ଓଡ଼ିଶାରୁ ଚାଲିଲା ୧୨ ଯୋଡ଼ା ଟ୍ରେନ୍
ଭୁବନେଶ୍ୱର, ୨।୬ (ବ୍ୟୁରୋ): ଅନ୍ଲକ୍-୧.୦ର ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୨ଶହ ଯାତ୍ରିବାହୀ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ୧୨ ଯୋଡ଼ା ଟ୍ରେନ୍ ଗଡ଼ିଛି। ସୋମବାର ସକାଳେ ପ୍ରଥମ ଟ୍ରେନ୍ ଭାବେ ଜନଶତାବ୍ଦୀ ଏକ୍ସପ୍ରେସ୍ ଭୁବନେଶ୍ୱରରୁ କୋଲକାତା…
ସୌରଶକ୍ତି ଚାଳିତ ହେବ ବିଧାନସଭା
ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡିଶା ବିଧାନସଭା ସାୈରଶକ୍ତି ଚାଳିତ ହେବ। ବିଧାନସଭା ଛାତ ଉପରେ ସାୈର ଶକ୍ତି ପ୍ରକଳ୍ପ ସ୍ଥାପନ ହେବ। ଏନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ସେପ୍ଟେମ୍ବର ଶେଷ ସୁଦ୍ଧା ବିଧାନସଭାକୁ…
୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ…
ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍ କେୟାର ସେଣ୍ଟର
ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ୨୪ଟି ସ୍ବତନ୍ତ୍ର କୋଭିଡ୍ କେୟାର ସେଣ୍ଟର ଖୋଲାଯାଇଛି। ଏଥିରେ ମୋଟ ୧୩୧୬…
ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ
ରାଇରଙ୍ଗପୁର, ୨ା୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା…
ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ
ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି କାର୍ଯ୍ୟ…
ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କେ.…
ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ
ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ ସୋର…
କରୋନା ଡ୍ୟୁଟିକୁ ମନା କଲେ ଜେଲ
ଛତ୍ରପୁର,୨ା୬(ଡି.ଏନ.ଏ.)-କରୋନା ସଂକ୍ରମଣକୁ ସମ୍ପୂର୍ଣ୍ଣ ପ୍ରତିହତ କରାଯିବ। ଜୁନ ମାସରେ କଟକଣା ବଳବତ୍ତର ରହିବ। ବିନା ମାସ୍କରେ ବାହାରେ ବୁଲିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ । ସବୁ ଦୋକାନୀ ଗ୍ରାହକଙ୍କର ବିବରଣୀ ଲିପିବଦ୍ଧ କରିବେ। ଦୋକାନରେ ସାମାଜିକ ଦୂରତ୍ୱ ରକ୍ଷା ସହ ବାହାରେ ଗୋଲେଇ…
ଏସ୍ଏଚ୍ଜି ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତି ପ୍ରତ୍ୟାହାର: ଅଙ୍ଗନୱାଡି କେନ୍ଦ୍ରକୁ ମିଳିଲା ଦାୟିତ୍ୱ
ବ୍ରହ୍ମପୁର ଅଫିସ,୨ା୬-ଗଞ୍ଜାମ ଜିଲା ଅଙ୍ଗନୱାଡି କେନ୍ଦ୍ରକୁ ସ୍ବୟଂସହାୟକ ଗୋଷ୍ଠୀ(ଏସ୍ଏଚ୍ଜି)ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତିକୁ ସୋମବାର ଜିଲାପାଳ ପ୍ରତ୍ୟାହାର କରିଛନ୍ତି ା ଏସ୍ଏଚ୍ଜିଠାରୁ ଅଣ୍ଡା ବଣ୍ଟନ ଦାୟିତ୍ୱ ପ୍ରତ୍ୟହାର କରାଯାଇ ଅଙ୍ଗନୱାଡିକୁ ଦିଆଯିବାକୁ ଜିଲାପାଳ ନିର୍ଦ୍ଦେଶନାମାରେ ଉଲ୍ଳେଖ କରିଥିବା ଜଣାପଡିଛି ା ସୂଚନାଯୋଗ୍ୟ,…
ନୂଆ ଥାଇ ବି ପୁରୁଣା ସାହା
ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା ବିପଦସଙ୍କୁଳ…
ମଣ୍ଡିରେ ତାଲା ପକାଇଲେ ଚାଷୀ
ବରଗଡ଼ ଅଫିସ୍/ସରଣ୍ଡା,୨।୬ ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଥିବାବେଳେ କେତେକ ମଣ୍ଡିରେ ଚାଷୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି । ମଣ୍ଡିରେ ପଡ଼ି ରହିଥିବା ଧାନକୁ ଦୀର୍ଘଦିନ ଧରି ମିଲର୍ସ ଉଠାଉ ନଥିବା ଯୋଗୁ ଚାଷୀମାନେ ହଟହଟାର…
Archives


