ରାଜ୍ୟ

ଦେହରେ ପିପିଇ କିଟ୍‌, ହାତ ପାଦ ଖୋଲା

କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି ଶଙ୍କରପୁର ଓ ଖଟ୍‌ବିନ୍‌ ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ…

ଅସହଯୋଗରୁ ବ୍ୟାପୁଛି ସଂକ୍ରମଣ

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ଭୁବନେଶ୍ୱରରେ ଏବେ ନମୁନା ସଂଗ୍ରହ ଓ ପରୀକ୍ଷଣ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ପଜିଟିଭ୍‌ଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ହେଲେ ଅନେକ କ୍ଷେତ୍ରରେ କରୋନା ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲ କିମ୍ବା କୋଭିଡ୍‌ କେୟାର ସେଣ୍ଟର ନେବାରେ ଭୁବନେଶ୍ୱର ମହାନଗର…

ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଓଡ଼ିଆ ଝିଅ ଲଭ୍‌ଲୀ ପ୍ରଥମ

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ଜାତୀୟ ସ୍ତରର ପତ୍ରିକା କମ୍ପିଟିଶନ୍‌ ସକ୍‌ସେସ୍‌ ରିଭିୟୁ ପକ୍ଷରୁ ଗତ ମାର୍ଚ୍ଚରେ ସର୍ବଭାରତୀୟ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିରେ ଓଡ଼ିଶାର ଝିଅ ଲଭ୍‌ଲୀ ମହାନ୍ତି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲର ଦ୍ୱାଦଶ…

ପୁରୀ ଉପକୂଳରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ କମୁଛି

ପୁରୀ ଅଫିସ,୨୩ା୭: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗ ଅନିୟମିତତା ଦ୍ୱାରା ବହୁ ଜଳଜୀବ ପ୍ରଭାବିତ ହେଉଛନ୍ତି। ବିଶେଷକରି ଏହାଦ୍ୱାରା ପୁରୀ ଉପକୂଳରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ବ୍ୟାପକ ଭାବେ ହ୍ରାସ ପାଇବାରେ ଲାଗିଛି। ଅନିୟମିତ ପାଣିପାଗ ଯୋଗୁ ଅଧିକାଂଶ ଅଣ୍ଡା…

ଖାଦ୍ୟର ମାନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ…

୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ

କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍‌ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍‌ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ ଷ୍ଟେଶନରୁ ଉଦ୍ଧାର କରାଯାଇ କଣାସ ବାଳାଶ୍ରମରେ ରଖାଯାଇଥିଲା। ତେବେ କେତେଜଣ ସାମାଜିକ କର୍ମୀଙ୍କ…

ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍‌

କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ ମଧ୍ୟ କରୋନା ସ୍ଥିତି ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ବିଚାର ବ୍ୟବସ୍ଥା ଉପରେ…

ଭିମ୍‌ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ

ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପଦୋନ୍ନତିର ମାତ୍ର ଦିନକ ପରେ ସେହି ନିର୍ଦ୍ଦେଶ…

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି କ୍ଷେପଣାସ୍ତ୍ରକୁ…

ଇଣ୍ଟରନେଟ୍‌ ରେଡିଓ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ୧୯୨୭ ଜୁଲାଇ ୨୩ରେ ଭାରତରେ ପ୍ରଥମଥର ପାଇଁ ରେଡିଓ ପ୍ରସାରଣ ଆରମ୍ଭ ହୋଇଥିଲା। ଇଣ୍ଡିଆନ୍‌ ବ୍ରଡ୍‌କାଷ୍ଟିଂ କମ୍ପାନୀ ନାମକ ଏକ ବେସରକାରୀ ସଂସ୍ଥା ଦ୍ୱାରା ବମ୍ବେ ଷ୍ଟେଶନରୁ ଏହି ପ୍ରସାରଣ କରାଯାଇଥିଲା। ଏହା ପରଠାରୁ ଜୁଲାଇ ୨୩କୁ ପ୍ରତିବର୍ଷ ଦେଶରେ…

ସୁନ୍ଦରଗଡ଼, ଯାଜପୁର ଜିଲାକୁ ୫ କୋଟି

ଭୁବନେଶ୍ୱର,୨୩ା୭(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ସ୍ଥିତି…

କରୋନା ମୁକାବିଲା ପାଇଁ ଖୋଲା ବଜାରରୁ ଋଣ ଆଣିବେ ସରକାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ)-କୋଭିଡ୍‌-୧୯ ମହାମାରୀ ଚକ୍ରବୂ୍ୟହରେ ଫସି ଯାଇଛି ରାଜକୋଷ। ନୂତନ ଯୋଜନା କାର୍ଯ୍ୟକାରୀ କରିବା ଦୂରର କଥା ଚାଲୁ ରହିଥିବା ଯୋଜନା ପାଇଁ ମଧ୍ୟ ପାଣ୍ଠି ଅଭାବ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri