‘ଅମ୍ଫନ୍’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍.ଏ.)/ଜଗତ୍ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…
ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ
ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରାଜ୍ୟ ସରକାର, ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଓ କମିଶନରେଟ ପୋଲିସର…
ଜିଲାପାଳଙ୍କ ଭଡ଼ା କାର ନମ୍ବର ପ୍ଲେଟ ରଙ୍ଗ ବଦଳିଲା
ଜଗତ୍ସିଂହପୁର ଅଫିସ,୬ା୬: ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସରକାରୀ ଭାବେ ବ୍ୟବହାର କରୁଥିବା ଇନୋଭା କାରକୁ ନେଇ ନାନା କଥା ଆଲୋଚନା ଚାଲିଛି। ଏପରି କି ଗତ ମାର୍ଚ୍ଚ ମାସରୁ ଭଡ଼ାରେ ଲାଗିଥିବା ଏହି କାର ଜିଲାପାଳ ସରକାରୀ ଭାବେ…
ଚଢାଦରରେ କିରୋସିନ ବିକ୍ରି, ତଦନ୍ତ କଲେ ଅଧିକାରୀ
ଖପ୍ରାଖୋଲ, ୬ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚଢାଦରରେ କିରୋସିନ ବିକ୍ରି ହେଉଛି। ଏହିଭଳି ଅଭିଯୋଗ ପରେ ପ୍ରଶାସନ ତରଫରୁ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ତଦନ୍ତ ଆରମ୍ଭ ହୋଇଛି ା ପାଟଣାଗଡ ସହକାରୀ ଜିଲାପାଳ ପଦ୍ମନାଭ ପୁରୋହିତଙ୍କ ନେତୃତ୍ୱରେ…
ସମ୍ବର୍ଦ୍ଧନା ପରେ ସଙ୍ଗରୋଧ
କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ…
କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର
କଟକ ଅଫିସ,୫ା୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…
ଚାଷୀଙ୍କୁ ୪୫୦ କୋଟି କୃଷିଋଣ
କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀ ଏଥିରେ ଅଧ୍ୟକ୍ଷତା କରି ସାମୂହିକ କୃଷି ଉତ୍ପାଦନର…
ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍
କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍ଡାଉନ୍ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା…
ପଙ୍ଗପାଳ ଦମନ ପାଇଁ ପରାମର୍ଶଦାତା ଭିଡିଓ ପ୍ରସ୍ତୁତ
ଭୁବନେଶ୍ୱର, ୫।୬(ବ୍ୟୁରୋ)- ଏବେ ବି ଓଡ଼ିଶାର କୃଷି ପାଇଁ ପଙ୍ଗପାଳ ବିପଦ ରହିଛି। ତେବେ ଏହି ପାକିସ୍ତାନୀ ପଙ୍ଗପାଳ ଦମନ କରିବା ପାଇଁ ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଏକ ପରାମର୍ଶଦାତା ଭିଡିଓ ପ୍ରସ୍ତୁତ ହୋଇଛି। ଯେଉଁଥିରେ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବାଗ୍ଚୀ ଦମ୍ପତ୍ତି ଦେଲେ ଅଢ଼େଇ କୋଟି
ଭୁବନେଶ୍ୱର,୫।୬(ବ୍ୟୁରୋ):ଦକ୍ଷତା ବିକାଶ ଅଥରିଟିର ଅଧ୍ୟକ୍ଷ ସୁବ୍ରତୋ ବାଗ୍ଚୀ ଏବଂ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁସ୍ମିତା ବାଗ୍ଚୀ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅଢ଼େଇ କୋଟି ଟଙ୍କା ପ୍ରଦାନ କରିଛନ୍ତି। କରୋନା ବିପକ୍ଷରେ ଲଢେଇ ଲାଗି ଲୋକସେବା ଭବନଠାରେ ମୁଖ୍ୟ ଶାସନ…
ଶଟ୍ଡାଉନ୍ ପାଇଁ ନୂଆ ଗାଇଡ୍ଲାଇନ: ସବୁ ଛକରେ ବ୍ଲକିଂ, ଚେକିଂ କଡ଼ାକଡ଼ି ହେବ
ଭୁବନେଶ୍ୱର, ୫ା୬(ବ୍ୟୁରୋ) – ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାରକୁ ଶଟ୍ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ କଟକ ଓ ଭୁବନେଶ୍ୱର ରହୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ନୂଆ ଗାଇଡ୍ଲାଇନ୍ ଜାରି…
କୋଭିଡ୍ ପରିଚାଳନାରୁ ହଟିଲେ ୯ ବରିଷ୍ଠ ଆଇଏଏସ୍ ଅଫିସର
ଭୁବନେଶ୍ୱର,୫ା୬(ବ୍ୟୁରୋ)- ବରିଷ୍ଠ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମାଙ୍କୁ ରାଜ୍ୟ ସରକାର କୋଭିଡ୍-୧୯ ପାଇଁ ଆବଶ୍ୟକ ସାମଗ୍ରୀ କ୍ରୟ କମିଟିର ମୁଖ୍ୟ ପଦବୀରୁ ଅବ୍ୟାହତି ଦେଇଛନ୍ତି। ଏଥିସହିତ ଆହୁରି ୯ ଜଣ ଆଇଏଏସ୍ ଅଫିସରଙ୍କୁ ମଧ୍ୟ କୋଭିଡ୍ ପରିଚାଳନା ଅତିରିକ୍ତ ଦାୟିତ୍ୱରୁ ହଟାଇ…
Archives


