ରାଜ୍ୟ

ଆସୁଛି ଲଘୁଚାପ: ୧୧, ୧୨ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ ଉପକୂଳ…

ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଏହି ଟିମ୍‌ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ…

ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟବାସୀ କରୋନା(କୋଭିଡ-୧୯) ମହାମାରୀ ସହ ଲଢ଼େଇ କରୁଛନ୍ତି। ୪ଟି ପର୍ଯ୍ୟାୟ ଲକ୍‌ଡାଉନ୍‌ ପରେ…

CORONAVIRUS UPDATE: ପୁଣି ୬୫ ଆକ୍ରାନ୍ତ ସୁସ୍ଥ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୪୮୧ ବୃଦ୍ଧି

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୧୪, ଜଗତସିଂହପୁର-କେନ୍ଦ୍ରାପଡ଼ାର ୧୦, ଭଦ୍ରକର ୮, କେନ୍ଦୁଝରର ୭, ବଲାଙ୍ଗୀରର ୬, ଖୋର୍ଦ୍ଧାର ୩, ବାଲେଶ୍ୱର-ଯାଜପୁରର ୨, ଢେଙ୍କାନାଳ-ଝାରସୁଗୁଡ଼ା-କନ୍ଧମାଳର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ…

ଭୁବନେଶ୍ୱରରୁ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇଟ୍‌ କରି ସୂଚନା ଦେଲା ବିଏମ୍‌ସି

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱରରେ ଆଉ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କଳିଙ୍ଗ ବିହାର ଅଞ୍ଚଳର। ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଭଳି ଅନ୍ୟ ୩ ସଂକ୍ରମିତ ଲୋକାଲ କେସ୍‌…

ରେଳଧାରଣାରୁ ପୋଲିସ ଡିଏସ୍‌ପିଙ୍କ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ , ୪।୬ – ସରକାରୀ ରେଳବାଇ ଥାନା (ଜିଆର୍‌ପି) ଅନ୍ତର୍ଗତ ଗୋପାଳପୁର ଓଭର ବ୍ରିଜ ତଳ ଦେଇ ଯାଇଥିବା ରେଳଧରଣାରୁ ବୁଧବାର ରାତ୍ର ୧୧ଟା ବେଳେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା । ମୃତ ମହିଳା…

ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟା ଏଣ୍ଟ୍ରି ଅପରେଟର, ତହସିଲଦାର ଅଟକ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟାଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ। ଏକ ଜମିଜମା ମାମଲା ପାଇଁ ଧନେଶ୍ୱର ୧ ଲକ୍ଷ ୨୦ହଜାର ଟଙ୍କା ନେଉଥିଲେ। ଏହି ସମୟରେ ଡିଏସ୍‌ପି ଅକ୍ଷୟ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଚଢ଼ାଉ…

ସ୍ନାନଯାତ୍ରା ପାଇଁ ମୁତୟନ ହେବେ ୩୮ ପ୍ଲାଟୁନ୍‌ ଫୋର୍ସ

ପୁରୀ ଅଫିସ,୪।୬: ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏଥର ବିନା ଭକ୍ତରେ ସ୍ନାନଯାତ୍ରା ହେବା ନେଇ ଯଦିଓ ନିଷ୍ପତ୍ତି ହୋଇଛି, ତଥାପି ପୋଲିସ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସ୍ନାନ ଯାତ୍ରା ପାଇଁ ମୋଟ ୩୮ ପ୍ଲାଟୁନ୍‌ ଫୋର୍ସ…

ପଙ୍ଗପାଳ ବିପଦ ଟଳିନି; ରାଜ୍ୟକୁ ୩ ଜୋନ୍‌ରେ ବିଭକ୍ତ କରାଯାଇ ରଖାଯାଇଛି ନଜର: ମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ବିପଦ ନାହିଁ ବୋଲି କହିହେବ ନାହିଁ। ସମ୍ଭାବ୍ୟ ପଙ୍ଗପାଳ ଆତଙ୍କକୁ ନେଇ କୃଷି ମନ୍ତ୍ରୀ ଅରୁଣ ସାହୁ ଗୁରୁବାର ଏହା କହିଛନ୍ତି। ସେ କହିଛନ୍ତି, ପଙ୍ଗପାଳ ଏବେ ମଧ୍ୟପ୍ରଦେଶ-ଛତିଶଗଡ଼ ସୀମାରେ ଅଛନ୍ତି। ଆମେ କେମିକାଲ ସ୍ପ୍ରେ ପାଇଁ…

ନୟାଗଡ଼ ମୁଖ୍ୟଚିକିତ୍ସାଳୟର ଷ୍ଟାଫ ନର୍ସ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୪।୬: ନୟାଗଡ଼ ଜିଲାରୁ ଗୁରୁବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ଷ୍ଟାଫ ନର୍ସ ଥିବା ସିଡିଏମ୍‌ଓ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। କିଛିଦିନ ପୂର୍ବରୁ ନର୍ସଙ୍କ ସ୍ବାବ…

ଶଟ୍‌ଡାଉନ୍‌ ସମୟରେ ଚାଲିବ ବସ୍‌, ଅଟୋ,ଟ୍ୟାକ୍ସି

କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ବଲାଙ୍ଗୀର…

ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ ହେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri