ଆଦିତ୍ୟ ଦାସ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
କଟକ ଅଫିସ,୩୦।୭: ସାମାଜିକ କର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ଏନେଇ ଗୁରୁବାର ଡିଜିପି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଜୁଲାଇ ୭ରେ ଆଦିତ୍ୟଙ୍କ…
ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ
ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି…
ଗଛରେ ଝୁଲୁଛି ୩ ମୃତଦେହ
ଛେଣ୍ଡିପଦା,୨୯ା୭(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟା ପଞ୍ଚାୟତର ଡିମିରିପଦା ପାହାଡ଼କୁ ଲାଗିଥିବା ବାଲିକୁଦିଆ ଜଙ୍ଗଲର ଏକ ଗଛରେ ୩ ଜଣଙ୍କ ମୃତଦେହ ଝୁଲୁଥିବା ବୁଧବାର ରାତିରେ ଦେଖିବାକୁ ମିଳିଛି। ବାଲିପଟା ଗାଁର ଜଣେ ଗାଈ ଚରାଳି ସାରେ ଫେରୁଥିବା ବେଳେ…
ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ
ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ କରିବାକୁ ନିଷ୍ପତି ନେଇଛନ୍ତି। ପରେଡ କେବଳ ପୋଲିସ ବ୍ୟାଣ୍ଡ ପାର୍ଟି, ୩ଟି…
ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ
ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର ପ୍ରଫୁଲ୍ଲ ସ୍ବାଇଁଙ୍କ ଝିଅ ଲିଜାରାଣୀ ସ୍ବାଇଁ। ଲିଜା ଗୋଡ଼ା ପଞ୍ଚାୟତସ୍ଥିତ ବୃନ୍ଦାବନ ବିହାରୀ…
ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ, କୋରାପୁଟରୁ ୩୫ଜଣ, ବାଲେଶ୍ୱରରୁ ୩୩ଜଣ, କନ୍ଧମାଳରୁ ୨୯ଜଣ, ଅନୁଗୋଳରୁ ୨୬ଜଣ, କେନ୍ଦୁଝରରୁ ୨୩ଜଣ,…
ଏହି ଜିଲାକୁ ୪ ଦିନ ପାଇଁ ଶଟ୍ଡାଉନ ଘୋଷଣା କଲେ ଜିଲାପାଳ
ବଲାଙ୍ଗୀର ଅଫିସ,୨୯।୭-ବଲାଙ୍ଗୀର ଜିଲାକୁ ୪ ଦିନ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲା ଶଟ୍ଡାଉନ ରହିବ। ବୁଧବାର ଜିଲାପାଳ ଅରବିନ୍ଦ ଡାକୁଆ ଏହି ସୂଚନା ଦେଇଛନ୍ତି। ଗତକାଲି ଜିଲାରେ ୨୧ ଆକ୍ରାନ୍ତ…
ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ
ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ ବୃନ୍ଦାବନ ସେଠି ଓ ବାବୁ ମହାନ୍ତି। ଉଭୟେ ଗାଧୋଇବା ପାଇଁ କେନାଲକୁ ଯାଇଥିବାବେଳେ…
ପ୍ଲାଜମା ଦାନ କଲେ ରାଜ୍ୟର ପ୍ରଥମ ମହିଳା
ଭୁବନେଶ୍ୱର,୨୯।୭(ବ୍ୟୁରୋ)-କରୋନାକୁ ହରାଇବା ପରେ କଟକ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଜଣେ ଛାତ୍ରୀ ବୁଧବାର ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି…
ରାଜଧାନୀରେ ମାଡି ଚାଲିଛି କରୋନା: ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ମାଡି ଚାଲିଛି କରୋନା। ବୁଧବାର ଆଉ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୩୯ ଲୋକାଲ କେସ। ୟୁନିଟ-୧ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସତ୍ୟନଗରରୁ ୭, ଏକ ଘରୋଇ…
ନୟାଗଡ ଜିଲା ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ
ନୟାଗଡ ଅଫିସ,୨୯।୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ ଜିଲା ଓଡଗାଁ ରାଧାକାନ୍ତ ଗାଲର୍ସ ହାଇସ୍କୁଲର ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ସର୍ବାଧିକ ୯୫ ପ୍ରତିଶତ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ଏଥିସହ ସେ ଜିଲା ପାଇଁ ଗୌରବ ଆଣିଛନ୍ତି। । ପ୍ରଜ୍ଞାରାଣୀ…
ଅଲିଭା କେନ୍ଦ୍ରାପଡା ଜିଲା ଟପ୍ପର
କେନ୍ଦ୍ରାପଡା ଅଫିସ,୨୯ା୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ରାଧାମୋହନ ଟେକ୍ନିକାଲର ଛାତ୍ରୀ ଅଲିଭା ଭୂୟଁା ସର୍ବାଧିକ ନମ୍ବର ରଖି ଜିଲାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ୯୫ ପ୍ରତିଶତ ନମ୍ବର ରଖିଛନ୍ତି। ତେବେ ଭବିଷ୍ୟତରେ ସେ…
Archives


