ରାଜ୍ୟ

୬ ବର୍ଷ ପରେ ଗୋଡ଼ରୁ ଫିଟିଲା ଶିକୁଳି

ଗୋପ,୧୩।୩(ଡି.ଏନ୍‌.ଏ.): ଦୀର୍ଘ ୬ବର୍ଷ ପରେ ପୁରୀ ଜିଲା ଗୋପ ବ୍ଲକର ଆକାଶ କାଣ୍ଡି(୭)ଙ୍କ ଗୋଡ଼ରେ ପଡ଼ିଥିତ୍ବା ଲୁହା ଶିକୁଳି ଫିଟିଛି। ଏବେ ଆକାଶ ସ୍କୁଲକୁ ପାଠ ପଢ଼ିବାକୁ ଯିବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବ ବୋଲି ଜଣାପଡ଼ିଛି।...

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌। ସେମାନଙ୍କଠାରୁ ୧କିଲୋ ୭୪୯...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବାଘୁଆପଲ୍ଲୀ ବଳଦିଆ ନୂଆଗାଁର ଜଣେ ଥଣ୍ଡାକାଶରେ ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର...

‘ସଂଖ୍ୟାଗରିଷ୍ଠ ଥାଇ ଏସ୍‌ଟି,ଏସ୍‌ସି, ଓବିସି ଉପେକ୍ଷିତ’

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ୨୨% ଅନୁସୂଚିତ ଜନଜାତି(ଏସ୍‌ଟି), ୧୭% ଅନୁସୂଚିତ ଜାତି(ଏସ୍‌ସି) ଅଧିବାସୀ ରହିଛନ୍ତି। ଏମାନଙ୍କ ସଂଖ୍ୟା ରାଜ୍ୟର ମୋଟ ଜନସଂଖ୍ୟାର ପ୍ରାୟ ୪୦%। ଏଥିସହିତ ଯଦି ୫୨% ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି), ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)କୁ ଅନ୍ତର୍ଭୁକ୍ତ କରାଯାଏ,...

ଅର୍ଥ ଫେରସ୍ତ ଲାଗି ନିର୍ମଳାଙ୍କୁ ପ୍ରତାପଙ୍କ ଅନୁରୋଧ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିର ପ୍ରଶାସନ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ରଖିବା ଯୋଗୁ ରାଜ୍ୟବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସ୍ଥିତିରେ କିପରି ଜଗନ୍ନାଥଙ୍କ ଅର୍ଥ ଫେରସ୍ତ ଆସିବ ସେନେଇ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ଭେଟି...

ୟୁରୋପ ଯାଇ ନ ଥିବା କହିଲେ ପ୍ରଦୀପ୍ତ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଶ୍ରୀମନ୍ଦିରର ୫୪୫ କୋଟି ଟଙ୍କା ଘରୋଇ ୟେସ୍‌ ବ୍ୟାଙ୍କ୍‌ରେ ଜମା ରଖାଯାଇଛି। ୟେସ୍‌ ବ୍ୟାଙ୍କ୍‌ର ଆର୍ଥିକ ପରିସ୍ଥିତି ଦୁର୍ବଳ ହୋଇସାରିଛି। ଏଥିରେ ଥିବା ଜମାରାଶି ସୁରକ୍ଷା ନେଇ ପ୍ରଶ୍ନବାଚୀ ଉଠିଛି। ଏହି ସ୍ପର୍ଶକାତର ପ୍ରସଙ୍ଗ ରାଜ୍ୟ ବିଧାନସଭାରେ ବିତର୍କର...

ରାଜଧାନୀରେ ବଡ଼ ର଼୍ୟାକେଟ: ୨୯୪ କୋଟି ଟଙ୍କାର ଜିଏସ୍‌ଟି ଠକେଇ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜଧାନୀରେ ବଡ଼ଧରଣର ଜିଏସ୍‌ଟି ଠକେଇ। ଜାଲ୍‌ କମ୍ପାନୀ ମାଧ୍ୟମରେ ଚାଲିଥିବା ଏଭଳି ର଼୍ୟାକେଟକୁ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଧରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଦୁଇ ବ୍ୟବସାୟୀଙ୍କୁ ଗିରଫ କରାଯିବା ସହ ୨୯୪ କୋଟି...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରେ ବସିବାକୁ ଥିବା ଏହି ବୈଠକରେ ଯୋଗଦେବା ଲାଗି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କୁ ଚିଠି...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ ଘଟଣା: ‘ଚିଟ୍‌ଫଣ୍ଡ ଭଳି ମହାପ୍ରଭୁଙ୍କ ଟଙ୍କା ବୁଡ଼ିବ’

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆର୍ଥିକ ସ୍ଥିତି ବିପିଏଲ ତଳକୁ ଖସାଇ ଦେଲେଣି। ଠାକୁର ଖାଇ ଖଟୁଲି ଖାଇବାକୁ ବସିଛନ୍ତି। କାଳିଆ ନଁାରେ ବହୁ କେଳେଙ୍କାରୀ ଚାଲିଛି। ଯିଏ ଜଗନ୍ନାଥଙ୍କ ଟଙ୍କା ଲୁଟ କରୁଛି ତାକୁ କରୋନା ହୋଇଯାଉ।...

ନେମାଳୋ ପୀଠର ହେବ ବିକାଶ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ...

ବିରୋଧୀ ଦଳ ନେତାଙ୍କ ଅଭିଯୋଗ: କେନ୍ଦୁପତ୍ର ତୋଳାଳି ପଇସା ପାଉ ନାହାନ୍ତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କୁ ସେମାନଙ୍କ ନ୍ୟାଯ୍ୟ ପତ୍ର ମିଳୁନାହିଁ। ସେମାନେ ଯେତିକି ପାଉଣା ପାଇବା କଥା ତାହା ପାଉ ନାହାନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଅଛନ୍ତି। ସେହି ଗରିବ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କ କଲ୍ୟାଣ...

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦିଆଯାଇ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri