ରାଜ୍ୟ

ଏଣିକି ଏନ୍‌ଡିଆର୍‌ଏଫ୍‌ରେ ନିୟୋଜିତ ହେବେ ମହିଳା ଯବାନ: ଡିଜି

ଭୁବନେଶ୍ୱର,୮ା୩(ବ୍ୟୁରୋ): ଏଣିକି ଏନ୍‌ଡିଆର୍‌ଏଫ୍‌ରେ ମହିଳା ଯବାନ ନିୟୋଜିତ ହେବେ। ବିଶ୍ୱ ମହିଳା ଦିବସ ଅବସରରେ ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଏନ୍‌ଡିଆର୍‌ଏଫ୍‌ ବାଟାଲିୟନ୍‌ରେ ଗୋଟିଏ ଲେଖାଏଁ ମହିଳା ୟୁନିଟ୍‌ ରହିବ।...

ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିଥିଲେ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ କହିଛନ୍ତି, ନିୟମ ଅନୁସାରେ ଏହା ଜାତୀୟକରଣ ବ୍ୟାଙ୍କରେ ରହିବା କଥା। ଘରୋଇ ବ୍ୟାଙ୍କରେ...

୯ ଜିଲାକୁ ବର୍ଷା, ବଜ୍ରପାତ ଆଲର୍ଟ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ୯ ଜିଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନୟାଗଡ଼, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଭଦ୍ରକ, ଜଗତ୍‌ସିଂହପୁର...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଯିଏ ରଖିଥିବ ସେ ଦାୟୀ: ସଚିବ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଛି। ଏପରିିସ୍ଥଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୯୨ କୋଟି ଟଙ୍କାର ଭବିଷ୍ୟତ ଆଶଙ୍କାରେ ରହିଛି। ଏହାକୁ ନେଇ ଏବେ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। ରବିବାର ଜଗନ୍ନାଥଙ୍କ ଟଙ୍କା ସମ୍ପର୍କରେ ରାଜ୍ୟ...

ଭାଜପା କିମ୍ବା ବିଜେଡିକୁ ଭୋଟ ଦେବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଭୋଟ ଦେବେ ନାହିଁ। ପ୍ରାର୍ଥୀ ନ ଥିବାରୁ ଭୋଟ କାହିଁକି ଦେବୁ ବୋଲି ରବିବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭା ଲାଗି...

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ,...

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଏଥିପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ...

ହସ୍ପିଟାଲରେ ବନ୍ଧା ପଡ଼ିଛନ୍ତି ହାତୀ ଆକ୍ରମଣରେ ଆହତ ମହିଳା

ଭୁବନେଶ୍ୱର, ୮।୩(ବ୍ୟୁରୋ): ଗତମାସ ୨୩ ତାରିଖରେ ପୁରୀ ଜିଲାର ପିପିଲି ଓ ବଳଙ୍ଗା ଏବଂ ଭୁବନେଶ୍ୱର ଉପକଣ୍ଠରେ ଏକ ଦନ୍ତା ହାତୀ ଆତଙ୍କ ରଚାଇଥିଲା। ୪ଜଣଙ୍କ ଜୀବନ ନେବା ସହ ଏକାଧିକଙ୍କୁ ଆହତ କରିଥିଲା। ଘଟଣା ପରେ ମୃତକଙ୍କୁ ୪ଲକ୍ଷ...

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ ସେବାରୁ ବହିଷ୍କାର କରାଯିବ। ଏପରି କି ଜାଣିଶୁଣି ଯଦି କେହି ଥରେ...

ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ ବହୁତଳ ଗୃହ ନିର୍ମାଣ: କଟକଣା ବୋର୍ଡ ଉପାଡ଼ି ରାସ୍ତାରେ ଲଗାଇଲେ ବିଲ୍‌ଡର

ପୁରୁଣା ଭୁବନେଶ୍ୱର, ୮।୩(ଡି.ଏନ.ଏ.): ଭୁବନେଶ୍ୱରରେ ନକ୍ସା ଅନୁମୋଦନ ବ୍ୟତିରେକ କୌଣସି ପ୍ରକାର ବେଆଇନ ଗୃହ ନିର୍ମାଣ ଘରୋଇ ଜମିରେ ହୋଇପାରିବ ନାହିଁ। ଯଦି ହୋଇଥାଏ ତେବେ ଜରିମାନା ଆଦାୟ ସହ ଭାଙ୍ଗି ଦେବାର ଧମକ ବିଡିଏ ଓ ବିଏମ୍‌ସି ପକ୍ଷରୁ...

ଦୋଳ, ହୋଲି ପାଇଁ ଉତ୍ସବମୁଖର ଗାଁଠୁ ସହର: ଏକାଠି ହୋଇ ଫଗୁ ଖେଳିଲେଣି ଠାକୁର

ଭୁବନେଶ୍ୱର, ୮।୩(ବ୍ୟୁରୋ): ସୋମବାର ଦୋଳ, ମଙ୍ଗଳବାର ହୋଲି। ହେଲେ ଏବେଠୁ ଉତ୍ସବମୁଖର ହୋଇଉଠିଲାଣି ଗାଁଠୁ ସହର। ଇତିମଧ୍ୟରେ ଭୁବନେଶ୍ୱର ଓ ଉପକଣ୍ଠରେ କେତେକ ସ୍ଥାନରେ ମେଳଣ ଓ ଫଗୁ ଆରମ୍ଭ ହୋଇଯାଇଥିବାବେଳେ ଏକାଧିକ ସ୍ଥାନରେ ଭିନ୍ନ ଭିନ୍ନ ଦିନରେ ରଙ୍ଗଖେଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri