ସିନେମା ହଲ୍, ଜିମ୍ରେ କରୋନା ପ୍ରଭାବ
କଟକ ଅଫିସ,୧୪।୩: କରୋନା ଭୂତାଣୁ ସଂକ୍ରମଣର ଭୟ ଏବେ ସମଗ୍ର ବିଶ୍ୱକୁ ଚିନ୍ତିତ କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଜନସମାଗମକୁ ଏଡାଇବା ଏହି ପଦକ୍ଷେପର ମୂଳଲକ୍ଷ୍ୟ।...
ମହାପ୍ରଭୁଙ୍କୁ ସମ୍ପତ୍ତି ଦାନ ଦେବେ ଆସାମ ଭକ୍ତ
ପୁରୀ ଅଫିସ,୧୪।୩: ମହାପ୍ରଭୁଙ୍କ ସମ୍ପତ୍ତିକୁ ନେଇ ଏବେ ଚାଲିଛି ଟଣାଓଟରା। କିଏ ଠାକୁରଙ୍କ ଅମୃତମଣୋହି ସମ୍ପତ୍ତି ମାଡ଼ି ବସିଛନ୍ତି ତ ଆଉ କେହି ବ୍ୟକ୍ତିଗତ ଫାଇଦା ହାସଲ କରି ମହାପ୍ରଭୁଙ୍କ ଟଙ୍କାଙ୍କୁ ଅନିଶ୍ଚିତତା ଭିତରକୁ ଠେଲି ଦେଇଛନ୍ତି। ସେହିପରି ଅନେକ...
ବିଚାର ହେବନି ଏକକାଳୀନ ୧୦ରୁ ଊର୍ଦ୍ଧ୍ୱ ମାମଲା
କଟକ ଅଫିସ୍,୧୪।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମ୍କୋର୍ଟ ଏବଂ ରାଜ୍ୟର ଅନ୍ୟ କେତେକ ହାଇକୋର୍ଟ ଭଳି ଓଡ଼ିଶା ହାଇକୋର୍ଟ ମଧ୍ୟ ଶୁକ୍ରବାର ସ୍ବତନ୍ତ୍ର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ହାଇକୋର୍ଟ ପରିସରରେ ଅଯଥା ଗହଳି ନ କରିବା ଏବଂ ଏକକାଳୀନ...
ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
କଟକ ଅଫିସ,୧୪।୩: ଚାଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ହଷ୍ଟେଲରୁ ଶୁକ୍ରବାର ପୋଲିସ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ କନ୍ଧମାଳ ଜିଲା ବ୍ରାହ୍ମଣିଗଁ। ଥାନା ଅଞ୍ଚଳର ଅରୁଣ ଉଥାନ ସିଂହଙ୍କ ଝିଅ ପ୍ରୀୟା ଉଥାନ ସିଂହ(୧୨)। ତାଙ୍କ...
ଶ୍ରୀଜଗନ୍ନାଥଙ୍କ ଟଙ୍କା ଫେରାଇ ଆଣିବାକୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ସମସ୍ତ ନୀତି ନିୟମକୁ ଉଲ୍ଲଙ୍ଘନ କରି ଗୁରୁତର ଆର୍ଥତ୍କ ସଙ୍କଟରେ ଥିବା ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ଜମା ରହିଥିବା ସମଗ୍ର ବିଶ୍ୱରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ଅତ୍ୟନ୍ତ ସମ୍ବେଦନ ଓ...
୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ କରାଯାଇଛି। କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ରାଜଭବନରେ ନିରାଡମ୍ବର ଭାବେ ଏହି...
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର, ଯୁବକ ଗିରଫ
ନିଆଳି,୧୪।୩ (ଡି.ଏନ୍.ଏ.): ନିଆଳି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାରେ ନିଆଳି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ପରିଡା(କୁନା)।...
‘ପ୍ରୋତ୍ସାହନ ନ ମିଳିଲେ ବୁଡ଼ିଯିବ ଛଉନୃତ୍ୟ’
କଟକ ଅଫିସ,୧୪।୩: ଓଡ଼ିଶା ମାଟିର ନିଜସ୍ବ ଲୋକନୃତ୍ୟ ହେଉଛି ଛଉ। ମୟୂରଭଞ୍ଜରେ ଏହି କଳାର ଉତ୍ପତ୍ତି। ଭାରତର ସମସ୍ତ ଲୋକନୃତ୍ୟଗୁଡ଼ିକ ଭିତରେ ଛଉନୃତ୍ୟର ସ୍ଥାନ ମଧ୍ୟ ସ୍ବତନ୍ତ୍ର। ପଣ୍ଡିତ ଗୁରୁ ଶ୍ୟାମା ଚରଣ ଏଯାବତ୍ ୬୮ଟି ରାଷ୍ଟ୍ରରେ ଛଉନୃତ୍ୟ ପରିବେଷଣ...
ଏସ୍ସିବିରେ ୨ ସ୍ବାଇନ୍ ଫ୍ଲୁ ସନ୍ଦିଗ୍ଧ
କଟକ ଅଫିସ,୧୪।୩: କଟକ ଏସ୍ସିବି ମେଡିକାଲରେ ସ୍ବାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ଦୁଇଜଣ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଛାତ୍ର ସହରର ଏକ କଲେଜରେ ପଢୁଛନ୍ତି। ଏହି ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ଜଣଙ୍କୁ ଅବଜର୍ଭେସନ୍ରେ ରଖାଯାଇଥିବା...
ରାଜଧାନୀରେ ଡେରା ପକାଇଛନ୍ତି ଦେହଜୀବୀ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଦେହ ଦଲାଲମାନେ ରାଜଧାନୀକୁ ବାଂଲାଦେଶୀ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟରେ ଲଗାଉଛନ୍ତି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଅଞ୍ଜଳି ଦିଦି ଓରଫ ରୁକ୍ସାର୍ ବେଗମ୍୍ଙ୍କୁ ପୋଲିସ ଗିରଫ କରିବା ପରେ ସବୁ ଗୁମର ଖୋଲିଥିଲା। ଏସ୍ଟିଏଫ୍ ୯ଜଣ ଦଲାଲଙ୍କୁ...
୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହା ଘଟିଛି। ଏ ନେଇ ଛାତ୍ରୀଙ୍କ ପିତା ବିଭାଗୀୟ...
ପ୍ୟାରିସ୍ ବେକେରି ମାଲିକ ଜୟନାରାୟଣ ଗିରଫ
ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବିବାଦରେ ଘେରି ରହିଥିବା ପ୍ୟାରିସ୍ ବେକେରି ପ୍ରତିଷ୍ଠାତା ଜୟନାରାୟଣ ପୂଜାପଣ୍ଡାଙ୍କୁ ନୟାପଲ୍ଲୀ ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କ ବିରୋଧରେ ଥିଲା ୧ କୋଟି ଟଙ୍କାର ଚେକ୍ ବାଉନ୍ସ ମାମଲା। କଟକ ଏଡିିଜେଏମଙ୍କ କୋର୍ଟ ପକ୍ଷରୁ...
Archives


