ରାଜ୍ୟ ଭାଜପା ପକ୍ଷରୁ କରାଯିବ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଶନିବାର ପୂରଣ ହେବ। ଏହି ବର୍ଷକ ମଧ୍ୟରେ ମୋଦି ସରକାର ବହୁ ବଡ଼ବଡ଼ ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇଛନ୍ତି। ମୋଦି ସରକାରଙ୍କ ଏହି ସମସ୍ତ ସଫଳତାର ବାର୍ତ୍ତା…
CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ…
‘ସୁଗମ ଯୋଜନା’: ୧୫ ଦିନରେ ୪୭୪୮ ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ଛାଡ଼ିଲାଣି ଗଞ୍ଜାମ ପ୍ରଶାସନ, ୧୭ ହଜାରଙ୍କୁ ଖାଦ୍ୟ ପ୍ୟାକେଟ୍
ଛତ୍ରପୁର, ୨୯।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ ଗାଡ଼ିଯୋଗେ ପଠାଯାଉଛି। ଏଥିସହ ପ୍ରବାସୀ ଶ୍ରମିକମାନଙ୍କୁ ଖାଦ୍ୟ ପ୍ୟାକେଟ ଓ ପାଣି ବଣ୍ଟନ କରାଯାଉଛି।…
କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ
ଶେରଗଡ଼,୨୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ…
କରୋନା କଟକଣାକୁ ମାନି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକୁ ପାଳନ କରନ୍ତୁ, ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ: ଦାସବର୍ମା
ଭୁବନେଶ୍ୱର,୨୯।୫(ବ୍ୟୁରୋ): ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀର ମୁକାବିଲା କରିବାରେ ଲାଗିଛି। ସେହି କ୍ରମରେ ଭାରତ ମଧ୍ୟ କରୋନା ସହ ବଡ ଧରଣର ଲଢେଇ ଲଢୁଛି। ଏହି ଲଢେଇରେ ପ୍ରମୁଖ ଭୂମିକା ତୁଲାଉଥିବା ତଥା ଯୋଦ୍ଧା ରୂପେ ନିଜର କର୍ତ୍ତବ୍ୟ ତୁଲାଉଛନ୍ତି…
କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାର ୪୨ ବର୍ଷୀୟ ବ୍ୟକ୍ତି ରହିଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱରର ୭୨ ବର୍ଷୀୟ ବୃଦ୍ଧ ଅଛନ୍ତି। । ତେବେ ଖୋର୍ଦ୍ଧା…
ରାଜ୍ୟରେ ପ୍ରତିଷ୍ଠା ହେବ ୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ: ୩୬ ହଜାର ପାଇବେ ନିଯୁକ୍ତି
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ। ସେଥିରୁ ଧାମରାରେ କୋଟିଏ ଟେକ୍ସଟାଇଲ ଓ ଢେଙ୍କାନାଳରେ ମେଡିକାଲ ପାର୍କ ହେବ। ଉଭୟ ପାର୍କ ପାଇଁ ୬ରୁ ୭ ହଜାର କୋଟି ଖର୍ଚ୍ଚ ହେବ। ଧାମରାରେ ୨୦ ହଜାର ଓ…
ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର: ୧୭ ହଜାର କୋଟି ବ୍ୟୟ ଅଟକଳ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କୁ ଜୀବିକା ଯୋଗାଇ ଦେବା ଲକ୍ଷ୍ୟରେ ୧୭ ହଜାର କୋଟି ବ୍ୟୟ ଅଟକଳ ରଖାଯାଇଛି। ଜୁନ୍ ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ଏହି ଟଙ୍କା ଖର୍ଚ୍ଚ ହେବ। ଗ୍ରାମାଞ୍ଚଳରେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରବାସୀଙ୍କୁ ଜୀବିକା…
କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରେସ୍ମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି।…
ଫେରିଲେ ଏର୍ଣ୍ଣାକୁଲମ୍ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ
ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ କପଡ଼ା କାରଖାନାରେ ଝିଅମାନେ କାମ କରୁଥିଲେ। ହେଲେ ଲକ୍ଡାଉନ୍ ଯୋଗୁ ସେଠାରେ ଫସି…
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶୁକ୍ରବାର ପଶ୍ଚିମ ଦ୍ୱାର ପଟୁ ବିଡିଏ ଏନ୍ଫୋର୍ସମେଣ୍ଟ ଟିମ୍ ଦ୍ୱାରା ଉଚ୍ଛେଦ ଚାଲିଛି। ଲକ୍ଡାଉନ୍ ପାଇଁ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ କାମ ବନ୍ଦ ରହିଥିଲା। ଆଜିଠୁ ଉଚ୍ଛେଦ କାର୍ଯ୍ୟ…
ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର ପଶ୍ଚିମପଡା ଅଞ୍ଚଳର ଆୟର ମହମ୍ମଦ(୫୨)। ସେ ସାନଭାଇ ସେକ୍ ଆଲିଙ୍ଗିରଙ୍କ ସହ ପଶ୍ଚିମବଙ୍ଗକୁ ଫେରୁଥିଲେ।…
Archives


