ରାଜ୍ୟ

ଚିରନ୍ତନ ପ୍ରେମର ସନ୍ତକ ନିମୁହିଁ ମନ୍ଦିର

ସୋନପୁର,୧୫।୩(ନି.ପ୍ର.) ସୁବର୍ଣ୍ଣପୁରର ନିମୁହିଁ ମନ୍ଦିର ଏକ ବିସ୍ମୟ। ମନ୍ଦିରର ଉଚ୍ଚତା ପ୍ରାୟ ୨୫ ଫୁଟ । ଲମ୍ବ ୧୨ ଫୁଟକୁ ପ୍ରସ୍ଥ ପ୍ରାୟ ୧୨ ଫୁଟ୍‌ । ସୂକ୍ଷ୍ମ କାରୁକାର୍ଯ୍ୟର ନମୁନା ସ୍ବରୂପ ମନ୍ଦିର ଗାତ୍ରରେ ରହିଛି ନର୍ତ୍ତକୀ, ମେଣ୍ଢା...

କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିବ ‘କଳାଭୂମି’

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତତନ୍ତ ବିଭାଗ ଅନ୍ତର୍ଗତ ‘କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ...

କରୋନା ମୁକାବିଲା ଚିନ୍ତା: ବିଏମ୍‌ସି ପକ୍ଷରୁ ସ୍କ୍ବାଡ ଗଠନ; ପାନଛେପ ପକାଇଲେ କର୍ମଚାରୀଙ୍କୁ ୫ଶହ ଜରିମାନା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣ ସଂକ୍ରମଣର ଭୟାବହତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ବିଏମ୍‌ସି କମିଶନର କହିଛନ୍ତି, ୩ଟି ଜୋନା ପାଇଁ ପୃଥକ୍‌ ପୃଥକ୍‌ ସ୍କ୍ବାଡ...

କରୋନା ସତର୍କତା: ବିଜେଡିର କାର୍ଯ୍ୟନିର୍ବାହୀ ବୈଠକ ସ୍ଥଗିତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସିନେମା ହଲ, ଜିମ୍‌, ସୁଇମିଂ ପୁଲ, ପାର୍କ ଆଦି ସ୍ଥାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମାର୍ଚ୍ଚ ୧୬ ତାରିଖରେ...

କରୋନା ପ୍ରଭାବ: ମାର୍ଚ୍ଚ ୧୫ରୁ ୩୧ ଯାଏ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାରିଆଡ଼େ କରୋନା ଆତଙ୍କ। ଭାରତରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିବା ପରେ ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ବିଭିନ୍ନ ସ୍କୁଲ, କଲେଜ, ସପିଂମଲ, ଜିମ୍‌...

ଥମୁନି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରାସ୍ତାରେ ପ୍ରସବ କଲେ ଗର୍ଭବତୀ

ରାୟଗଡ଼ା ଅଫିସ,୧୪।୩- ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଅଡ଼ାଜାଲ ଗ୍ରାମରେ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଶନିବାର ଜଣେ ଗର୍ଭବତୀ ରାସ୍ତାରେ ପ୍ରସବ କରିଛନ୍ତି। ସେ ୨ଟି ସନ୍ତାନ ଜନ୍ମ ଦେଇଥିବାବେଳେ ସେଥିରୁ...

ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବି: ଏପ୍ରିଲ ୧ କଳାଦିବସ, ୨୯ରେ ମହାବନ୍ଦ ଡାକରା

ବରଗଡ଼ ଅଫିସ, ୧୪।୩- ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ପୁଣି ଆନ୍ଦୋଳନ ତେଜି ଉଠୁଛି। ଏହାକୁ ନେଇ ଆସନ୍ତା ଏପ୍ରିଲ ୧ତାରିଖକୁ କଳା ଦିବସ ଭାବେ ପାଳନ କରାଯିବ ଏବଂ ଏପ୍ରିଲ ୨୯ ତାରିଖ କୋଶଲ ମହାବନ୍ଦ କରାଯିବ।...

ଝରିଗାଁରେ କରୋନା ଭୟ: ଶ୍ରୀହରିକୋଟାରୁ ଫେରିଥିବା ୨ ଯୁବକଙ୍କୁ ଗାଁରେ ପୂରାଇ ଦେଲେନି ଗ୍ରାମବାସୀ

ଝରିଗାଁ,୧୪।୩(ସ୍ବ.ପ୍ର.): ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମଧ୍ୟ ଏହି ଆତଙ୍କ ଖେଳିଯାଇଛି। ପ୍ରାପ୍ତ ସୂଚନାରୁ ପ୍ରକାଶ, ନବରଙ୍ଗପୁର ଜିଲା ବାଣୁଆଗୁଡ଼ା ପଞ୍ଚାୟତ ପଲସଗାଁର କିଛି ଯୁବକ ଦାଦନ ଖଟିବାକୁ...

ଧରିତ୍ରୀ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: ରକ୍ତ କର୍କଟ ପୀଡ଼ିତ ଶିଶୁଙ୍କ ଚିକିତ୍ସା ସହାୟତା ପାଇଁ ନିବେଦନ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ, ୧୪।୩- ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧୬ ଡ୍ୟାମ୍‌ କଲୋନୀ (ଗାନ୍ଧୀନଗର) ନିବାସୀ ଅଜୟ ଦୀପଙ୍କ ଏକମାତ୍ର ଶିଶୁପୁତ୍ର ରୋହିତ(୫) ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ପରିବାର ଲୋକେ ତାଙ୍କୁ ମୁମ୍ବାଇସ୍ଥିତ...

ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ...

କରୋନା ମୁକାବିଲା ପାଇଁ ଏସ୍‌ସିବି ପ୍ରସ୍ତୁତ

କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍‌ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ...

ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri