ରାଜ୍ୟ

ସଙ୍କଟରେ ବଜେଟ ହୋଟେଲ ଶିଳ୍ପ: ନିଯୁକ୍ତି ହରାଇଲେଣି ୨୦ ହଜାର କର୍ମଚାରୀ

ଭୁବନେଶ୍ୱର,୨୭।୭(ବ୍ୟୁରୋ): କରୋନା ଓ ଲକ୍‌ଡାଉନ୍‌ ପାଇଁ ଟ୍ରାଭେଲ ଓ ହସ୍ପିଟାଲିଟି ଶିଳ୍ପ ବିଶେଷଭାବେ କ୍ଷତିଗସ୍ତ ହୋଇଛି। ୩ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଶିଳ୍ପରେ ତାଲା ଝୁଲୁଥିବାବେଳେ ଗତ ପ୍ରାୟ ମାସେ ହେବ ରାଜ୍ୟ ସରକାର ୩୦% ଅକୁପାନ୍ସିରେ ହୋଟେଲ ଖୋଲିବାକୁ…

ସମସ୍ୟା ବଢ଼ାଉଛି ଡାକ୍ତର ଅଭାବ

ଭୁବନେଶ୍ୱର,୨୭।୭(ବ୍ୟୁରୋ):କରୋନା ସଂକ୍ରମଣ ସାରା ବିଶ୍ୱରେ ଚିନ୍ତା ବଢ଼ାଇ ଦେଇଛି। କରୋନା ପରିସ୍ଥିତିର ମୁକାବିଲା କ୍ଷେତ୍ରରେ ଡାକ୍ତରଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡାକ୍ତରମାନଙ୍କୁ ଆଗଧାଡ଼ିର ଯୋଦ୍ଧା ବୋଲି ସରକାର ଘୋଷଣା କରିଛନ୍ତି। ହେଲେ ରାଜ୍ୟରେ ଡାକ୍ତରଙ୍କ ଅଭାବ ଏବେ ସରକାରଙ୍କ ସମସ୍ୟା ବଢ଼ାଇଛି।…

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଗତ ୭ ବର୍ଷ ମଧ୍ୟରେ ୧୦୧୭ ଏକର ଜମିରେ ଫସଲ…

ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ୭୧ ପ୍ରତିଶତ: ସିଏମ୍‌ସି କମିଶନର

କଟକ ଅଫିସ,୨୬ା୭-କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ଏକ ସପ୍ତାହରେ ମୋଟ୍‌ ଚିହ୍ନଟଙ୍କ ମଧ୍ୟରୁ ପୂର୍ବଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୭୧ ପ୍ରତିଶତ ଆକ୍ରାନ୍ତ ହୋଇଛନ୍ତି। କଟକ ସହର ଜନଗହଳିପୂର୍ଣ୍ଣ ହୋଇଥିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ସବୁଠୁ…

କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୬।୭(ଡି.ଏନ.ଏ)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ କରୋନା ସଂକ୍ରମିତ ପରେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହି ଚିକିତ୍ସିତ ହେଉଥିଲେ। ସୁସ୍ଥ ହେବାପରେ ଶନିବାର ଠାରୁ ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ରବିବାର ଟୁଇଟ୍‌…

ରାଜ୍ୟରେ ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୧୩୭, ବରଗଡରୁ ୩୧, ଖୋର୍ଦ୍ଧାରୁ ୨୮, କଟକରୁ ୨୬, କେନ୍ଦୁଝରରୁ ୨୬, ଭଦ୍ରକରୁ ୨୩, ମୟୂରଭଞ୍ଜରୁ ୨୨, ଯାଜପୁର…

ବଚସା ହେଲା କାଳ: ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କେସିଙ୍ଗା,୨୬।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବ୍ରାହ୍ମଣୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ଟାଙ୍ଗିଆରେ ହାଣି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତା ମହିଳା ହେଲେ ପୁଷ୍ପା ରାଉତ (୪୦)। ଖବରପାଇ ପୋଲିସ ପହଞ୍ଚି…

କରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱବିଦ୍ୟାଳୟରେ ମିଳିବ ନିଃଶୁଳ୍କ ଶିକ୍ଷା

ଭୁବନେଶ୍ୱର, ୨୬।୭(ବ୍ୟୁରୋ)-କାରୋନା ମହାମାରୀ ଜନ ଜୀବନକୁ ବିପର୍ଯ୍ୟସ୍ତ କରି ଦେଇଛି। ଏପରିସ୍ଥିତିରେ ଦୁଃଖରେ ଥିବା କାରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍‌ ବିଶ୍ୱବିଦ୍ୟାଳୟ। କାରୋନା ମୃତକଙ୍କ ପିଲାଙ୍କୁ କିଟ୍‌ ବିଶ୍ୱବିଦ୍ୟାଳୟରେ ସମ୍ପୂର୍ଣ ନିଃଶୁଳ୍କ ଶିକ୍ଷା ଦେବ ବୋଲି ରବିବାର…

ଭୁବନେଶ୍ୱରରୁ ଆଉ ୧୬୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜଧାନୀ ଭୁବନେଶ୍ୱରରୁ ରବିବାର ୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୫୯ ଜଣ ଲୋକାଲ କେସ। ସେଥିମଧ୍ୟରେ…

କଟକ ସହରରୁ ପୁଣି ୫୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୭-କଟକ ସହରରୁ ରବିବାର ପୁଣି ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୯ ଜଣ କ୍ୱାରାଣ୍ଟାଇନ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…

କଳାହାଣ୍ଡି ଡେପୁଟି କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-କାର୍ଯ୍ୟରେ ଅବହେଳା କରିବା ଅଭିଯୋଗରେ କଳାହାଣ୍ଡି ଉପଜିଲାପାଳ ଅନିଶା ଦାସଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ରବିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶ ଯେ, ପୂର୍ବରୁ ମୟୂରଭଞ୍ଜ ଜିଲା ବେତନଟିରେ ସେ ତହସିଲଦାର ଭାବେ କର୍ଯ୍ୟରତ…

ଚୌଦ୍ୱାରରେ କାର୍‌ଗିଲ ବିଜୟ ଦିବସ ପାଳିିତ

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଉଦ୍ଧାର ଫାଉଣ୍ଡେଶନ ପକ୍ଷରୁ କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍‌ଗିଲ ବିଜୟ ଦିବସରେ ସଂଗଠନର କର୍ମକର୍ତ୍ତା କାର୍‌ଗିଲ ଯୁଦ୍ଧରେ ସହିଦ ହୋଇଥିବା ଚୌଦ୍ୱାରର ବରପୁତ୍ର ଅମର ସ୍ବର୍ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri