ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା
ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ ମୃତ୍ୟୁ…
୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ
କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ ଭାଳେଣି ପଡ଼ିଲାଣି। କିଛି ଦିନ ଭିତରେ ପଙ୍ଗପାଳ ଦଳ ଛତିଶଗଡ଼ ସୀମାବର୍ତ୍ତୀ ଜିଲାଗୁଡ଼ିକରେ…
ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି
କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍ଡାଉନ୍ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି ସ୍ଥିତିରେ ଆଣି ଛିଡ଼ା କରେଇଛି ଯେ, ଓଡ଼ିଶା ଫେରିବା ପାଇଁ ଜଣେ ପ୍ରବାସୀ…
ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ…
ବଡ଼ଦାଣ୍ଡକୁ ବାହାରିବନି ବିମାନ
ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍ ୩୦ ପର୍ଯ୍ୟନ୍ତ କୌଣସି ଧାର୍ମିକସ୍ଥଳକୁ ସର୍ବସାଧାରଣ ଯାଇପାରିବେ ନାହିଁ। ସେହିପରି ଧାର୍ମିକ ସମାବେଶ ଉପରେ ବି…
ବିରୋଧ ପରେ ପିପିଇ ରଖିଲେ
ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟକୁ ପ୍ରଥମେ ମନଇଚ୍ଛା ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ(ପିପିଇ) କିଟ୍ ମଗାଇଦେଲେ। ତାହା ପହଞ୍ଚତ୍ବା ପରେ ରଖିବାକୁ ମନା କରିଦେଇଥିବା ରାଜ୍ୟ ସରକାର ଶେଷରେ ନିଜ ନିଷ୍ପତ୍ତି ବଦଳାଇଛନ୍ତି। ବିଭିନ୍ନ ମହଲରୁ ବିରୋଧ ପରେ ଅନ୍ୟ ରାଜ୍ୟରୁ କିଟ୍ ନେଇ ଆସିଥିବା…
ଓଏଏସ୍ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଶ୍ରମ ଓ ନିୟୋଜନ ବିଭାଗ ଅତିରିକ୍ତ ସଚିବ ସୁଧାକର ବୁର୍ଗୀଙ୍କୁ ଓଡ଼ିଶା…
ଚିନ୍ତା ବଢ଼ାଇଲେ ସ୍ଥାନୀୟ ଆକ୍ରାନ୍ତ
ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୋଟିଏ ଦିନରେ ୧୮ଜିଲାରେ ଚିହ୍ନଟ ହୋଇଛନ୍ତି ଆଉ ୧୪୧ ନୂଆ ଆକ୍ରାନ୍ତ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏମାନଙ୍କ ମଧ୍ୟରେ ୩୧ଜଣ ସ୍ଥାନୀୟ ସଂକ୍ରମଣ(ଲୋକାଲ କେସ୍) ଅଛନ୍ତି।…
ଆଗକୁ ୨୧ ଦିନ ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୩।୬(ବ୍ୟୁରୋ): ଗୁଜରାଟ, ମହାରାଷ୍ଟ୍ର, ଚେନ୍ନାଇ ଏବଂ ଦିଲ୍ଲୀର ଅବସ୍ଥା ୨ ମାସ ତଳେ ଯେଭଳି ବିପଦପୂର୍ଣ୍ଣ ଥିଲା ଏବେ ଓଡ଼ିଶା ସେହି ସ୍ଥିତି ଦେଇ ଗତି କରୁଛି। ଉପରୋକ୍ତ ରାଜ୍ୟଗୁଡ଼ିକରେ କରୋନାରେ ସଂକ୍ରମିତ ହୋଇଥିବା ଶ୍ରମିକମାନଙ୍କୁ ଓଡ଼ିଶା ସରକାର କୌଣସି ଯନ୍ତ୍ରଣା…
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା: ଅଧିକ ସକ୍ରିୟ ହେବ ମୌସୁମୀ
ଭୁବନେଶ୍ୱର,୨।୬(ବ୍ୟୁରୋ): ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ତାହା ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ତେବେ…
ଜାରି ହେଲା ସଂଶୋଧିତ ଗାଇଡଲାଇନ: ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ବନ୍ଦ; ପରୀକ୍ଷା ପାଇଁ ଅନୁମତି
ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟରେ କୋଭିଡ-୧୯ ସଂକ୍ରମଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାର ଆସନ୍ତା ଜୁନ ୩୦ ତାରିଖ ଯାଏ କେତେକ କ୍ଷେତ୍ରରେ କଟକଣା ଘୋଷଣା କରିଛନ୍ତି। ଏପରିକି ଚଳିତ ମାସର ଶନିବାର ଓ ରବିବାର ଦୁଇଦିନ ସଟଡାଉନ ଘୋଷଣା କରାଯାଇଛି। ଏ…
ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକା: ଶୀର୍ଷରେ ନବୀନ, ମିଳିଛି ୮୨.୯୬ ପ୍ରତିଶତ ରେଟିଂ
ନୂଆଦିଲ୍ଲୀ,୨।୬- ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିପାରିଛନ୍ତି। ଆଇଏଏନ୍ଏସ୍ -ସି ଭୋଟର ଷ୍ଟେଟ ଅଫ୍ ଦି ନେଶନ-୨୦୨୦ ସର୍ଭେରୁ ଏହା ଜଣାପଡ଼ିଛି। ନିକଟରେ ଓଡ଼ିଶାରେ ନବୀନ ବିଜେଡି ସରକାରର…
Archives


