ରାଜ୍ୟ

ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ଯୋଗୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।…

ଜମୁନି ପ୍ରଥମାଷ୍ଟମୀ ପୋଷାକ ବେପାର

ଅନୁଗୋଳ ଅଫିସ, ୭।୧୨: ଦିନଟିଏ ପରେ ପ୍ରଥମାଷ୍ଟମୀ। ପୋଢ଼ୁଆଁ ହେବେ ଘରର ଜ୍ୟେଷ୍ଠ ସନ୍ତାନ। ମାମୁଘରୁ ଆସିଥିବା ନୂଆ ପୋଷାକ ପିନ୍ଧି ଏଣ୍ଡୁରିପିଠା ଖାଇବେ ପିଲାଏ। ଏଥିପାଇଁ ପ୍ରସ୍ତୁତି ପ୍ରାୟତଃ ଶେଷ ହେଲାଣି। ନାନା ପ୍ରକାର ସାମଗ୍ରୀ କିଣା ସରିଲାଣି। ପିଠା…

ପାଣିଝରା ଦେଇଛି ପରିଚୟ

ଚମ୍ପୁଆ, ୭ା୧୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ରଜିଆ ପଞ୍ଚାୟତର ଶଶାଙ୍କ ଗ୍ରାମ ବାଲିସାହି। ପାଣିଝରା ନିର୍ମାଣ ଓ ବିକ୍ରୟ କରି ଏଠାକାର ଆଦିବାସୀ ପାଇପାରିଛନ୍ତି ଏକ ସ୍ବତନ୍ତ୍ର ପରିଚୟ। ସମସ୍ତେ ଆଦିବାସୀ ଶ୍ରେଣୀର ହୋଇଥିଲେ ହେଁ କୌଳିକ ବୃତ୍ତି ଭାବରେ…

ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍‌ଟି ଆଦାୟ

ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍‌ରୁ ୪କେଜି ସୁନା ଓ ୨୩୫ କେଜି ରୁପା ଅଳଙ୍କାର ଜବତ କରିଥିଲା। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖିବା ସହ କାର ଜବତ…

ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ

ନିରାକାରପୁର,୬ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ ଥିବା ଏକ ଅଖାବସ୍ତାରୁ ଜଣେ ମହିଳା ଓ ତାଙ୍କ ୧୦ମାସର ଝିଅର ମୃତଦେହକୁ ପୋଲିସ…

ସୟଦ ୟାସିର ନୱାଜ ଓଡିଶା ଛାତ୍ର କଂଗ୍ରେସର ନୂଆ ସଭାପତି ନିଯୁକ୍ତ

ଭୁବନେଶ୍ୱର,୬।୧୨-ଓଡ଼ିଶା ଛାତ୍ର କଂଗ୍ରେସର ନୂତନ ସଭାପତି ବାଛିଛି ଏଆଇସିସି। ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିଅନ୍‌ ଅଫ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ) ଓଡ଼ିଶା ଶାଖାର ନୂଆ ସଭାପତି ଭାବେ ସୟଦ ୟାସିର ନୱାଜଙ୍କୁ ନିଯୁକ୍ତି ଦିଆଯାଇଛି। ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସଭାପତିଙ୍କ ଅନୁମୋଦନକ୍ରମେ ନୱାଜଙ୍କ ନାମରେ…

ରାଜ୍ୟରେ ସୁସ୍ଥ ହେଲେ ୫୭୦ କରୋନା ଆକ୍ରାନ୍ତ: ଅନୁଗୋଳରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୬।୧୨(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୭୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୪, ମୟୂରଭଞ୍ଜରୁ ୫୧, ସୁନ୍ଦରଗଡରୁ ୪୩, ବଲାଙ୍ଗିରିରୁ ୪୧, ଖୋର୍ଦ୍ଧାରୁ ୪୦, ପୁରୀରୁ ୩୭, ବାଲେଶ୍ବରରୁ ୩୪, କଳାହାଣ୍ଡିରୁ…

କାର୍‌ ଓଲଟି ୨ ମୃତ: ଡ୍ରାଇଭର ଫେରାର

କାମାକ୍ଷାନଗର,୬।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ପଣ୍ଡୁଆ ଫାଣ୍ଡି ଖଟୁଆ ହତାଠାରେ ରବିବାର ଅପରାହ୍ନରେ ଏକ କାର ଓଲଟି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମଠକରଗଳା ଗ୍ରାମ ବାଲିସାହିର ସୁଶାନ୍ତ ଦାସଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି ବେହେରା (୩୫), ଶାଶୁ…

ଭୁବନେଶ୍ୱରରୁ ଆଜି ୩୧ ପଜିଟିଭ ଚିହ୍ନଟ: ଲୋକାଲ କେସ୍‌ ୨୫

ଭୁବନେଶ୍ୱର,୬ା୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫ ରହିଛି। ସେହିପରି ଭୁବନେଶ୍ୱରରୁ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…

ଅନ୍‌ଲାଇନ୍‌ରେ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଅନ୍‌ଲାଇନରେ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍‌ଲାଇନ୍‌ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତଲା ହୋଇଛି। ଭୁବନେଶ୍ୱର ଲିଙ୍ଗରାଜ ଥାନାରେ ସଂପୃକ୍ତ ସଂସ୍ଥା ନାଁରେ…

ପିଇବା ପାଣି ପାଇଁ ଡହଳବିକଳ ଚିରିକିପଡ଼ାବାସୀ

ବୁଗୁଡ଼ା,୬ା୧୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସରକାରଙ୍କ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ରକ୍ଷଣା ବେକ୍ଷଣ ଅଭାବ ସାଙ୍ଗକୁ ପ୍ରଶାସନର ଆନ୍ତରିକତା ଅଭାବରୁ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ…

କୋମାରେ ସନ୍ତୋଷପୁର ସ୍ବାସ୍ଥ୍ୟକେନ୍ଦ୍ର: ୧୦ବର୍ଷ ହେଲା ନାହାନ୍ତି ଡାକ୍ତର

ରୂପ୍‌ସା, ୬ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନରେ ଥିବା ସନ୍ତୋଷପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ କୌଣସି ଡାକ୍ତର ନିଯୁକ୍ତି ହେଉ ନ ଥିବାରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜଣେ ଫାର୍ମାସିଷ୍ଟ, ଜଣେ ପିଅନ ଓ ସ୍ବାସ୍ଥ୍ୟସେବିକାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?