ରାଜ୍ୟ

ନାଗାର୍ଜୁନ ବେଶ ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣା:ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୩୦ା୧୧:ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣାରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ରବିବାର ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ମଞ୍ଚ ଉପସଭାପତି ଲଲାଟେନ୍ଦୁ ମିଶ୍ର ଏହି ଏତଲା ଦେଇଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଯେ,…

ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍‌ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ମାତ୍ର ୧୦ ଦିନରେ ଶେଷ ହୋଇଛି। ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର…

ଅପମିଶ୍ରିତ ଘିଅ, ତେଲ କାରଖାନା ଠାବ: ୫୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ସାମଗ୍ରୀ ଜବତ

କଟକ ସଦର,୨୯ା୧୧(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ୪୨ ମୌଜା ଶ୍ରୀରାମ ଗ୍ରାମରେ ଥିବା ଅପମିଶ୍ରିତ ଘିଅ ଓ ତେଲ କାରଖାନାକୁ ରବିବାର ପୋଲିସ ଠାବ କରିଛି। ସେଠାରେ ଚଢ଼ାଉବେଳେ ନାମୀଦାମୀ କମ୍ପାନୀର ପାଉଚ୍‌ ଓ ଡବାରେ ଥିବା ଅପମିଶ୍ରିତ ଘିଅ,…

ଆରୋଗ୍ୟ ହେଲେ ଆଉ ୭୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଓ କଟକ ଜିଲାରୁ ସର୍ବାଧିକ ୬୫ ଜଣ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୫୮, ମୟୂରଭଞ୍ଜରୁ ୪୮, ଅନୁଗୋଳରୁ ୪୬, ଜଗତସିଂହପୁରରୁ ୪୨, କଳାହାଣ୍ଡି-ନୂଆପଡା-ସମ୍ବଲପୁର-ସୁନ୍ଦରଗଡରୁ ୩୫, ବାଲେଶ୍ୱରରୁ ୩୩, କେନ୍ଦ୍ରାପଡାରୁ…

ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩ ଝାଡ଼ଖଣ୍ଡୀ ହାତୀ ବେତନଟୀ ରେଞ୍ଜ ଓ ଡାଙ୍ଗରବିଲା ଦେଇ ଚିତ୍ରଡ଼ା, ଅସ୍ତିଆ, ଘୋଳମୁହାଁ ହୋଇ…

ଭୁବନେଶ୍ୱରରୁ ଆଜି ୩୨ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨

ଭୁବନେଶ୍ୱର,୨୯।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଛି।…

ସରକାର ଦୁର୍ନୀତିକୁ ଘଣ୍ଟ ଘୋଡ଼ାଉଛନ୍ତି: ନରସିଂହ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୨୨୫୨.୮୪ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ୨୨୪୧.୩୪ କୋଟି ଟଙ୍କା କାର୍ଯ୍ୟକ୍ରମ ବାବଦରେ ଖର୍ଚ୍ଚ ପାଇଁ ଧାର୍ଯ୍ୟ ହୋଇଥିବାବେଳେ ପ୍ରଶାସନିକ ଖର୍ଚ୍ଚ ବାବଦରେ…

୪୦୦ ବର୍ଷ ପରେ ଡିସେମ୍ବର ୨୧ ସନ୍ଧ୍ୟାରେ ବୃହସ୍ପତି ଓ ଶନିର ମହାମିଳନ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୧ ସନ୍ଧ୍ୟା ଆକାଶରେ ବୃହସ୍ପତି ଓ ଶନି ଗ୍ରହ ପରସ୍ପରର ଖୁବ୍‌ ନିକଟରେ ଦେଖାଯିବେ। ପ୍ରାୟ ୪୦୦ବର୍ଷ ପରେ ଏହି ମହାମିଳନ ହେବ। ତେଣୁ ଏହାଏକ ଅତ୍ୟନ୍ତ ବିରଳ ଘଟଣା ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ…

ଫଳ, ପରିବାରେ ସବ୍ୟସାଚୀ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସମୟରେ ଶତାଧିକ ଓଡ଼ିଶାବାସୀଙ୍କୁ ବିପଦରୁ ଉଦ୍ଧାର କରିଥିବା ଅଭିନେତା ସବ୍ୟସାଚୀ ମିଶ୍ର କେବଳ ଓଡ଼ିଶାରେ ନୁହେଁ, ଓଡ଼ିଶା ବାହାରେ ମଧ୍ୟ ‘ରିୟଲ୍‌ ହିରୋ’ର ଆଖ୍ୟା ପାଇଛନ୍ତି। ଝାଡ଼ଖଣ୍ଡର ଏକ ହୋଟେଲରେ ଦେଶବ୍ୟାପୀ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବା…

ନ୍ୟାୟ ନ ପାଇ ବିଧାନସଭା ମୁହାଁ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଗାଁଠୁ ସହର ସବୁଠି ସତେଯେମିତି ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ଅପହଞ୍ଚ ହୋଇଯାଉଛି। ଥାନାରୁ ଲୋକେ ଠିକ୍‌ ଭାବେ ନ୍ୟାୟ ପାଉନାହାନ୍ତି। ପୋଲିସର ତଦନ୍ତ ଠିକ୍‌ ସମୟରେ ଶେଷ ହେଉ ନାହିଁ। ଉପରିସ୍ଥ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ମଧ୍ୟ କେହି…

ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍‌

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍‌ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ ବନ୍ଦ କରିଦିଆଯାଇଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ରାସ୍ତାକୁ ସିଲ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?