ଜିଲାପାଳଙ୍କ କ୍ଷମତା ବ୍ୟହାର କରି ମଲ୍ଲୀ ପଶି ବଜାରକୁ ୨୪ଘଣ୍ଟିଆ ସଟ୍ଡାଉନ କଲେ ସରପଞ୍ଚ
ପାଟଣା,୨୬।୫(ସ୍ବ.ପ୍ର.): କରୋନା ଭୁତାଣୁ ସଂକ୍ରମଣ ସକାଶେ ଦେଶରେ ଲକ୍ଡାଉନ ଜାରି ରହିଛି। ଇତିମଧ୍ୟରେ ପ୍ରବାସୀମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ସୋମବାର ଗୁଜୁରାଟର ସୁରଟରୁ କିଛି ଲୋକଙ୍କୁ ନେଇ ଏକ ବସ୍ କୋଲକାତା ଅଭିମୁଖେ ଯାଉଥିଲା। ସେହି…
CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ…
ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ
ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା ରୁଜୁ…
ବାତ୍ୟା ଦୋହଲାଉଛି ଆର୍ଥିକ ମେରୁଦଣ୍ଡ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟକୁ ଘେରିରହିଛି ପ୍ରାକୃତିକ ବିପତ୍ତି। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିପର୍ଯ୍ୟୟ ରାଜ୍ୟ ରାଜକୋଷକୁ ଦୋହଲାଇ ଦେଉଛି। ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୁର୍ବଳ କରିଦେଉଛି। କେଉଁ ବର୍ଷ ବାତ୍ୟା ତ ପୁଣି କେଉଁ ବର୍ଷ ବନ୍ୟା ଓ…
ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍ ମୂଲ୍ୟାୟନକାରୀ ଖାତା ଦେଖିବେ। ଏଥିସହ ସାନିଟାଇଜର ବ୍ୟବହାର ଉପରେ…
ଭୁବନେଶ୍ୱରକୁ ଉଡ଼ିଲା ବିମାନ, ୫ ବାତିଲ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ଦୀର୍ଘ ଦୁଇମାସ ପରେ ସୋମବାରଠାରୁ ଦେଶର ବିଭିନ୍ନ ରାଜ୍ୟରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବିମାନ ଚଳାଚଳ କରିଛି। ପ୍ରଥମେ ଦିଲ୍ଲୀରୁ ଭିସ୍ତାରା (ୟୁକେ୭୮୫) ବିମାନ…
ଓଡ଼ିଶାକୁ ଜଗନ୍ନାଥ ଭରସା: ନିରଞ୍ଜନ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟ ସ୍ଥିତିକୁ ଦେଖିଲେ ବର୍ତ୍ତମାନ ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି। ସରକାର କିଭଳି କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ତାହା କିଛି ବୁଝି ପାରୁନି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।…
୭ କଏଦୀ, ୫ ଜେଲ କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ
ପୁରୀ ଅଫିସ,୨୬ା୫: ଆଶ୍ୱସ୍ତି ହୋଇଛନ୍ତି ପୁରୀ ଜେଲ୍ କର୍ତ୍ତୃପକ୍ଷ। ଜଣେ ଅଭିଯୁକ୍ତ ଜେଲ୍କୁ ଆସିବା ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ନେଇ ଚିନ୍ତାରେ ପଡ଼ିିଥିଲେ ଅନ୍ୟ ବିଚାରାଧୀନ କଏଦୀ ଏବଂ ଜେଲ୍ କର୍ମଚାରୀ। ତେଣୁ ସମ୍ପୃକ୍ତ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା…
ହୋଟେଲ ଖୋଲିବାକୁ ଅନୁମତି ମାଗିଲା ଏଚ୍ଆର୍ଏଓ
ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ଗତ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ହେଲା ବନ୍ଦ ହୋଇ ପଡ଼ିଥିବା ହୋଟେଲ ଶିଳ୍ପକୁ ପୁନର୍ବାର ଖୋଲିବା ପାଇଁ ଦାବି ହୋଇଛି। ସୋମବାରଠାରୁ ଦେଶରେ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଥିବାବେଳେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ, ରିସର୍ଟ ଆଦି…
ପୁଣି ଫୁଟ୍ପାଥ୍ରେ ଫଳ ବେପାର
ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ବୋଲ ମାନୁନାହାନ୍ତି ଭୁବନେଶ୍ୱରର ଫଳ ବେପାରୀ। ରାଜମହଲରୁ ଏଜି ଛକ ଯାଏ ଥିବା ଫୁଟ୍ପାଥ୍କୁ କବ୍ଜା କରି ଫଳ ବେପାର କରୁଛନ୍ତି। ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରୁଥିବାରୁ ଗତ ୧୮ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ…
ରେଲ୍ଓ୍ବେ ଡେପୁଟି ଚିଫ୍ ଇଞ୍ଜିନିୟର ଗିରଫ
ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ରେଲ୍ଓ୍ବେରେ ବହୁ କୋଟି ଟଙ୍କାର ପ୍ରୋଜେକ୍ଟ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୫୦ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ରେଲ୍ଓ୍ବେ ଡେପୁଟି ଚିଫ୍ ଇଞ୍ଜିନିୟର ପ୍ରଶାନ୍ତ କୁମାର ବାଘଙ୍କୁ ସୋମବାର ପୋଲିସ ଗିରଫ କରିଛି। ଏନେଇ ଚନ୍ଦ୍ରଶେଖରପୁର ଥାନାରେ ଆଇପିସି…
ମାନିଲେନି, କାଉଣ୍ଟରରୁ ବୋହିନେଲେ ମଦ
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ରାଜଧାନୀ ସମେତ ଅନ୍ୟ କେତେକ ସ୍ଥାନରେ ସୋମବାରଠାରୁ ଅନ୍ଲାଇନ୍ ମଦ ବିକ୍ରି ଆରମ୍ଭ ହୋଇଛି। ଲକ୍ଡାଉନ୍ ସମୟରେ ସରକାର କେବଳ ଅନ୍ଲାଇନ୍ ମଦ ବିକ୍ରି ପାଇଁ ଅନୁମତି ଦେଇଥିଲେ। କିନ୍ତୁ ଦୋକାନୀ ଓ ଗ୍ରାହକ ଏହି ନିୟମକୁ ଫୁ କରି…
Archives


