‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’
ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ…
ଲୋକଙ୍କ ସରକାର
ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିନ୍ଦ୍ୱନ୍ଦୀ ନେତା । ଦୀର୍ଘ ୨୧ବର୍ଷ ଶାସନ ପରେ ମଧ୍ୟ ତାଙ୍କର ନିର୍ମଳ ଭାବମୂର୍ତ୍ତୀ ଏବେ ବି ଅମଳୀନ ରହିଛି। ବହୁ ବାଧା ବିଘ୍ନ ସତ୍ତ୍ୱେ ନବୀନ ଓ ବିଜୁ ଜନତା ଦଳ ରାଜ୍ୟବାସୀଙ୍କ ହୃଦୟ…
ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ବିପତ୍ତି ସତ୍ତ୍ୱେ ବିକାଶ ତ୍ୱରାନ୍ବିତ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ମେ ୨୯ରେ ଲଗାତର ପଞ୍ଚମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଅସାଧାରଣ ଲୋକପ୍ରିୟତା ତାଙ୍କୁୁ ଜନପ୍ରିୟ ମୁଖ୍ୟମନ୍ତ୍ରୀରେ ପରିଣତ କରିପାରିଛି। ଶୁକ୍ରବାର ନବୀନଙ୍କ ପଞ୍ଚମ ପାଳି ସରକାରକୁ…
ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍
ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍ଡାଉନ୍ ଲାଗି ପର୍ଯ୍ୟଟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନର ଟୁରିଜମ୍ ପଲିସି ବା ପର୍ଯ୍ୟଟନ ନୀତିରେ…
ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ
ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ…
ଜୁନ୍ ପହିଲାରୁ ସମୁଦ୍ରରେ ମାଛଧରା ଅନୁମତି
ଭୁବନେଶ୍ୱର, ୨୮ା୫ (ବ୍ୟୁରୋ)- ଜୁନ୍ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା…
ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ
ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର ପଞ୍ଚମ ପାଳିକୁ ବର୍ଷେ ପୂରଣ ହେବ। ଚଳିତ ବର୍ଷ ବିଜେଡି ପାଇଁ ସଂଘର୍ଷର ବର୍ଷ।…
କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ଆକ୍ରାନ୍ତ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଟେଲିଫୋନ ଯୋଗେ କଥା ହୋଇଥିବା ବେଳେ ଅପରାହ୍ନରେ ଶିକ୍ଷକ ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହୋଇଛନ୍ତି। କରୋନା ମୁକାବିଲା ଦିଗରେ…
ସାମାଜିକ ଦୂରତା, ମାସ୍କ ପିନ୍ଧିବା ନେଇ ଲୋକଙ୍କୁ ସଚେତନ କରାଇବ ଡ୍ରୋନ୍
ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ଭାଇରସ ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ କିଛି ଲୋକ ଏହାକୁ ପାଳନ କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଡ୍ରୋନ୍…
ବାତ୍ୟା ‘ଅମ୍ଫନ’ ସହାୟତା: ୧୧ଲକ୍ଷ ଦେଲେ ରାଜ୍ୟପାଳ
ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧୧ ଲକ୍ଷ ଟଙ୍କା ଦାନ କରିଛନ୍ତି । ବାତ୍ୟା ‘ଅମ୍ଫନ’ର ପୁନରୁଦ୍ଧାର କାର୍ଯ୍ୟ ପାଇଁ ସେ ଏହି ଟଙ୍କା ଦାନ କରିଛନ୍ତି। ଅନ୍ୟମାନେ ଏଥିପାଇଁ ଆଗେଇ ଆସିବାକୁ ରାଜ୍ୟପାଳ ଆହ୍ବାନ…
ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ
ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ ପ୍ରମୋଦ କୁମାର ଦେହୁରୀ। ଚାଷୀ ନିରଞ୍ଜନ ପ୍ରଧାନଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ…
ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ
ଛତ୍ରପୁର, ୨୮।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩ କରୋନା ପଜିଟିଭଙ୍କ ମତ୍ୟୁ ହୋଇଥିବା ବେଳେ ୮୯ ଜଣ କରୋନା ପଜିଟିଭ୍ ଆକ୍ଟିଭ…
Archives


