ରାଜ୍ୟ

‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ

ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ…

ଘରୋଇ କୋଚିଂ ସେଣ୍ଟର ଖୋଲିବା ପାଇଁ ଦାବି

ବାଲେଶ୍ୱର ଅଫିସ, ୩୦।୫-ବାଲେଶ୍ୱର ଜିଲା ତଥା ସହରରେ ଥିବା ଘରୋଇ କୋଚିଂ ସେଣ୍ଟର ଓ ଟ୍ୟୁଟୋରିଆଲଗୁଡ଼ିକ ଦୀର୍ଘଦିନ ଧରି ବନ୍ଦ ଥିବା କାରଣରୁ ଛାତ୍ରୀଛାତ୍ରଙ୍କର ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଶିକ୍ଷା ପ୍ରଦାନରେ ବ୍ୟାଘାତ ସୃଷ୍ଟି ହେବା ସହିତ ଉକ୍ତ ସଂସ୍ଥାଗୁଡ଼ିକରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ରେକର୍ଡ

ଢେଙ୍କାନାଳ ଅଫିସ, ୩୦ା୫ କରୋନା ସଙ୍କଟ ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)କୁ ସଫଳତାର ସହ କାର୍ଯ୍ୟକାରୀ କରି ନୂଆ ରେକର୍ଡ ସୃଷ୍ଟି କରିଛି ଢେଙ୍କାନାଳ ଜିଲା। କେବଳ ମେ’ ମାସରେ ଏହି ଯୋଜନାରେ ୪ଲକ୍ଷ…

କ୍ୱାରାଣ୍ଟାଇନ୍‌ରେ ସରିଯାଉଛି କର୍ତ୍ତବ୍ୟ

ଛେଣ୍ଡିପଦା,୩୦।୫(ସ୍ବ.ପ୍ର.) ମଜୁରି ନ ଦେଇ ଖାଲି ହାତରେ ମାଲିକ ବିଦା କରିଦେବା ପରେ ଓଡ଼ିଶା ସରକାରଙ୍କ ଭରସାରେ ସେମାନେ ତେଲଙ୍ଗାନାରୁ ଚାଲିବା ଆରମ୍ଭ କରିଥିଲେ। ବହୁ କଷ୍ଟରେ ଶହ ଶହ କିଲୋମିଟର ଅତିକ୍ରମ କରି ବୌଦ୍ଧ ଓ ଆଠମଲ୍ଲିକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ…

୩ ମାସର ରୋଡ ଟ୍ୟାକ୍ସ ଛାଡ

ଭୁବନେଶ୍ୱର,୨୯ା୫,(ବ୍ୟୁରୋ)-କରୋନା ସଙ୍କଟ ସମୟରେ ଯାତ୍ରୀବାହୀ ଯାନ ପାଇଁ ୩ ମାସର ରୋଡ ଟ୍ୟାକ୍ସ ଛାଡ ହୋଇଛି। ୨୦୨୦ ଏପ୍ରିଲ ମାସରୁ ଜୁନ ଯାଏଁ ରୋଡ ଟ୍ୟାକ୍ସ ଛାଡ କରାଯାଇଥିବା ଶୁକ୍ରବାର ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ  ପକ୍ଷରୁ ଘୋଷଣା କରାଯାଇଛି।…

CORONAVIRUS UPDATE: ରାଜ୍ୟରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କଠାରୁ ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଦୃତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଶୁକ୍ରବାର ସକାଳେ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୯୦ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟ ଭାଜପା ପକ୍ଷରୁ କରାଯିବ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଶନିବାର ପୂରଣ ହେବ। ଏହି ବର୍ଷକ ମଧ୍ୟରେ ମୋଦି ସରକାର ବହୁ ବଡ଼ବଡ଼ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି। ମୋଦି ସରକାରଙ୍କ ଏହି ସମସ୍ତ ସଫଳତାର ବାର୍ତ୍ତା…

CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…

‘ସୁଗମ ଯୋଜନା’: ୧୫ ଦିନରେ ୪୭୪୮ ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ଛାଡ଼ିଲାଣି ଗଞ୍ଜାମ ପ୍ରଶାସନ, ୧୭ ହଜାରଙ୍କୁ ଖାଦ୍ୟ ପ୍ୟାକେଟ୍‌

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍‌କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ ଗାଡ଼ିଯୋଗେ ପଠାଯାଉଛି। ଏଥିସହ ପ୍ରବାସୀ ଶ୍ରମିକମାନଙ୍କୁ ଖାଦ୍ୟ ପ୍ୟାକେଟ ଓ ପାଣି ବଣ୍ଟନ କରାଯାଉଛି।…

କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ…

କରୋନା କଟକଣାକୁ ମାନି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକୁ ପାଳନ କରନ୍ତୁ, ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ: ଦାସବର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀର ମୁକାବିଲା କରିବାରେ ଲାଗିଛି। ସେହି କ୍ରମରେ ଭାରତ ମଧ୍ୟ କରୋନା ସହ ବଡ ଧରଣର ଲଢେଇ ଲଢୁଛି। ଏହି ଲଢେଇରେ ପ୍ରମୁଖ ଭୂମିକା ତୁଲାଉଥିବା ତଥା ଯୋଦ୍ଧା ରୂପେ ନିଜର କର୍ତ୍ତବ୍ୟ ତୁଲାଉଛନ୍ତି…

କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ  କରୋନା ସଂକ୍ରମିତ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାର ୪୨ ବର୍ଷୀୟ ବ୍ୟକ୍ତି ରହିଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱରର ୭୨ ବର୍ଷୀୟ ବୃଦ୍ଧ ଅଛନ୍ତି। । ତେବେ ଖୋର୍ଦ୍ଧା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri