ରାଜ୍ୟ

ହୋଲିରେ ବର୍ଷା: ୧୦ରୁ ୧୨ପର୍ଯ୍ୟନ୍ତ ବର୍ଷା ସହ ଝଡ଼ତୋଫାନ

ଭୁବନେଶ୍ୱର,୯।୩(ବ୍ୟୁରୋ): ହୋଲିକୁ ଫିକା କରିଦେବ ବର୍ଷା। ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୦ରେ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା,...

ମୃତଦେହ ସତ୍କାର ଲାଗି ମହିଳାଦେଲେ ଚାରିକାନ୍ଧ

ବରଗଡ଼ ଅଫିସ,୮।୩: ସାରା ବିଶ୍ୱରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଥିବା ବେଳେ ବରଗଡ଼ ସହରର ମହିଳାମାନେ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅମ୍ବାପାଲିର ଏକ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଜଣେ ବ୍ୟକ୍ତିଙ୍କ ମୃତଦେହ ସତ୍କାର କରିଛନ୍ତି।...

ମହିଳା ଦିବସରେ ସଦ୍ୟ ଶିଶୁକନ୍ୟାକୁ ଡ୍ରେନ୍‌ରେ ଫିଙ୍ଗିଦେଲେ

ବଲାଙ୍ଗୀର ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସରେ ବଲାଙ୍ଗୀରରେ ଏକ ଅଭାବନୀୟ ଘଟଣା ଘଟିଛି । ସଦ୍ୟଜାତ ଏକ ଶିଶୁକନ୍ୟାକୁ କେହି ତୁଳସୀନଗରର ଏକ ଡ୍ରେନ୍‌ରେ ଫିଙ୍ଗିଦେଇଥିବା ଦେଖିବାକୁ ମିଳିଛି । ଅଞ୍ଚଳର ଆଲୋକ ଖର୍ସେଲ ନାମକ ଜଣେ ଯୁବକ ସମ୍ପୃକ୍ତା...

ମହିଳାଙ୍କ ପାଇଁ ‘ମିଶନ ଶକ୍ତି ବିଭାଗ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ମିଶନ ଶକ୍ତି ବିଭାଗକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ରଖିବା ପ୍ରସଙ୍ଗ: ଶ୍ୱେତପତ୍ର ଦାବି କଲା ଭାଜପା

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଭାଜପା ଟାର୍ଗେଟ କରିଛି। ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ରବିବାର ଏକ ଖବରଦାତା ସମ୍ମିଳନୀରେ ମହାପ୍ରଭୁଙ୍କ ଟଙ୍କା ପ୍ରସଙ୍ଗରେ ଶ୍ୱେତପତ୍ର ପ୍ରକାଶ କରିବାକୁ ଦାବି କରିଛନ୍ତି।...

ଏଣିକି ଏନ୍‌ଡିଆର୍‌ଏଫ୍‌ରେ ନିୟୋଜିତ ହେବେ ମହିଳା ଯବାନ: ଡିଜି

ଭୁବନେଶ୍ୱର,୮ା୩(ବ୍ୟୁରୋ): ଏଣିକି ଏନ୍‌ଡିଆର୍‌ଏଫ୍‌ରେ ମହିଳା ଯବାନ ନିୟୋଜିତ ହେବେ। ବିଶ୍ୱ ମହିଳା ଦିବସ ଅବସରରେ ଏନ୍‌ଡିଆର୍‌ଏଫ୍‌ ଡିଜି ସତ୍ୟନାରାୟଣ ପ୍ରଧାନ ରବିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରତି ଏନ୍‌ଡିଆର୍‌ଏଫ୍‌ ବାଟାଲିୟନ୍‌ରେ ଗୋଟିଏ ଲେଖାଏଁ ମହିଳା ୟୁନିଟ୍‌ ରହିବ।...

ନିରଞ୍ଜନଙ୍କ ପ୍ରଶ୍ନ: ଅଧିକ ସୁଧ ନା କମିଶନ ଆଶାରେ ୟେସ୍‌ ବ୍ୟାଙ୍କରେ ଟଙ୍କା ରଖିଥିଲେ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜମାଥିବା ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ରବିବାର ଏ ସମ୍ପର୍କରେ ପଚରାଯିବାରୁ ନିରଞ୍ଜନ କହିଛନ୍ତି, ନିୟମ ଅନୁସାରେ ଏହା ଜାତୀୟକରଣ ବ୍ୟାଙ୍କରେ ରହିବା କଥା। ଘରୋଇ ବ୍ୟାଙ୍କରେ...

୯ ଜିଲାକୁ ବର୍ଷା, ବଜ୍ରପାତ ଆଲର୍ଟ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରବିବାର ୯ ଜିଲାରେ ଝଡ଼ ତୋଫାନ, ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନୟାଗଡ଼, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ଭଦ୍ରକ, ଜଗତ୍‌ସିଂହପୁର...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଯିଏ ରଖିଥିବ ସେ ଦାୟୀ: ସଚିବ

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଛି। ଏପରିିସ୍ଥଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୯୨ କୋଟି ଟଙ୍କାର ଭବିଷ୍ୟତ ଆଶଙ୍କାରେ ରହିଛି। ଏହାକୁ ନେଇ ଏବେ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। ରବିବାର ଜଗନ୍ନାଥଙ୍କ ଟଙ୍କା ସମ୍ପର୍କରେ ରାଜ୍ୟ...

ଭାଜପା କିମ୍ବା ବିଜେଡିକୁ ଭୋଟ ଦେବନି କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୮ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ବିଧାୟକ ଭୋଟ ଦେବେ ନାହିଁ। ପ୍ରାର୍ଥୀ ନ ଥିବାରୁ ଭୋଟ କାହିଁକି ଦେବୁ ବୋଲି ରବିବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭା ଲାଗି...

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ ଦେଇଛନ୍ତି। ଆବଶ୍ୟକ ହେଲେ ଘରେ ଖେଳନ୍ତୁ ବୋଲି ଜିଲାପାଳ କହିଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ,...

ମହିଳା ଦିବସରେ ସମସ୍ତ ଥାନାଧିକାରିଣୀଙ୍କୁ ଡିଜିଙ୍କ ପ୍ରଶଂସା

କଟକ ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ମହିଳା ଥାନା ଅଧିକାରିଣୀଙ୍କୁ ପ୍ରଶଂସା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ(ଡିଜି) ଅଭୟ। ଡିଜିଙ୍କ ଟୁଇଟର୍‌ରେ ଲେଖାଯାଇଛି, ରାଜ୍ୟବ୍ୟାପୀ ବିଭିନ୍ନ ଥାନା ଦାୟିତ୍ୱରେ ବର୍ତ୍ତମାନ ୧୦୩ ଜଣ ଇନ୍ସପେକ୍ଟର ଏବଂ ସବ୍‌ଇନ୍ସପେକ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri