ମଦ ନିଶାରେ ସାଙ୍ଗଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୭ା୩(ବ୍ୟୁରୋ): ମଦ ନିଶାରେ ସାଙ୍ଗକୁ ହତ୍ୟା କରିଥିଲା ସାଙ୍ଗ। ନିଜ ଘରକୁ ଡାକି ମଦ ପିଆଇ ମୁଣ୍ଡକୁ ମଦ ବୋତଲରେ ପିଟି ଜୀବନ ନେଇଥିଲା। ପ୍ରମାଣ ଲୁଚାଇବା ପାଇଁ ମୃତଦେହକୁ ସ୍କୁଟିରେ ଲଦି ଇନ୍ଫୋସିଟି ଥାନା ଅଧୀନ ପଟିଆ...
ଥାନାରୁ ୨ ଥର ଚମ୍ପଟ ମାରିଲେ ଅଭିଯୁକ୍ତ
କୁଜଙ୍ଗ, ୭।୩ (ଡି.ଏନ୍.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା ପରେ ପୋଲିସର ପାରିବା ପଣିଆ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଥିସହ...
ଫେରିଯିବ ଦେଢ଼ କୋଟିର ଅନୁଦାନ
ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ ଠିକ୍ ସମୟରେ ଅନୁଦାନ ଖର୍ଚ୍ଚ କରା ନ ଗଲେ ତାହା ଫେରିଯିବା...
୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ
ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ମାରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ...
ବିଦେଶୀ ପର୍ଯ୍ୟଟକଙ୍କ ଉପରେ ନଜର
ଫୁଲବାଣୀ ଅଫିସ, ୭ା୩ ସାରା ବିଶ୍ୱରେ ଏବେ କରୋନା ଭୟ। ଓଡିଶାରେ ବି ଏହାର ପ୍ରଭାବ ପଡିିଛି। ଏହାର ମୁକାବିଲା ଲାଗି କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ହୋଇଛି। ଏହିକ୍ରମରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ...
ଗୁଳିମାଡ଼ରୁ ବର୍ତ୍ତିଲେ ଇଟାଭାଟି ସୁପରଭାଇଜର
ଦିଗପହଣ୍ଡି,୭ା୩(ଡି.ଏନ.ଏ.) ଦିଗପହଣ୍ଡି ଥାନା ଅଧୀନ ମହୁଡ଼ା ଗ୍ରାମ ନିକଟରେ ଜଣେ ଇଟାଭାଟି ସୁପରଭାଇଜରଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଟାଉନ ଥାନା ବିଜିପୁର ଲକ୍ଷ୍ମୀ ସାହିର ଇଟାଭାଟି ସୁପରଭାଇଜର ସାଗର ପାତ୍ରଙ୍କ ଏତଲା...
ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି
ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା ଏବେ ସଙ୍କଟରେ। ପରିବାରର ସମସ୍ତ ସଦସ୍ୟ ୨୪ ଘଣ୍ଟା କାମ କଲେ ମଧ୍ୟ...
କାହାର ଲାଗି ଅଙ୍ଗନଓ୍ବାଡି: ଛାତ୍ରୀଛାତ୍ର ପାଠ୍ପଢ଼ି ଯିବେ ୨ କି.ମି.
ଜମନକିରା, ୭।୩ (ଡି.ଏନ୍.ଏ.)- ସମ୍ବଲପୁର ଜିଲା ଜମନକିରା ବ୍ଲକ କଟଙ୍ଗପାଣି ପଁଚେତ୍ ଅଧୀନ ଫୁଲକୁସମ ଗଁ। ର ଲାଗି ଆସିଥିବାର ଅଙ୍ଗନଓ୍ବାଡି କେନ୍ଦ୍ରଟା ଗଁ। ରୁ ଦୁଇ କି.ମି. ଦୂରେ ତିଆର କରାଯାଇଛେ। ଏନ୍ତାଥି ଛୋଟ ଛୋଟ ଛୁଆମାନେ...
ଲୋଇସିଂହାରେ ଘୂର୍ଣ୍ଣିଝଡ଼: ବାଉଁଶ ବୁଦା ଉପୁଡ଼ି ଜଣେ ମୃତ, ୩ ଗୁରୁତର
ଲୋଇସିଂହା,୬।୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଛି। ତେବେ ବର୍ଷାରୁ ରକ୍ଷା ପାଇବା ଲାଗି କିଛି ଲୋକ ବାଉଁଶ ବୁଦାତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ଅତ୍ୟଧିକ ପବନରେ...
କମିଲା ବସ୍ ଭଡ଼ା: କିମି ପିଛା ୧ରୁ ୨ ପଇସା
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ବସ୍ ଭଡ଼ା କମିଲା। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଛି। ସାଧାରଣ ବସ୍ ଭଡ଼ା ୬୯ ପଇସା ଥିବା ବେଳେ ଏବେ ଏହା ହ୍ରାସ ପାଇ ୬୮ ପଇସା ହୋଇଛି। ସେହିଭଳି ଏକ୍ସପ୍ରେସ୍ ଭଡ଼ା...
ବରଗଡ଼ରୁ ୨ ଲକ୍ଷ ଟଙ୍କାର ଜାଲନୋଟ ଜବତ କଲା ଏସ୍ଟିଏଫ୍, ୩ ଗିରଫ
ବରଗଡ଼ ଅଫିସ,୬।୩- କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଶୁକ୍ରବାର ଏକ ଜାଲନୋଟ ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ, ମଙ୍ଗଲୂ ମାଲଖାର, ସୁଦର୍ଶନ ମହାନ୍ତି ଏବଂ ପ୍ରଫୁଲ୍ଲ ମେହେର। ସେମାନଙ୍କ ପାଖରୁ ୨ଲକ୍ଷ...
ଭିଜିଲାନ୍ସ ପରେ ଏବେ ଇଡି ସ୍କାନରରେ ଅନାମ
ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରଥମେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ଏବେ ଇଡି ସ୍କାନର୍ରେ। ଗତ ଜାନୁୟାରୀ ୨୩ରେ ଗିରଫ ହୋଇ ଫେବୃୟାରୀ ୨୬ରେ ସେ ଜାମିନ ପାଇଥିଲେ। ଏବେ ଯେକୌଣସି ମୁହୂର୍ତ୍ତରେ...
Archives


