ରାଜ୍ୟ

୪ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ପ୍ରଶାସନ ଯଥାସମ୍ଭବ ପଦକ୍ଷେପ ନେଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତିଦିନ ଖବରଦାତା ସମ୍ମିଳନୀ କରାଯାଇ କରୋନାର ସ୍ଥିତି ସମ୍ପର୍କରେ ସୂଚନା ଦିଆଯାଉଛି। ଏହି...

ରାଜ୍ୟ ସରକାରଙ୍କ ୬ ମାସିଆ ରଣକୌଶଳ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଭିଡ୍‌ ୧୯ ଭାଇରସ୍‌ ସଂକ୍ରମଣ ଏଡ଼ାଇବା ପାଇଁ ସରକାରୀ ସ୍ତରରେ ବ୍ୟାପକ ପଦକ୍ଷେପ ଜାରି ରହିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ...

ଓଡ଼ିଶାରେ କରୋନା

ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍‌ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଠାବ କରାଯାଇଛି। ଶନିବାର ଇଟାଲୀରୁ ଫେରିବା...

ଶ୍ରୀଜୀଉଙ୍କ ଦର୍ଶନ ପୂର୍ବରୁ ଫର୍ମ ପୂରଣ କରିବେ ଶ୍ରଦ୍ଧାଳୁ: ଥଣ୍ଡାଜ୍ୱର ଥିଲେ ନ ଆସିବାକୁ ପରାମର୍ଶ, ସ୍ପର୍ଶ ବାରଣ

ପୁରୀ ଅଫିସ,୧୫।୩: କରୋନା ସତର୍କତାକୁ ନେଇ ରବିବାର ଶ୍ରୀମନ୍ଦିର ଛତିଶା ନିଯୋଗର ଏକ ବୈଠକ ବସିଛି। ମୁଖ୍ୟ ପ୍ରଶାସକ ଡ . କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବଠକରେ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ସହ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ...

୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ

ନରାଜ,୧୫।୩(ଡି.ଏନ୍‌.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍‌ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ। ଜନମାନସରେ ଏହାକୁ ରୁଚିକର କରିବା ପାଇଁ ସଂକୀର୍ତ୍ତନ ବୋଲି କୁହାଯାଏ। ଖୋଳ ଓ...

ବାର୍‌, ପବ୍‌ରେ କରୋନା ଛାଟ:ଲାଉଡ୍‌ ସ୍ପିକର ବଜାଇବା ନିଷେଧ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): ମହାମାରୀ କରୋନା ଭାଇରସ୍‌ ଆତଙ୍କରେ ସାରା ବିଶ୍ୱବାସୀ ଭୟଭୀତ। ଏହି ଭାଇରସ୍‌ ରାଜ୍ୟରେ ଯେଭଳି ସଂକ୍ରମିତ ନ ହେବ ସେଥିଲାଗି ବ୍ୟାପକ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସରକାର ଫିଲ୍ମ ହଲ୍‌, ସୁଇମ ପୁଲ୍‌ ଏବଂ...

ବଲିଉଡ୍‌ ଫିଲ୍ମରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ମୁଖ୍ୟ କ୍ରିଷ୍ଣା ରେଡ୍ଡୀ

କଟକ ଅଫିସ,୧୫।୩: ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ମୁଖ୍ୟ କ୍ରିଷ୍ଣା ରେଡ୍ଡୀଙ୍କୁ ମିଳିଛି ବଲିଉଡ୍‌ ଟିକେଟ୍‌। ଏକ ରିୟଲିଟି ସୋ’ରେ ଭାଗ ନେବା ସହ ନିଜ ନୃତ୍ୟ ମାଧ୍ୟମରେ ସାରା ଦେଶରେ ଚର୍ଚ୍ଚିତ ହୋଇଥିବା ବ୍ରହ୍ମପୁର ଅଞ୍ଚଳର କ୍ରିଷ୍ଣା ଏବେ ଅଭିନୟ...

ଇକୋ ଟୁରିଜମ ଅଞ୍ଚଳ ପାଇଁ ଜାରି ହେଲା ଗାଇଡ୍‌ ଲାଇନ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ଭୂତାଣୁ ଜନିତ ରୋଗକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ଉକୋ ଟୁରିଜମ ପାଇଁ ଶୁକ୍ରବାର ଏକ ଗାଇଡ ଲାଇନ ଜାରି କରିଛି। ଗଣମାଧ୍ୟମକୁ ସୂଚନା ଦେଇ ଚିଫ୍‌ ଓ୍ବାଇଲଡ ଲାଇଫ ହରି ଶଙ୍କର ଉପାଧ୍ୟାୟ...

ସଚେତନତାକୁ ଗୁରୁତ୍ୱ ଦେଲେ ରେଳ କର୍ତ୍ତୃପକ୍ଷ:ଟ୍ରେନ୍‌ରେ ଯାତ୍ରୀଙ୍କୁ କମ୍ବଳ ମନା

ଭୁବନେଶ୍ୱର,୧୫।୩ (ବ୍ୟୁରୋ): ବିଭିନ୍ନ ରେଳ ଷ୍ଟେଶନ ଦେଇ ବାହାର ରାଜ୍ୟରୁ ଲୋକେ ଓଡ଼ିଶାକୁ ପ୍ରବେଶ କରୁଛନ୍ତି। ହେଲେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଏଯାଏ କୌଣସି ବି ରେଳ ଷ୍ଟେଶନରେ ସ୍କ୍ରିନିଂ କିମ୍ବା ଅନ୍ୟ କୌଣସି ବ୍ୟବସ୍ଥା ନାହିଁ। ଏପରିସ୍ଥଳେ...

ରାଜଧାନୀରେ ବନ୍ଦ ରହିବ କୋଚିଂ ସେଣ୍ଟର

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ପାଇଁ ଶୁକ୍ରବାର ସିନେମା ହଲ୍‌, ସୁଇମିଂ ପୁଲ, ଜିମ୍‌ ସେଣ୍ଟରକୁ ବନ୍ଦ କରାଯାଇଥିବାବେଳେ ଶନିବାର ରାଜଧାନୀର ସମସ୍ତ କୋଚିଂ ସେଣ୍ଟର ଓ ଟ୍ୟୁଶନ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି...

କରୋନାକୁ ନେଇ କୋକୁଆ ଭୟ: ପର୍ଯ୍ୟଟନସ୍ଥଳୀ, ପାର୍କ ଖାଁ ଖାଁ;ରାସ୍ତା କଡ଼ରେ ବିକ୍ରି ହେଲାଣି ମାସ୍କ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଘାତକ କରୋନା ଭୂତାଣୁ ସଂକ୍ରମଣରେ ଭାରତର ଦୁଇଜଣଙ୍କ ମୃତ୍ୟୁ ଘଟିବା ପରେ ଏବେ ସରକାରୀ ସ୍ତରରେ ତତ୍ପରତା ଆହୁରି ବଢ଼ିଯାଇଛି। ଓଡ଼ିଶାରେ ଏଯାଏ କୌଣସି ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇ ନ ଥିଲେ ମଧ୍ୟ ସନ୍ଦିଗ୍ଧଙ୍କ ସଂଖ୍ୟା...

ଦକ୍ଷିଣା ଟଙ୍କାକୁ ନେଇ ସେବକଙ୍କ ସହ ଗଣ୍ଡଗୋଳ: ସିଂହଦ୍ୱାର ଆଗରେ ଶଙ୍ଖା ଭାଙ୍ଗିଲେ ମହିଳା

ପୁରୀ ଅଫିସ,୧୫।୩: ଶ୍ରୀମନ୍ଦିରରେ ଦାନ, ଦକ୍ଷିଣା ଆଦାୟ ଉପରେ ସୁପ୍ରିମ୍‌କୋର୍ଟ ରୋକ୍‌ ଲଗାଇଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ କୌଣସି ପ୍ରକାର ଜୁଲମ୍‌ କରାଯାଇ ପାରିବ ନାହିଁ। ଥାଳି ପକାଇ କେହି ଦକ୍ଷିଣା ଆଦାୟ କରିପାରିବେ ନାହିଁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri