ଚାଷୀଙ୍କୁ ବିପୁଳ ସମର୍ଥନ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାକୁ ଦେଶବ୍ୟାପୀ ବିପୁଳ ସମର୍ଥନ ମିଳିଛି। ଓଡ଼ିଶାରେ ମଧ୍ୟ…
ଆସନ୍ତା କାଲି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର, ୮ା୧୨(ବ୍ୟୁରୋ)- ବୁଧବାର ଅପରାହ୍ନ ୫ଟା ୪୫ ମିନିଟ୍ରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିବ ମୋହର। ତେବେ ବୈଠକର…
ଆକାଶଙ୍କୁ ରିମାଣ୍ଡରେ ଆଣିବ କମିଶନରେଟ୍ ପୋଲିସ
ଭୁବନେଶ୍ୱର, ୮।୧୨(ବ୍ୟୁରୋ): ଆଇଏଫ୍ଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ତାଙ୍କ ଦସ୍ତଖତ ନମୁନାକୁ ଯାଞ୍ଚ ପାଇଁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପଠାଯିବ। ଆପଏଣ୍ଟମେଣ୍ଟ ଲେଟରରେ ଥିବା ଆକାଶଙ୍କ ଦସ୍ତଖତକୁ ମେଳକ କରାଯିବ। ଟାଟା ନାଁରେ ଆକାଶ ବାଣ୍ଟିଥିବା…
ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ : ଆଜି ୩୪୯ ପଜିଟିଭ୍ ଚିହ୍ନଟ , ୬ ମୃତ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୧ ଜଣ ଲୋକାଲ କେସ୍…
କୃଷି ଆଇନକୁ ବରଗଡ଼ରେ ବିରୋଧ: ରାଜରାସ୍ତାରେ ଜଳିଲା ନିଆଁ
ବରଗଡ଼ ଅଫିସ,୮।୧୨: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ…
୪୦ ଦେଶରୁ ଆସିଛି ୭୦୦ ଫିଲ୍ମ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ଓଡ଼ିଶାର ନିଜସ୍ବ ଓଟିଟି ପ୍ଲାଟ୍ଫର୍ମ ଆଓ ଟିଭି ପକ୍ଷରୁ ‘ଆଓ କ୍ରିଏଟିଭ୍ କଲେକ୍ଟିଭ୍ ଶର୍ଟ ଫିଲ୍ମ ଫେଷ୍ଟିଭାଲ ୨୦୨୦ ଆସନ୍ତା ଜାନୁୟାରୀରୁ ଆରମ୍ଭ ହେବ। ଦେଶ ବିଦେଶର ଶ୍ରେଷ୍ଠ ଓ ମନଛୁଆଁ ଫିଲ୍ମକୁ ନେଇ ଏହି ଅନ୍ଲାଇନ୍ ଅନ୍ତର୍ଜାତୀୟ ଚଳଚ୍ଚିତ୍ର…
ପାଇଥିବା ୯୧ ମୋବାଇଲ ଫୋନ୍ ବିକି ୨ ଗିରଫ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ବସ୍ରୁ ଖସି ପଡିଥିଲା ମୋବାଇଲ୍ ଭର୍ତ୍ତି ପେଟି। ରାସ୍ତାରୁ ପାଇ ୯୧ ଦାମୀ ମୋବାଇଲ୍ ଫୋନ୍କୁ ବିକି ଦେଇଥିଲେ ୨ଜଣ ବନ୍ଧୁ। ଶେଷରେ ଲୋଭ ହେଲା କାଳ। ଦେଢ଼ବର୍ଷ ପରେ ଶହୀଦନଗର ଥାନା ପୋଲିସ ଉଭୟଙ୍କୁ ସୋମବାର ଗିରଫ କରିଛି।…
ବିଜେଡିରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ
ରାଜନଗର,୮।୧୨: କେନ୍ଦ୍ରପଡା ଜିଲା ରାଜନଗର ବ୍ଲକ କେରେଡାଗଡ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ବିଜେଡିରେ ଯୋଗଦେଇଛନ୍ତି। ରବିବାର ସନ୍ଧ୍ୟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ରାଜନଗର ବିଧାୟକ ଧ୍ରୁବସାହୁଙ୍କ ଉପସ୍ଥିତିରେ କଂଗ୍ରେସର କେରେଡାଗଡ ପଞ୍ଚାୟତର ୨ ନଂ. ୱାର୍ଡସଭ୍ୟ ଅନିରୁଦ୍ଧ…
ହାଇକୋର୍ଟରେ ରିଟ୍ ପିଟିଶନ ଦାଖଲ: ଓଡ଼ିଶା ୟୁନିଭର୍ସିଟି ସଂଶୋଧିତ ଆଇନକୁ ବିରୋଧ
କଟକ ଅଫିସ, ୮।୧୨: ଓଡ଼ିଶା ୟୁନିଭର୍ସିଟି ସଂଶୋଧିତ ଆଇନକୁ ବିରୋଧ କରି ସୋମବାର ହାଇକୋର୍ଟରେ ରିଟ୍ ପିଟିଶନ ଦାଖଲ ହୋଇଛି। ମାମଲାରେ ମୁଖ୍ୟଶାସନ ସଚିବଙ୍କ ସମେତ ଆଉ ୪ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍ୟୁ)ର ପୂର୍ବତନ ପ୍ରଫେସର ଅଜୟ…
ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ସୋମବାର ଭୋରରୁ ଭୁବନେଶ୍ୱର ଏକାମ୍ର କ୍ଷେତ୍ର ପ୍ରକଳ୍ପ ଅଞ୍ଚଳର ସ୍ଥିତି ତଦାରଖ କରିଛନ୍ତି। ସେ ଲିଙ୍ଗରାଜ ମନ୍ଦିରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଏହି ମେଗା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଛନ୍ତି।…
ଗୁମର ଖୋଲି ସର୍ତ୍ତରେ ଆସିଲେ ଡେଭିଡ୍
ଭୁବନେଶ୍ୱର,୮।୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍ ପିଟରଙ୍କୁ କ୍ରାଇବ୍ରାଞ୍ଚ ଟିମ୍ ସୋମବାର ଛାଡ଼ି ଦେଇଛି। ତାଙ୍କୁ ପୁଣେରୁ ଉଠାଇ ଆଣି ଭୁବନେଶ୍ୱରରେ ୩ଦିନ ଧରି ମାରାଥନ…
ବିଜେଡି ସର୍ବଦା କୃଷକଙ୍କ ସହ ରହିଛି: ସସ୍ମିତ
ଭୁବନେଶ୍ୱର,୮।୧୨(ବ୍ୟୁରୋ): କୃଷକ ମାନଙ୍କର ମୁଖ୍ୟ ସମସ୍ୟା ଏବଂ ସେମାନଙ୍କର ଆଶଙ୍କା ଦୂର କରିବା ଆବଶ୍ୟକ। ଆସନ୍ତା ୯ ତାରିଖରେ କୃଷକ ସଂଗଠନ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ହେବାକୁ ଥିବା ବୈଠକରେ ସମସ୍ତ ବିଷୟ ଆଲୋଚନା ମାଧ୍ୟମରେ ସମାଧାନ ହେବବା ନେଇ…

