ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍ ପ୍ରକଳ୍ପ
ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ ରୋଗୀ ତଥା ଡାକ୍ତରଙ୍କ ଦ୍ୱାରା ବ୍ୟବହୃତ ସାମଗ୍ରୀ ଯାହାକି, ମାଟିରେ ମିଶିବ ନାହିଁ…
ବାବୁ ଦେଉନାହାନ୍ତି ବିଦ୍ୟୁତ୍ ବିଲ୍: ବଢ଼ି ବଢ଼ି ହେଲାଣି ୩ କୋଟି
ଅନୁଗୋଳ ଅଫିସ, ୨।୮: ପ୍ରତି ପ୍ରକୋଷ୍ଠରେ ଏସି, ଚକ୍ଚକ୍ ଆଲୁଅ। ଏଥିପାଇଁ ଖର୍ଚ୍ଚ ହେଉଛି ଲକ୍ଷ ଲକ୍ଷ ଟଙ୍କାର ବିଦ୍ୟୁତ୍ ଶକ୍ତି। ହେଲେ ଏ ବାବଦ ବିଲ୍ ପଇଠ କରୁନିି କାର୍ଯ୍ୟାଳୟ। ଫଳରେ ବକେୟା ବଢ଼ି ବଢ଼ି ଆସି ୩ କୋଟି…
ଗୋଦାମରେ ସେକ୍ସ ର଼୍ୟାକେଟ୍: ୨ ଦେହଜୀବୀ ଉଦ୍ଧାର, ୫ ଗ୍ରାହକ ଗିରଫ
ଗଞ୍ଜାମ,୧ା୮(ଡି.ଏନ୍.ଏ.)- ରମ୍ଭା ପୋଲିସ ଶୁକ୍ରବାର ବିଳମ୍ବିତ ରାତ୍ରରେ ପାଟ୍ରୋଲିଂ କରୁଥିବାବେଳେ ଜହାମି ନିକଟ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଗୋଦାମରେ ଚଢାଉ କରିଥିଲା। ସେଠାରୁ ୨ ଦେହଜୀବୀଙ୍କୁ ଉଦ୍ଧାର କରିଥିବାବେଳେ ୫ ଗ୍ରାହକଙ୍କୁ ଗିରଫ କରିଛି। ଏକ କାର (ନଂ.ଓଆର୍୦୫ଏକ୍ସ-୦୬୮୧)…
ଭୁବନେଶ୍ୱରରେ ଖୋଲିବ ସପିଂ ମଲ
ଭୁବନେଶ୍ୱର,୧ା୮(ବ୍ୟୁରୋ)-ଭୁବନେଶ୍ୱରରେ ଖୋଲିବ ସପିଂ ମଲ। ଏ ନେଇ ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅନୁମତି ଦେଇଛି। ତେବେ ମଲ ଖୋଲିବା ନେଇ ବିଏମସି ପକ୍ଷରୁ ଏସଓପି ଜାରି କରାଯାଇଛି। ମଲ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଖୋଲିବନି। ସେହିପରି ଗେମ…
ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୧ା୮(ବ୍ୟୁରୋ)-କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଏହି ସମୟରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ଏବଂ ଶିଶୁଙ୍କ…
ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧ା୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୧୩୯ ଜଣ , କଟକରୁ ୭୮, ସୁନ୍ଦରଗଡରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩, କେନ୍ଦୁଝରରୁ ୩୧,…
ପ୍ରେମିକାଙ୍କୁ ବ୍ରିଜ୍ତଳକୁ ଠେଲି କ୍ବାରାଣ୍ଟାଇନରେ ପ୍ରେମିକ
ବରଗଡ଼ ଅଫିସ୍,୧।୮-ପ୍ରେମିକାଙ୍କୁ ବ୍ରିଜ୍ ତଳକୁ ଠେଲି ଦେଇ ଜଣେ ଯୁବକ ଏକ ଟିଏମ୍ସିରେ କ୍ବାରାଣ୍ଟାଇନରେ ରହିବା ଘଟଣା ଏବେ ବରଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ଗୁରୁତର ଅବସ୍ଥାରେ ସମ୍ପୃକ୍ତ ଯୁବତୀ ଜଣକ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୂଚନା ଅନୁଯାୟୀ,…
ଶସ୍ତା ସାମଗ୍ରୀ ଆଳରେ କରୋନା କିଣନ୍ତୁ ନାହିଁ: ବିଏମ୍ସି କମିଶନର
ଭୁବନେଶ୍ୱର,୧ା୮(ବ୍ୟୁରୋ)-ବଜାରକୁ ଯାଉଥିଲେ, ଭିଡରୁ ନିବୃତ୍ତ ରୁହନ୍ତୁ। ବର୍ତ୍ତମାନ ସମୟରେ ସଂକ୍ରମଣରୁ ବର୍ତ୍ତିବାକୁ ହେଲେ ଭିଡ଼ରୁ ଦୂରରେ ରହିବା ଭଲ। ଘରୁ ବାହାରକୁ ଗଲା ପରେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦିଅନ୍ତୁ, ସାମାଜିକ ଦୂରତା ନିୟମ ପାଳନ କରନ୍ତୁ। ଟଙ୍କା ବଞ୍ଚାଇବା ଆଳରେ…
ବ୍ରହ୍ମପୁରରେ ୨ ନୂଆ କୋଭିଡ୍ ହସ୍ପିଟାଲ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମପୁରରେ ଦୁଇଟି ନୂଆ କୋଭିଡ୍ ହସ୍ପିଟାଲକୁ ଶନିବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ଏହି ଦୁଇଟି ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲରେ ୧୫୦ ଲେଖାଁଏ ମୋଟ ୩୦୦ ଶଯ୍ୟା ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଗଞ୍ଜାମ…
ଭଦ୍ରକ ଜିଲା: ଶନିବାର, ରବିବାର ଶଟ୍ଡାଉନ
ଭଦ୍ରକ ଅଫିସ, ୧ା୮-ଅଗଷ୍ଟ ମାସର ସବୁ ଶନିବାର ଓ ରବିବାର ଶଟ୍ଡାଉନ ରହିବ। ଭଦ୍ରକ ଜିଲାର ବିଭିନ୍ନ କୋଣାନୁକୋଣରେ ଏହି ନିୟମ ବଳବତ୍ତର ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ନିର୍ଦ୍ଦେଶାନାମା ଜାରି କରିଛନ୍ତି। ପୂର୍ବଭଳି ଅତ୍ୟାବଶ୍ୟକ ସେବାକୁ…
ରାଜଧାନୀରେ ସାବାଡ ହେବେ ଅମାନିଆ: ଜାରି ହେଲା ହ୍ବାଟ୍ସଆପ୍ ନମ୍ବର
ଭୁବନେଶ୍ୱର,୧।୮(ବ୍ୟୁରୋ)-ଏଥର ସାବାଡ ହେବେ ଅମାନିଆ। ରାଜଧାନୀରେ କୋଭିଡ କଟକଣାକୁ ନ ମାନି ବୁଲୁଥିବା ଆମାନିଆଙ୍କୁ ସାବାଡ କରିବା ପାଇଁ ଶନିବାର ନୂଆ ତରିକା ଆପଣାଇଛନ୍ତି ଡିସିପି ଉମାଶଙ୍କର ଦାଶ। ସର୍ବସାଧାରଣଙ୍କ ପାଇଁ ଡିସିପି ହ୍ବାଟ୍ସଆପ ନମ୍ବର ଜାରି କରିଛନ୍ତି। ଯଦି କୌଣସି…
ରାଜଧାନୀରେ ୧୨୬ ପଜିଟିଭ୍: ମୋଟ୍ ଆକାନ୍ତଙ୍କ ସଂଖ୍ୟା ୨୮୬୧କୁ ବୃଦ୍ଧି
ଭୁବନେଶ୍ୱର,୧ା୮(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧ରେ ପହଞ୍ଚିଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ…
Archives


