ୍ପ। ଲୋକ ଘରୁ ବାହାରକୁ ବାହାରୁ ନ ଥିବାରୁ...

ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା

ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍‌.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ହରିରାଜପୁର ମେଳଣ ମଙ୍ଗଳବାର ଉଦ୍‌ଯାପନୀ ହୋଇଥାନ୍ତା।...

କରୋନା ପାଇଁ କଟକଣା ଜାରିକଲେ ଓଏଚ୍‌ଆରସ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଭାଇରସ (କୋଭିଡ୍‌-୧୯)ର ମିୁକାବିଲା କରିବା ପାଇଁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି) କଟକଣା ଜାରି କରିଛନ୍ତି। ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲା କୋର୍ଟରେ ବିଚାର କରାଯିବ। କୋର୍ଟ ପରିସରରେ ବିଚାରପତି, ମାନବାଧିକାର କର୍ମୀ, ଅଭିଯୁକ୍ତ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri