CORONAVIRUS UPDATE: ରାଜ୍ୟରେ ୩୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୮୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩ା୮(ବ୍ୟୁରୋ) : ସୋମବାର ୨୬ଟି ଜିଲାରୁ ୧୩୮୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୮୭୩…
କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ
କଟକ ଅଫିସ,୩ା୮: କଟକ ଜିଲାରେ ଲକ୍ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା ନେଇ ଜିଲା ଜଜ୍ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାର ସମସ୍ତ କୋର୍ଟ ପୂର୍ବାହ୍ନ…
୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ
ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି ଅନୁଗୋଳ…
ଚାଷୀଙ୍କ ବୀମାଭୁକ୍ତ ଅବଧି ୫ ପର୍ଯ୍ୟନ୍ତ ବଢ଼ିଲା
ଭୁବନେଶ୍ୱର,୩।୮(ବ୍ୟୁରୋ): ଚଳିତ ଖରିଫ୍ରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ଚାଷୀମାନେ ବୀମାଭୁକ୍ତ ହୋଇପାରି ନାହାନ୍ତି ସେମାନେ ତାଙ୍କ ଫସଲ ଲାଗି ଏହି ସମୟ ଭିତରେ…
ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ
ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍ ସମୟରେ ସରକାରଙ୍କ ଜଳସେଚନ ବ୍ୟବସ୍ଥା ଫେଲ୍ ମାରିଛି। ଫଳରେ ରାଜ୍ୟର ଲକ୍ଷଲକ୍ଷ ଚାଷୀ ଏବେ ମୁଣ୍ଡରେ…
ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର
ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ ରତ୍ନଭଣ୍ଡାର ଖୋଲାଯାଇ ନାହିଁ କି ମହାପ୍ରଭୁଙ୍କ ରତ୍ନଅଳଙ୍କାର ଯାଞ୍ଚ ମଧ୍ୟ ହୋଇପାରିନି। ସବୁଠୁ ଗୁରୁତ୍ୱପୂର୍ଣ୍ଣ…
ଶ୍ରାବଣରେ କ୍ଷେତ ଫାଟି ଆଁ: ୬୧%ରୁ କମ୍ ବର୍ଷା
ପାଟଣା,୩।୮( ସ୍ବ.ପ୍ର.)-କେନ୍ଦୁଝର ଜିଲାର ୮୦ ପ୍ରତିଶତ ଅଧିବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ କରୋନା ଯୋଗୁ ସବୁ କାମଧନ୍ଦା ମାନ୍ଦା ପଡ଼ିଥିବା ବେଳେ ଲୋକଙ୍କର ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ଏଭଳି ପରିସ୍ଥିତିରେ…
ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨, ନୟାଗଡ଼ରୁ…
ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ
ରାଇକିଆ,୨ା୮(ଡି.ଏନ୍.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି। କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର ସିକ୍ଲିନ୍…
ଖୁବ୍ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୮(ବ୍ୟୁରୋ)-କରୋନାରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍-୧୯ରେ ଆକ୍ରାନ୍ତ ହୋଇ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ହସ୍ପିଟାଲରେ ଭର୍ତ୍ତି ହେବା ଖବର ଜାଣି ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ କାମନା…
ଯୁବକଙ୍କ ମୁଣ୍ଡ କାଟି ହତ୍ୟା ଘଟଣା: ପରକୀୟା ପ୍ରୀତିରୁ ସ୍ତ୍ରୀ ଦ୍ୱାରା ଡାକି ହତ୍ୟା
ସୋରଡା,୨ା୮(ଡି.ଏନ୍.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡ଼ଗଡ଼ ଥାନା ଏକଲପୁର ଗ୍ରାମ ନିକଟ କେଶବ ତୋଟା ପାଖ ବିଲମାଳରୁ ବୋରସିଂର ନୀଳାଞ୍ଚଳ ପ୍ରଧାନ (୨୩)ଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ମୃତଦେହର ଗଣ୍ଡି ଧାନ ବିଲରୁ ଓ ୫୦ ଫୁଟ…
Archives


