ସଶସ୍ତ୍ର ଡକାୟତଙ୍କ ଲୁଟ୍ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର
ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର ଡକାୟତ ବନ୍ଧୁକ ଦେଖାଇ ଲୁଟ୍ ଉଦ୍ୟମ କରିଥିବା ବେଳେ ପରିବାରର ୨ଜଣ ସଦସ୍ୟ...
୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’
ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ ଭାରତ ଫେରିଥିଲେ। ୧୫ ଦିନ ଧରି ମିଲିଟାରି ଶିବିରରେ ରହିବା ପରେ...
ଚିନିକଳର ୮ କର୍ମଚାରୀଙ୍କ ବିରୋଧରେ ମାମଲା
ଆସିକା,୧୪।୩ (ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସମବାୟ ଚିନିକଳରେ ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ୮ଜଣ କର୍ମଚାରୀଙ୍କ ବିରୋଧରେ ଶୁକ୍ରବାର ଆସିକା ଥାନାରେ ମାମଲା ରୁଜୁ ହୋଇଛି। ଚିନିଶିଳ୍ପର ସମ୍ପାଦକ ଆର୍. ଚନ୍ଦ୍ରଶେଖର ରେଡ୍ଡୀ ସମ୍ପୃକ୍ତ କର୍ମଚାରୀଙ୍କ...
‘ସତର୍କ ରହିଲେ ମୁକାବିଲା କରିହେବ’
କଟକ ଅଫିସ, ୧୪।୩: ରାଜ୍ୟରେ କରୋନା ଭୂତାଣୁର ମୁକାବିଲା ପାଇଁ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ବାଟାଲିୟନ୍, ବାରାକ୍ସ ଓ ବିଭିନ୍ନ ପୋଲିସ ପ୍ରତିଷ୍ଠାନକୁ କରୋନା ଭୟ ରହିଥିବାରୁ ଏଥିପାଇଁ ସତର୍କ ହୋଇପଡିଛି ପୋଲିସ...
ଟିଟିଲାଗଡରେ କରୋନା ସନ୍ଦିଗ୍ଧଙ୍କୁ ନେଇ ଚର୍ଚ୍ଚା
ବଲାଙ୍ଗୀର ଅଫିସ/ଟିଟିଲାଗଡ,୧୪।୩ (ଡି.ଏନ୍.ଏ.): କାନାଡାରୁ ଟିଟିଲାଗଡ ଆସିଥିବା ଯୁବ ଇଞ୍ଜିନିୟର ଦମ୍ପତିଙ୍କୁ କରୋନା ସନ୍ଦେହରେ ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଇସୋଲେସନ୍ ୱାର୍ଡରେ ଭର୍ତ୍ତି କରାଯାଇଛି। ଗତ ୧୦ ତାରିଖରେ ଟିଟିଲାଗଡର ମୂଳ ନିବାସୀ ତଥା...
ଫେସ୍ବୁକ ଷ୍ଟାଟସରେ କରୋନା ଗୁଜବ
ରାୟଗଡ଼ା ଅଫିସ,୧୪।୩: ସୋସିଆଲ ମିଡିଆରେ କରୋନା ଭାଇରସ ସମ୍ପର୍କିତ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଶୁକ୍ରବାର ଜଣଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ। ଅଭିଯୁକ୍ତ ଜଣକ ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ନୂଆ ସାହିର ସତ୍ୟନାରାୟଣ ସାମଲ...
ଗୁଜବ ପ୍ରଚାର କଲେ ଅପରାଧ ବିବେଚନା ହେବ
ଭୁବନେଶ୍ୱର, ୧୪।୩ (ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି। ରାଜ୍ୟ ସରକାର କରୋନା ଭାଇରସ ଡିଜିଜ୍- ୨୦୧୯ ଅର୍ଥାତ୍ କୋଭିଡ଼-୧୯କୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା...
ହାତଧୋଇ ସଚେତନତାର ବାର୍ତ୍ତା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ଏକାଠି ହୋଇଥିଲେ। ହେଲେ ନା ହୋଇଥିଲା ବିତର୍କ ନା...
୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,...
୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’
ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍ଡିଏମ୍ଏ) ସୁନାମୀ ପରିଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ରାଜ୍ୟରେ ଚିହ୍ନିତ ୩୨୮ ସୁନାମୀ ପ୍ରବଣ ଗ୍ରାମକୁ ‘ସୁନାମୀ...
୨୯ ତାରିଖ ମଧ୍ୟରେ ବାତିଲ ହେବ ଏକାଧିକ ଟ୍ରେନ୍
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଛଅ ପାସେଞ୍ଜର ଟ୍ରେନ ଓ ଦୁଇ ଏକ୍ସପ୍ରେସ ଟ୍ରେନ୍ ମାର୍ଚ୍ଚ ୨୯ ତାରିଖ ମଧ୍ୟରେ ସପ୍ତାହକୁ ଦିନେ ଲେଖା ୩ଦିନ ପାଇଁ...
କସର୍ଦା ଫାଣ୍ଡିକୁ ବୋମା ମାଡ଼, ଅଭିଯୁକ୍ତ ଗିରଫ
ନିଆଳି,୧୪।୩(ଡି.ଏନ୍.ଏ.): ନିଆଳି ଥାନା ଅନ୍ତର୍ଗତ ଦେବୀ-କନ୍ଦଳ ଦ୍ୱୀପାଞ୍ଚଳର କସର୍ଦା ଫାଣ୍ଡି ଉପରକୁ ବୋମାମାଡ଼ କରିବା ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ କର୍ସଦା ଗ୍ରାମର ଦିଲୀପ ପ୍ରଧାନ। ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ...
Archives


