ରାଜ୍ୟ

ଅନ୍‌ଲାଇନ୍‌ ପରୀକ୍ଷାରେ ପାସ୍‌ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ

ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍‌ଲାଇନ୍‌ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ ପାସ୍‌…

ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା

ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍‌ଶୀଘ୍ର ବାଦ୍‌ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୬ରୁ ୩୧ ମଧ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌…

କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍‌ ମେଶିନ

ଗୋପ,୨୫ା୭(ଡି.ଏନ୍‌.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍‌ ମେଶିନ ନିର୍ମାଣ କରି…

‘ସାଇଲେଣ୍ଟ କୋଭିଡ୍‌ ଓ୍ବାରିଅର’ ହର୍ଷିଲ

କଟକ ଅଫିସ,୨୫ା୭: ଲକ୍‌ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍‌ ଅଫ୍‌ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍‌ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ ଓ୍ବାଲର୍‌ଡ…

ଅଯୋଧ୍ୟା ପଠାଗଲା ସମଲେଇ ପୀଠର ମାଟି, ଜଳ

ସମ୍ବଲପୁର, ୨୫ା୭(ବ୍ୟୁରୋ): ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାଠାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜା ହେବ। ତେଣୁ ସମଗ୍ର ଦେଶର ବିଭିନ୍ନ ପ୍ରାନ୍ତରୁ ପବିତ୍ର ଭୂମି ଓ ଜଳ ଅଯୋଧ୍ୟାକୁ ଯିବ। ଏହି କ୍ରମରେ ସମ୍ବଲପୁର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ…

ଭାଜପା ନେତାଙ୍କୁ ଗଳାକାଟି ହତ୍ୟା

ଘଣ୍ଟାପଡା/କଣ୍ଟାମାଳ,୨୪।୭(ଡି.ଏନ.ଏ.)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧୀନ ଆମ୍ବଗାଁ ସମଲେଶ୍ୱରୀ ନାଳ ନିକଟ ଆମ୍ବ ବଗିଚାରୁ ଶୁକ୍ରବାର ସକାଳେ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ (୩୨)ଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ…

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ ୫…

ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲକୁ ମନୋନୀତ

ଭୁବନେଶ୍ୱର,୨୪ା୭(ବ୍ୟୁରୋ)- ରାଜ୍ୟ ସଭା ପାଇଁ ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନଲର ପୁନର୍ଗଠନ କରିଛନ୍ତି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଏହି ପ୍ୟାନେଲରେ ରାଜ୍ୟ ସଭା ଉପାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି। ଏ ନେଇ ରାଜ୍ୟ ସଭା…

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ ପରେ…

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ ଏସ୍‌ପି…

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲେ ା ସମ୍ପର୍କୀୟ, ବନ୍ଧୁବାନ୍ଧବ ବିବାହ ଭୋଜିର ମଜା ଉଠାଇ ସାରିଥିଲେ…

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri