ରାଜ୍ୟ

୧୮ ଜିଲାରୁ ୧୪୧ ପଜିଟିଭ୍‌: ୧୧୦ କ୍ୱାରାଣ୍ଟାଇନ ସେଣ୍ଟରରୁ, ୩୧ ଲୋକାଲ କେସ୍‌; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ ହୋଇଥିବା ୧୪୧ ନୂଆ କରୋନା ପଜିଟିଭ୍‌ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୨୭ ଆକ୍ରାନ୍ତ ରହିଛନ୍ତି। ସେହିପରି ଖୋର୍ଦ୍ଧରୁ ୨୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ୧୯, କେନ୍ଦ୍ରାପଡ଼ା ୧୩,…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ସକାଳେ ସ୍ବାଭାବିକ, ସନ୍ଧ୍ୟାରେ ଖାଁ ଖାଁ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦୁଇମାସର ଲକ୍‌ଡାଉନ୍‌ ପରେ ସୋମବାର ଥିଲା ଅନ୍‌ଲକ୍‌-୧.୦ର ପ୍ରଥମ ଦିନ। କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି ଗାଇଡ୍‌ଲାଇନ୍‌ ଅନୁଯାୟୀ ସବୁକିଛି ପୂର୍ବଭଳି ନ ହେଲେ ବି ପ୍ରାୟତଃ ସ୍ବାଭାବିକ ହୋଇଯିବ ବୋଲି ଆଶା କରାଯାଉଥିଲା। ଏଥିପାଇଁ ସକାଳ ହେବାକ୍ଷଣି ରାଜ୍ୟ…

ଏବର୍ଷ ବିଦେଶରେ ଗଡ଼ିବନି ରଥ

ଭୁବନେଶ୍ୱର,୨।୬(ବ୍ୟୁରୋ): କରୋନା ଲାଗି ପୁରୀରେ ଏଥର ଭକ୍ତଙ୍କ ବିନା ରଥଯାତ୍ରା ହେବ। ଶ୍ରୀଜୀଉଙ୍କ ପହଣ୍ଡିରୁ ଆରମ୍ଭକରି ରଥଟଣା ପର୍ଯ୍ୟନ୍ତ ସବୁକିଛି ସେବାୟତ ଓ ପୋଲିସ ଦ୍ୱାରା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ହେଲେ ପ୍ରତିବର୍ଷ ଦେଶ ବିଦେଶରେ ଅନୁଷ୍ଠିତ ହେଉଥିବା ରଥଯାତ୍ରା ହେବା…

‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ…

ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ସାମିଲ ହେଲା ଓଡ଼ିଶା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓ୍ବାନ୍‌ ନେଶନ ଓ୍ବାନ୍‌ ରାଶନରେ ଓଡ଼ିଶା ସାମିଲ ହେଲା। ସିକିମ, ମିଜୋରାମ ସହିତ ଓଡ଼ିଶାକୁ କେନ୍ଦ୍ର ସରକାର ଇଣ୍ଟିଗ୍ରେଟ୍‌ ମ୍ୟାନେଜମେଣ୍ଟ ଅଫ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ଆଇଏମ୍‌-ପିଡିଏସ୍‌)ସ୍କିମ୍‌ରେ ସାମିଲ କରିଛନ୍ତି। ଏ ନେଇ ସୋମବାର କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ…

ଓଡ଼ିଶାରୁ ଚାଲିଲା ୧୨ ଯୋଡ଼ା ଟ୍ରେନ୍

ଭୁବନେଶ୍ୱର, ୨।୬ (ବ୍ୟୁରୋ): ଅନ୍‌ଲକ୍‌-୧.୦ର ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୨ଶହ ଯାତ୍ରିବାହୀ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ୧୨ ଯୋଡ଼ା ଟ୍ରେନ୍‌ ଗଡ଼ିଛି। ସୋମବାର ସକାଳେ ପ୍ରଥମ ଟ୍ରେନ୍‌ ଭାବେ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ କୋଲକାତା…

ସୌରଶକ୍ତି ଚାଳିତ ହେବ ବିଧାନସଭା

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡିଶା ବିଧାନସଭା ସାୈରଶକ୍ତି ଚାଳିତ ହେବ। ବିଧାନସଭା ଛାତ ଉପରେ ସାୈର ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ…

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ…

ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର

ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍‌ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ୨୪ଟି ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଛି। ଏଥିରେ ମୋଟ ୧୩୧୬…

ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର, ୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା…

ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ

ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି କାର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri