ରାଜ୍ୟ

ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍‌ କିଛି ଗୁରୁତ୍ୱପୂର୍ଣ୍ଣ...

ମଜୁରି ପୈଠ, ଇପିଏଫ୍‌ ଉପରେ ନଜର ରଖିବ ‘ଇ-ମଷ୍ଟରରୋଲ’

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ପରିଚାଳନାରେ ସ୍ବଚ୍ଛତା ସହ ଇପିଏଫ୍‌ ଓ ଇଏସଆଇ ଆଦି ପୈଠ ଉପରେ ନଜର ରଖିବାକୁ ରାଜ୍ୟ ସରକାର ଇ-ମଷ୍ଟରରୋଲ ନାମରେ ନୂତନ ବୈଷୟିକ କୌଶଳ ପ୍ରୟୋଗ କରିବେ। ସରକାର ଏଥିପାଇଁ ନୀତିଗତ...

ଝଲସିବ ଜୀବରାମ ପଲ୍ଲୀ

ପୁରୀ ଅଫିସ,୭ା୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥିଲାଗି କେତେକ ପ୍ରକଳ୍ପର କାମ ଆରମ୍ଭ ହୋଇଥିବାବେଳେ ଅନେକ ମେଗା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଠାକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକ...

‘ପ୍ରଦୀପ୍ତଙ୍କୁ ମିଥ୍ୟା ମକଦ୍ଦମାରେ ଫସାଯାଇଛି’

ପୁରୀ ଅଫିସ,୭ା୩: ପାରା ଗୁଳିକାଣ୍ଡରେ ମାଟିଆପଡ଼ା ସିଦ୍ଧମହାବୀର ରେଲୱେ ଓଭରବ୍ରିଜ କ୍ଷତିଗ୍ରସ୍ତ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ବିଜେଡି କାଉନସିଲର ପ୍ରଦୀପ୍ତ କୁମାର ନାୟକଙ୍କୁ ମିଥ୍ୟାରେ ଫସାଇ ଦିଆଯାଇଛି ବୋଲି କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଶୁକ୍ରବାର ରେଲ...

କାକଟପୁର ବ୍ଲକ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି

କାକଟପୁର,୭ା୩(ଡି.ଏନ.ଏ.): କାକଟପୁର ବ୍ଲକ ବିଡିଓ ଓ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା କ୍ୱାର୍ଟର୍ସଗୁଡିକ ଭୂତକୋଠି ପାଲଟିଯାଇଛି। ଦୀର୍ଘବର୍ଷ ଧରି ଏହି କ୍ୱାର୍ଟର୍ସଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ କ୍ୱାର୍ଟର୍ସଗୁଡିକ ନଷ୍ଟ ହେବାକୁ ବସିଥିବା ବେଳେ ଏଥିପ୍ରତି...

ଶ୍ରୀଲିଙ୍ଗରାଜଙ୍କ ନିଷ୍କର ଜମିରେ ଜନବସତି

ପୁରୁଣା ଭୁବନେଶ୍ୱର,୭ା୩(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ହେବା ପରେ ଦିଅଁଙ୍କ ନୀତିକାନ୍ତି ସୁବ୍ୟବସ୍ଥିତ କରିବାକୁ ଖଞ୍ଜାରେ ବିଭିନ୍ନ ସେବାୟତଙ୍କୁ ଜମି ରାଜାରାଜୁଡା ଅମଳରୁ ଯୋଗାଇ ଦିଆଯାଇଥିଲା। ଏଥିମଧ୍ୟରୁ କୁମ୍ଭକାର ସେବାୟତଙ୍କ ଭୂମିକା ଅନେକ ଗୁରୁତ୍ୱ ବହନ କରେ। ଶ୍ରୀଲିଙ୍ଗରାଜ ମନ୍ଦିରରେ ପୂଜା...

ଶହୀଦନଗରରେ ଜଳିଗଲା ଅଟୋ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଶହୀଦନଗର ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଟୋ ହଠାତ ଜଳିଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନ ଥିଲେ ମଧ୍ୟ ଶର୍ଟସର୍କିଟ ଯୋଗୁ ଇଞ୍ଜିନରେ ନିଅଁ। ଲାଗିଥିବା ଅନୁମାନ କରାଯାଉଛି। ତେବେ ଅଟୋରେ ଥିବା ୩ଜଣ ଯାତ୍ରୀ...

ମହାପ୍ରଭୁଙ୍କୁ ଦର୍ଶନ କଲେ ରବିଶଙ୍କର

ପୁରୀ ଅଫିସ,୭ା୩: ଆଧ୍ୟାତ୍ମିକ ଗୁରୁ ତଥା ଆର୍ଟ ଅଫ୍‌ ଲିଭିଙ୍ଗ୍‌ର ପ୍ରତିଷ୍ଠାତା ଶ୍ରୀ ଶ୍ରୀ ରବିଶଙ୍କର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ରବିଶଙ୍କର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ତାଙ୍କୁ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି...

୨୧ଜଣଙ୍କୁ ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ

ଭୁବନେଶ୍ୱର, ୭ା୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବ୍ୟବହିତ ପୂର୍ବରୁ ଶୁକ୍ରବାର ବ୍ରାଇଟ୍‌ ଓଡ଼ିଆ ଫାଉଣ୍ଡେଶନ ପକ୍ଷରୁ ସୂଚନାଭବନରେ ଓଡ଼ିଶା ୱିମେନ୍‌ ଏକ୍ସଲେନ୍ସି ଆୱାର୍ଡ ପ୍ରଦାନ କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୧ଜଣ ଶ୍ରେଷ୍ଠ ମହିଳା...

ହ୍ୟାଣ୍ଡ୍‌ଶେକ୍‌ ପରିବର୍ତ୍ତେ ନମସ୍କାର କରିବାକୁ ପରାମର୍ଶ

ଭୁବନେଶ୍ୱର,୭ା୩(ବ୍ୟୁରୋ): କରୋନା ଭାଇରସ୍‌ ଭୟ ଏବେ ସମଗ୍ର ବିଶ୍ୱକୁ ଥରାଇ ଦେଇଥିବା ବେଳେ ଏହାଦ୍ୱାରା ବିଶେଷଭାବେ ପ୍ରଭାବିତ ହୋଇଛି ରାଜ୍ୟ ପର୍ଯ୍ୟଟନ ଶିଳ୍ପ। ଓଡ଼ିଶା ଆସିବାକୁ ଏବଂ ଓଡ଼ିଶା ବାହାରକୁ ଯିବାକୁ ଥିବା ପ୍ରାୟ ୫୦% ପର୍ଯ୍ୟଟକ ନିଜ ଗସ୍ତ...

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ଏତଲା

କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି ଘଟଣାକୁ ନେଇ ଶୁକ୍ରବାର ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ରେ ଏତଲା ଦିଆଯାଇଛି। ଘଟଣାର...

ଏବେ ପସନ୍ଦ ହର୍ବାଲ ହୋଲି

ଭୁବନେଶ୍ୱର,୭ା୩(ବ୍ୟୁରୋ): ଦିନଥିଲା ପ୍ରକୃତିର ବିଭିନ୍ନ ରଙ୍ଗକୁ ବ୍ୟବହାର କରି ଲୋକେ ହୋଲି ଖେଳୁଥିଲେ। କିନ୍ତୁ କିଛିବର୍ଷ ହେଲା ହୋଲିରେ ରାସାୟନିକ ରଙ୍ଗର ବହୁଳ ବ୍ୟବହାର ହେଉଛି। ସ୍ବାସ୍ଥ୍ୟ ପ୍ରତି ଏହା ହାନିକାରକ ହେଉଥିବାରୁ ଲୋକେ ଏଥିପ୍ରତି ଧୀରେ ଧୀରେ ସଚେତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri